ସବୁ ଜିଲାପାଳମାନଙ୍କୁ ଆଲର୍ଟ କଲେ ସ୍ବତନ୍ତ୍ର ରିଲିଫ କମିଶନର

ଭୁବନେଶ୍ୱର,୧୯।୮(ବ୍ୟୁରୋ)-ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ବୁଧବାର ୧୦ ଜିଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। ଏ ନେଇ ପଦକ୍ଷେପ ନେବାକୁ ସମସ୍ତ ଜିଲାପାଳମାନଙ୍କୁ ଆଲର୍ଟ କରାଯାଇଛି। ଆକସ୍ମିକ ବନ୍ୟା, ପାଣି ଜମିବା, ଭୂସ୍ଖଳନ ନେଇ ଆଲର୍ଟ କଲେ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା। ବିଡିଓ, ତହସିଲଦାର, ଇଂଜିନିୟରମାନଙ୍କୁ ଆଲର୍ଟ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ନଦୀ ବନ୍ଧ ପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ଓଡ୍ରାଫ ଏବଂ ଅଗ୍ନିଶମ କର୍ମଚାରୀଙ୍କୁ ଆଲର୍ଟ ରଖିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତୋରଣ ନିର୍ମାଣରେ ଅନିୟମିତତା ଅଭିଯୋଗ: ଭିଜିଲାନ୍ସ ତଦନ୍ତ ଦାବି

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଥାନାଛକ ସମ୍ମୁଖରେ ନିର୍ମିତ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ତୋରଣ ଭାଙ୍ଗିଯିବା ଘଟଣାକୁ ନେଇ ଅସନ୍ତୋଷ ତେଜିବାରେ ଲାଗିଛି। ନିମ୍ନମାନର କାମ ହୋଇଥିବା ଯୋଗୁ…

ସିମନବାଡିରେ କ୍ରିକେଟ ଟୁର୍ନାମେଣ୍ଟର ଶୁଭାରମ୍ଭ: ଭାଇଚାରା ପାଇଁ…

ଦାରିଙ୍ଗବାଡି,୨୭।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପାଟ୍ଟଖଣ୍ଡା ଖେଳ ପଡିଆଠାରେ ବ୍ଲକସ୍ତରୀୟ କ୍ରିକେଟ ଟୁର୍ନାମେଣ୍ଟ ଉଦଘାଟିତ ହୋଇଯାଇଛି। ଏହାକୁ ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀ…

ଜିଦିରୁ ବଢ଼ୁଛି ଉତ୍ତେଜନା

ଇରାନ୍‌ ସହ ଶାନ୍ତିଚୁକ୍ତି ବିଳମ୍ବ ହେବା ଦେଖି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କ୍ଷୁବ୍ଧ ହୋଇ ତେହରାନ ଉପରେ ପୁନଶ୍ଚ ଆକ୍ରମଣ କରିବେ ବୋଲି କିଛିଦିନ ହେବ…

ସୌଜନ୍ୟତା ଭୁଲିଗଲେ ଜିଲାପାଳ: ପୂର୍ବତନ ଏମ୍‌ପିଙ୍କୁ ଚୌକି ଦେଲେନାହିଁ, ଠିଆ ହୋଇ କହିଲେ

ବଲାଙ୍ଗୀର/ଲୋଇସିଂହା,୨୭ା୫(ବୀରେନ୍ଦ୍ର କୁମାର ଝାଙ୍କର/ ସୁଶାନ୍ତ ବାରିକ):ପୂର୍ବତନ ଏମପି ତଥା ବର୍ଷୀୟାନ ରାଜନେତା ବାଳଗୋପାଳ ମିଶ୍ରଙ୍କୁ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ଅସମ୍ମାନ କରାଯାଇଥିବା ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚାର…

ପୁଣି ବଢିଲା ଲୋକଙ୍କ ଚିନ୍ତା: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ…

ନୂଆଦିଲ୍ଲୀ, ୨୭।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର କ୍ରମାଗତ ବୃଦ୍ଧି ପାଉଥିବା ମୂଲ୍ୟ ସାଧାରଣ ଲୋକଙ୍କ ଚିନ୍ତାକୁ ବୃଦ୍ଧି କରିଛି। ଗତ ଦୁଇ ସପ୍ତାହ ମଧ୍ୟରେ…

OAS ପରୀକ୍ଷାରେ କମାଲ୍‌ କଲେ ଦେବଗଡର ପିୟୁଷ: ଦ୍ୱିତୀୟ ପ୍ରଚେଷ୍ଟାରେ ହାସଲ କଲେ ସଫଳତା

ଦେବଗଡ଼, ୨୭।୫(ଶଶାଙ୍କ ଶେଖର ଝାଙ୍କର): ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓସିଏସ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି । ଦେବଗଡ ସହରର ପିୟୁଷ ସାହୁ ୪୦…

ଜୁନ୍‌ ୧ରୁ ଅଗ୍ନିପଥ ଯୋଜନା:ଜାଣନ୍ତୁ କେମିତି କରିବେ ଆବେଦନ

କଟକ,୨୭।୫(କାର୍ତ୍ତିକ ସାହୁ):ଭାରତୀୟ ସେନାରେ ନିଯୁକ୍ତି ପାଇଁ ଅଗ୍ନିପଥ ଯୋଜନା ଏବଂ ନିୟମିତ କ୍ୟାଡ୍‌ର ଅନ୍‌ଲାଇନ ସାଧାରଣ ପ୍ରବେଶିକା ପରୀକ୍ଷା ଆସନ୍ତା ଜୁନ ୧ରୁ ୧୨ ତାରିଖ ପର୍ଯ୍ୟନ୍ତ…

ବରଗଡ଼ ଧନୁଯାତ୍ରା ତୋରଣ ଭଙ୍ଗା ଘଟଣା: ଜନପ୍ରିୟ ସରକାରକୁ ବଦନାମ କରିବାକୁ ଚାଲିଛି ଚକ୍ରାନ୍ତ,ବରଗଡ଼ ଏମପି…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା ସବୁଠି ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତୁରନ୍ତ ଭିଜିଲାନ୍ସ ତଦନ୍ତ କରିବା ପାଇଁ ବରଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri