Posted inଜାତୀୟ

ହେମନ୍ତଙ୍କ ପାଇଁ ଗେମ୍ ଚେଞ୍ଜର ସାବ୍ୟସ୍ତ ହୋଇପାରେ ମୈଆ ଯୋଜନା

ନୂଆଦିଲ୍ଲୀ,୧୨।୧୧: ଝାଡ଼ଖଣ୍ଡ ନିର୍ବାଚନରେ ମାଗଣା ଯୋଜନା ସମସ୍ତ ପାର୍ଟି ପାଇଁ ଗୁରୁତ୍ୱପୂର୍ଣ୍ଣ ଭୂମିକା ଲିଭାଇବାକୁ ଯାଉଛି। ଓଡ଼ିଶା ମଡେଲରେ ସେଠାରେ ସୁଭଦ୍ରା ଭଳି ‘ଗୋ ଗୋ ଦିଦି’ ଯୋଜନା ମାଧ୍ୟମରେ ମହିଳା ମାନଙ୍କୁ ୨୧୦୦ ଟଙ୍କା ଦେଇ ଭୋଟ ହାତେଇବାକୁ ଯୋଜନା କରୁଛନ୍ତି। ସେପଟେ ମୈଆ ଯୋଜନାରେ ହେମନ୍ତ ମାସକୁ ୨୫୦୦ ଟଙ୍କା ଦେଇ ଭାଜପାକୁ କଡା ଟକ୍କର ଦେଉଛନ୍ତି।

ପୂର୍ବରୁ ଝାଡ଼ଖଣ୍ଡରେ ମହିଳାମାନେ ‘ମୈଆ ଯୋଜନା’ରେ ମାସକୁ ୧୦୦୦ ଟଙ୍କା ପାଉଥିବା ବେଳେ ଏହାକୁ ୨୫୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି ହେମନ୍ତ ସୋରେନ। କୁହାଯାଉଛି ଗ୍ରାମାଞ୍ଚଳରେ ମହିଳାମାନେ ହେମନ୍ତଙ୍କ ଏହି ଯୋଜନା ଉପରେ ଅଧିକ ଭରସା ଦେଖାଉଥିବା ବେଳେ ସହରାଞ୍ଚଳରେ ମହିଳାମାନେ ଗୋ ଗୋ ଦିଦି’ ଏବଂ ମୈଆ ଯୋଜନାରେ ମଧ୍ୟରେ ବାନ୍ତି ହୋଇଯାଇଛନ୍ତି।

୨୦୨୪ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ​​ପ୍ରାୟ ୫୦% ଭୋଟର ମହିଳା ରହିଛନ୍ତି ଯେଉଁମାନଙ୍କ ସଂଖ୍ୟା ୧.୨୯ କୋଟି ଅଟେ ଏବଂ ୧.୩୧ କୋଟି ପୁରୁଷ ଭୋଟର ଅଛନ୍ତି। ଚଳିତ ବର୍ଷ ପ୍ରଥମ ଥର ଭୋଟରଙ୍କ ମଧ୍ୟରେ ମହିଳାମାନେ ପୁରୁଷଙ୍କ ତୁଳନାରେ ଅଧିକ। ଉଲ୍ଲେଖଯୋଗ୍ୟ, ୮୧ ଟି ବିଧାନସଭା ଆସନ ମଧ୍ୟରୁ ୩୨ ଟି ମହିଳା ପ୍ରାଧାନ୍ୟ ବିସ୍ତାର କରିଛି, ସେଥିରେ ହେମନ୍ତ ସୋରେନଙ୍କ ବରହାଇତ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଚମ୍ପାଇ ସୋରେନଙ୍କ ସରରାଇକେଲା ଆସନ ସହିତ ୨୬ ଟି ଅନୁସୂଚିତ ଜନଜାତିଙ୍କ ପାଇଁ ସଂରକ୍ଷିତ ଅଛି।

ଏହି ପ୍ରୟାସରେ କଳ୍ପନା ସୋରେନ୍ ନେତୃତ୍ୱ ନେଉଥିବା ବେଳେ ଜେଏମ୍ଏମ୍ ‘ମୈଆ ଯୋଜନା’ରେ ହିତାଧିକାରୀଙ୍କୁ ଏକୀଭୂତ ଭୋଟ୍ ବ୍ୟାଙ୍କରେ ପରିଣତ କରିବାକୁ କାର୍ଯ୍ୟ କରୁଛି। ଏହି ସମୟରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମାଙ୍କ ନେତୃତ୍ୱରେ ଭାଜପା ଏହି ଯୋଜନାକୁ ଚ୍ୟାଲେଞ୍ଜ କରୁଛି ଯେ, ‘ଗୋ ଗୋ ଦିଦି’ ଯୋଜନାରେ ବରିଷ୍ଠ ବାଦ ଦିଆଯାଇଛି। ଯଦି ଭାଜପା ବିଜୟୀ ହୁଏ ତେବେ ଗୋଗୋ ଦିଦିଙ୍କ ଅଧୀନରେ ୨,୧୦୦ ଟଙ୍କା ସହାୟତା କରିବେ ବୋଲି ପ୍ରତିଶୃତି ଦେଇଛନ୍ତି ହିମନ୍ତ ଶର୍ମା।


Enter your email to get our daily news in your inbox.

All Right Reserved By Dharitri.Com

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ହିମନ୍ତ ବିଶ୍ୱ ଶର୍ମାଙ୍କୁ ଅଲ୍ଟିମେଟମ ଦେଲେ ଅଭିଜିତ, ଏମିତି ନ କଲେ ଆସାମରେ ହେବ…

ନୂଆଦିଲ୍ଲୀ,୨୭।୯: ଗୁଆହାଟୀରେ କକ୍ରୋଚ ଜନତା ପାର୍ଟି (CJP)ର ସହ-ସଂସ୍ଥାପକ ଆଶୁତୋଷ ରାଙ୍କାଙ୍କ ସମେତ ଅନ୍ୟ କିଛି କର୍ମୀଙ୍କୁ ଆସାମ ପୋଲିସ ଅଟକ ରଖିବା ପରେ CJP ସଂସ୍ଥାପକ…

ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ବର୍ଷକୁ ୧୩ ନୁହେଁ, ୧୨ ଥର କରିବାକୁ ପଡ଼ିବ ରିଚାର୍ଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଖୁସିର ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଏବଂ ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (TRAI) ଦେଶର…

‘ତାଙ୍କ ମୃତ୍ୟୁ ପାଇଁ ପ୍ରାର୍ଥନା କରିବି…’, ମୁଖ୍ୟମନ୍ତ୍ରୀଙ୍କୁ ନେଇ ବିବାଦୀୟ ବୟାନ ଦେଲେ ବିଧାୟକ, ଚାରିଆଡ଼େ ଚର୍ଚ୍ଚା

କୋଲକାତା,୨୭।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଆମଜନତା ଉନ୍ନୟନ ପାର୍ଟି (AJUP) ଅଧ୍ୟକ୍ଷ ତଥା ନଓଦା ବିଧାୟକ ହୁମାୟୁନ କବୀରଙ୍କ ଏକ ବିବାଦୀୟ ବୟାନ ସାମ୍ନାକୁ…

ନଦୀ ସ୍ରୋତରେ ଭାସିଯାଇ ଥିଲେ ବୃଦ୍ଧ, ୧୦ ଘଣ୍ଟା ପରେ ଜୀବିତ ହେଲେ ଉଦ୍ଧାର

ହିଞ୍ଜିଳିକାଟୁ,୨୭।୯(ଦ୍ବିତୀକୃଷ୍ଣ ପଣ୍ଡା): ରଖେ ହରି ତ, ମାରେ କି’ଏ। ଏଭଳି ଏକ ଘଟଣାଟି ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଖଣ୍ଡରା ଗ୍ରାମ ନିକଟ ଘୋଡ଼ାହାଡ଼ ନଦୀରେ ଘଟିଛି।…

ରାଜକୁମାର ବୁଧଙ୍କ ବଡ଼ ନକ୍ଷତ୍ର ପରିବର୍ତ୍ତନ: ପହିଲାଠୁ କନ୍ୟା ସମେତ ୪ ରାଶି ହେବେ ଧନବାନ୍‌, ପଛକୁ ପଛ ଲାଗିବ ଲଟେରୀ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ନକ୍ଷତ୍ର ପରିବର୍ତ୍ତନକୁ ବେଶ ପ୍ରଭାବଶାଳୀ ବୋଲି ମନାଯାଏ। ଦ୍ରିକ ପଞ୍ଚାଙ୍ଗ ଅନୁସାରେ ବୁଦ୍ଧି, ବାଣୀ, ଯୋଗାଯୋଗ ଓ ବ୍ୟବସାୟର କାରକ ବୁଧ…

ଅଶ୍ଳେଷା ନକ୍ଷତ୍ରରେ ଗୁରୁ ବୃହସ୍ପତିଙ୍କ ପ୍ରବେଶ: ୬ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଧନବର୍ଷା ଯୋଗ! ଘରକୁ ଆସିବ ଖୁସିଖବର

ଭୁବନେଶ୍ୱର: ଜ୍ୟୋତିଷ ଗଣନା ଅନୁସାରେ ଦେବଗୁରୁ ବୃହସ୍ପତି ଆସନ୍ତା ଅକ୍ଟୋବର ୮ ତାରିଖ ସନ୍ଧ୍ୟା ୭ଟା ୦୩ ମିନିଟରେ ଅଶ୍ଳେଷା ନକ୍ଷତ୍ରର ଚତୁର୍ଥ ପଦରେ ପ୍ରବେଶ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?