ଅଗଷ୍ଟ ୩୧ ପର୍ଯ୍ୟନ୍ତ ସ୍ବତନ୍ତ୍ର ସ୍କୁଲ ବନ୍ଦ

ଭୁବନେଶ୍ୱର, ୧୮।୭(ବ୍ୟୁରୋ)- ମହାମାରୀ କରୋନା ଯୋଗୁ ଆସନ୍ତା ଅଗଷ୍ଟ ୩୧ ପର୍ଯ୍ୟନ୍ତ ସମସ୍ତ ସ୍ବତନ୍ତ୍ର ସ୍କୁଲ ବନ୍ଦ ରହିବ। ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଦ୍ୱାରା ପରିଚାଳିତ ସବୁ ସ୍ବତନ୍ତ୍ର ସ୍କୁଲଗୁଡ଼ିକ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। ଏ ନେଇ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ଜିଲା ସାମାଜିକ ସୁରକ୍ଷା ଅଧିକାରୀଙ୍କୁ ଚିଠି ଲେଖି ଅବଗତ କରାଯାଇଛି। ରାଜ୍ୟର ୨୩ ଜିଲାରେ ୧୦୩ ସ୍ବତନ୍ତ୍ର ସ୍କୁଲ୍‌ ରହିଛି। ପୂର୍ବରୁ ଗାଇଡ୍‌ଲାଇନ୍‌ ଅନୁଯାୟୀ, ଏହି ସ୍ବତନ୍ତ୍ର ସ୍କୁଲ୍‌ଗୁଡ଼ିକୁ ଜୁଲାଇ ୩୧ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଥିଲା। ବର୍ତ୍ତମାନ ପରିସ୍ଥିତିରେ କରୋନା ସଂକ୍ରମଣକୁ ନଜରରେ ରଖି ଓ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଦୃଷ୍ଟିରୁ ଏହି ସ୍କୁଲଗୁଡ଼ିକୁ ଅଗଷ୍ଟ ୩୧ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…

କଂଗ୍ରେସର ବନ୍ଦ ଡାକରାରେ ଅଟକି ରହିଛି ଗାଡ଼ିମୋଟର, ଯାତ୍ରୀ ହନ୍ତସନ୍ତ

ପଟ୍ଟାଙ୍ଗି,୮ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ କଂଗ୍ରେସର ବନ୍ଦ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଦଳର ବ୍ଲକ ସଭାପତି ଅର୍ଜୁନ ବାଙ୍କା…

କଳାହାଣ୍ଡିରେ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଜାତୀୟ ରାଜପଥ ଅବରୋଧ କରି ବିକ୍ଷୋଭକାରୀ…

ଭବାନୀପାଟଣା,୮ା୧୦(ଉତ୍ତମ କୁମାର ଦାଶ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ କଳାହାଣ୍ଡି ଜିଲାରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ…

କେନ୍ଦ୍ର ସରକାରଙ୍କ ବିରୋଧରେ କଂଗ୍ରେସର ଗର୍ଜନ, ମହାକାଳପଡ଼ାରେ ପଡ଼ିଲା ପ୍ରଭାବ

ମହାକାଳପଡ଼ା,୮ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଇଣ୍ଡି ମେଣ୍ଟ ଓ ଜାତୀୟ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦର ପ୍ରଭାବ ପଡ଼ିଛି। କେନ୍ଦ୍ର ସରକାରଙ୍କ ଦୋମୁହାଁ ନୀତିକୁ ନେଇ ଗର୍ଜିଛନ୍ତି ଇଣ୍ଡି…

ଘଡ଼ଘଡ଼ି ସହ ଛେଚିବ ବର୍ଷା: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୮ା୧୦(ସୌମ୍ୟରଞ୍ଜନ ରାଉତ):ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ ଆସନ୍ତା ୨ରୁ…

ମୌଳିକ ସୁବିଧାରୁ ବଞ୍ଚିତ ୯୯ ଛାତ୍ରୀଛାତ୍ର

ବାଲେଶ୍ୱର,୮।୧୦,(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ହରିପୁର ପଞ୍ଚାୟତରେ ୧୯୫୯ ମସିହାରେ କସିମିଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଥିଲା। ଏଠାରେ ଶିଶୁ ବାଟିକାଠାରୁ ପଞ୍ଚମ…

ଏସ୍‌ଇବିସି ପାଇଁ କମିଶନ ଗଢ଼ିଲେ ସରକାର

ଭୁବନେଶ୍ୱର, ୮।୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ବାୟତ୍ତ ଶାସନ ସଂସ୍ଥାଗୁଡିକରେ(ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ…

‘ଇଣ୍ଡି’ ମେଣ୍ଟର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଅଖଚକ ସବୁ ବନ୍ଦ

ଭୁବନେଶ୍ୱର,୮।୧୦: ଗୁରୁବାର ସକାଳୁ ସକାଳୁ ସାରା ଓଡ଼ିଶାରେ ‘ଓଡ଼ିଶା ବନ୍ଦ’ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ୪ଦଫା ଦାବିରେ କଂଗ୍ରେସ ସହ ୯ଟି ବିରୋଧି ଦଳ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?