ଘର ଅଗଣାରେ ଏସବୁ ଗଛ ଲଗାଇ ନାହାନ୍ତି ତ? ଜାଣନ୍ତୁ କେଉଁଟି ଲଗାଇବା ଶୁଭ, କେଉଁଟି…

ପ୍ରକୃତି ସହ ଜଡ଼ିତ ପ୍ରତ୍ୟେକଟି ଜିନିଷକୁ ଈଶ୍ୱରଙ୍କର ଗୋଟିଏ ଗୋଟିଏ ସ୍ବରୂପ ଭାବେ ବିବେଚନା କରାଯାଏ। ଯେମିତି କି ବୃକ୍ଷଲତା; ଏହା ବି ଅନେକ ସମୟରେ ସକାରାତ୍ମକ ଉର୍ଜା ଉତ୍ପନ୍ନ କରିଥାଏ…

*ତୁଳସୀ ଗଛକୁ ପବିତ୍ରତାର ସ୍ବରୂପ ବୋଲି କୁହାଯାଇଥାଏ। ଘରୁ ନକାରାତ୍ମକ ଶକ୍ତିକୁ ଦୂର କରିବାରେ ଏହା ବେଶ୍‌ ସହାୟକ ହୋଇଥାଏ।

*ସେହିପରି ଘରେ କିମ୍ବା ଘର ନିକଟରେ ନିମ୍ବ ଗଛ ରହିବା ଶୁଭସୂଚକ ହୋଇଥାଏ। କାରଣ ଏହା ପଜିଟିଭ୍‌ ଏନର୍ଜି ପ୍ରଦାନ କରିଥାଏ।

*କୁହାଯାଏ, କଦଳୀ ଗଛର ଛାଇରେ ବସି ବିଦ୍ୟାର୍ଥୀ ପାଠ ପଢ଼ିଲେ ପାଠ ଶୀଘ୍ର ମନେ ରହିଯାଏ। ଏହି ଗଛ ସ୍ମରଣ ଶକ୍ତିକୁ ବଢ଼ାଇଥାଏ।

*ବାସ୍ତୁଶାସ୍ତ୍ର ଅନୁଯାୟୀ, ଘର ଅଗଣାରେ ଅଶ୍ୱତ୍ଥ ବୃକ୍ଷ ଲଗାଇବା ଆଦୌ ଉଚିତ ନୁହେଁ; ଏହାଦ୍ୱାରା ଘରେ ଧନର ଅଭାବ ଦେଖାଯାଇଥାଏ।

*ଯଦି ଭୁଲ୍‌ବଶତଃ ଘରେ ଏହି ଗଛ ଉଠି ଯାଇଛି, ତା’ହେଲେ ତାହାକୁ ଉପାଡ଼ି ନେଇ କୌଣସି ମନ୍ଦିର ପ୍ରାଙ୍ଗଣରେ ଲଗାଇ ପାରିବେ।

*କାକ୍‌ଟସ୍‌, ବାଉଁଶ କିମ୍ବା କୌଣସି କଣ୍ଟାଥିବା ଗଛକୁ ଘର ଅଗଣାରେ ଲଗାଇବା ଠିକ୍‌ ନୁହେଁ। କୁହାଯାଏ ଏହାଦ୍ୱାରା ଘରେ କଳହ ସୃଷ୍ଟି ହୋଇଥାଏ।

*ସେହିପରି ବାସ୍ତୁଶାସ୍ତ୍ର ଅନୁଯାୟୀ, ଘର ଅଗଣାରେ ଜାମୁକୋଳି ଓ ପିଜୁଳି ଗଛ ଛଡ଼ା ଅନ୍ୟ କୌଣସି ଫଳଗଛ ରହିବା ଠିକ୍‌ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ

ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri