ଘର ଅଗଣାରେ ଏସବୁ ଗଛ ଲଗାଇ ନାହାନ୍ତି ତ? ଜାଣନ୍ତୁ କେଉଁଟି ଲଗାଇବା ଶୁଭ, କେଉଁଟି…

ପ୍ରକୃତି ସହ ଜଡ଼ିତ ପ୍ରତ୍ୟେକଟି ଜିନିଷକୁ ଈଶ୍ୱରଙ୍କର ଗୋଟିଏ ଗୋଟିଏ ସ୍ବରୂପ ଭାବେ ବିବେଚନା କରାଯାଏ। ଯେମିତି କି ବୃକ୍ଷଲତା; ଏହା ବି ଅନେକ ସମୟରେ ସକାରାତ୍ମକ ଉର୍ଜା ଉତ୍ପନ୍ନ କରିଥାଏ…

*ତୁଳସୀ ଗଛକୁ ପବିତ୍ରତାର ସ୍ବରୂପ ବୋଲି କୁହାଯାଇଥାଏ। ଘରୁ ନକାରାତ୍ମକ ଶକ୍ତିକୁ ଦୂର କରିବାରେ ଏହା ବେଶ୍‌ ସହାୟକ ହୋଇଥାଏ।

*ସେହିପରି ଘରେ କିମ୍ବା ଘର ନିକଟରେ ନିମ୍ବ ଗଛ ରହିବା ଶୁଭସୂଚକ ହୋଇଥାଏ। କାରଣ ଏହା ପଜିଟିଭ୍‌ ଏନର୍ଜି ପ୍ରଦାନ କରିଥାଏ।

*କୁହାଯାଏ, କଦଳୀ ଗଛର ଛାଇରେ ବସି ବିଦ୍ୟାର୍ଥୀ ପାଠ ପଢ଼ିଲେ ପାଠ ଶୀଘ୍ର ମନେ ରହିଯାଏ। ଏହି ଗଛ ସ୍ମରଣ ଶକ୍ତିକୁ ବଢ଼ାଇଥାଏ।

*ବାସ୍ତୁଶାସ୍ତ୍ର ଅନୁଯାୟୀ, ଘର ଅଗଣାରେ ଅଶ୍ୱତ୍ଥ ବୃକ୍ଷ ଲଗାଇବା ଆଦୌ ଉଚିତ ନୁହେଁ; ଏହାଦ୍ୱାରା ଘରେ ଧନର ଅଭାବ ଦେଖାଯାଇଥାଏ।

*ଯଦି ଭୁଲ୍‌ବଶତଃ ଘରେ ଏହି ଗଛ ଉଠି ଯାଇଛି, ତା’ହେଲେ ତାହାକୁ ଉପାଡ଼ି ନେଇ କୌଣସି ମନ୍ଦିର ପ୍ରାଙ୍ଗଣରେ ଲଗାଇ ପାରିବେ।

*କାକ୍‌ଟସ୍‌, ବାଉଁଶ କିମ୍ବା କୌଣସି କଣ୍ଟାଥିବା ଗଛକୁ ଘର ଅଗଣାରେ ଲଗାଇବା ଠିକ୍‌ ନୁହେଁ। କୁହାଯାଏ ଏହାଦ୍ୱାରା ଘରେ କଳହ ସୃଷ୍ଟି ହୋଇଥାଏ।

*ସେହିପରି ବାସ୍ତୁଶାସ୍ତ୍ର ଅନୁଯାୟୀ, ଘର ଅଗଣାରେ ଜାମୁକୋଳି ଓ ପିଜୁଳି ଗଛ ଛଡ଼ା ଅନ୍ୟ କୌଣସି ଫଳଗଛ ରହିବା ଠିକ୍‌ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଜଣେ ଯୁବତୀଙ୍କୁ ପ୍ରେମ କରି ବସିଲେ ୨ ଘନିଷ୍ଠ ବନ୍ଧୁ: ଶେଷରେ ଘଟିଲା…

ନାଗପୁର,୨୧।୮: ରଣବୀର ସିଂହ ଓ ଅର୍ଜୁନ କପୁରଙ୍କ ଅଭିନୀତ ଫିଲ୍ମ ‘ଗୁଣ୍ଡେ’ ଦେଖିଛନ୍ତି? ଫିଲ୍ମରେ ଦୁଇ ଘନିଷ୍ଠ ବନ୍ଧୁ ଗୋଟିଏ ଯୁବତୀଙ୍କୁ ଭଲ ପାଇବା ପରେ ପରସ୍ପରଙ୍କ…

ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…

ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ…

ଭୁବନେଶ୍ୱରରୁ ଆସିଲା ଦଳୀୟ ସୁପ୍ରିମୋଙ୍କ ଡାକରା, ଶଙ୍ଖଭବନରେ ପହଞ୍ଚିଲେ ଗଞ୍ଜାମ ବିଜେଡି ନେତା, ବଡ଼ଧରଣର…

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଆସୁଛି ପଞ୍ଚାୟତ ଓ ପୌର ନିର୍ବାଚନ। ଏଥିପାଇଁ ଚଳଚଞ୍ଚଳ ଶଙ୍ଖଭବନ। ଦଳୀୟ ସଂଗଠନ କିଭଳି ସୁଦୃଢ଼ ହେବ ସେଥିପାଇଁ ଚାଲିଛି ମାନସ ମନ୍ଥନ। ରାଜ୍ୟ…

ଶିକ୍ଷା ବିଭାଗରେ ଚହଳ! ନାବାଳିକାଙ୍କୁ ଗର୍ଭବତୀ କଲେ ଶିକ୍ଷକ, ଗର୍ଭପାତ ପାଇଁ ଯାଉଥିବାବେଳେ ବାଟରେ…

କିଶ୍ତୱାଡ,୨୧।୮: ଜମ୍ମୁ-କଶ୍ମୀରର କିଶ୍ତୱାଡରେ ୧୪ ବର୍ଷୀୟା ଜଣେ ନାବାଳିକାଙ୍କ ସହ ବଳାତ୍କାର ଅଭିଯୋଗକୁ ନେଇ ହଇଚଇ ସୃଷ୍ଟି ହୋଇଛି। ଅଭିଯୋଗ ଅନୁସାରେ, ବଳାତ୍କାର ଯୋଗୁ ନାବାଳିକା ଗର୍ଭବତୀ…

‘ଏବେ ଆପଣ ମୁଖ୍ୟମନ୍ତ୍ରୀ, ଫିଲ୍ମ ଭଳି ଡାଏଲଗ କୁହନ୍ତୁ ନାହିଁ’: ବିଧାନସଭାରେ CM ବିଜୟଙ୍କୁ ଏମିତି କହିଦେଲେ ଉଦୟନିଧି ଷ୍ଟାଲିନ

ଚେନ୍ନାଇ,୨୧।୮: ତାମିଲନାଡୁରେ ବିରୋଧୀ ଦଳ ନେତା ଉଦୟନିଧି ଷ୍ଟାଲିନ ଶୁକ୍ରବାର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି। ପୂର୍ବତନ DMK ସରକାର ସମୟର କଥିତ…

ନାବାଳକଙ୍କ ନାରକୀୟ କାଣ୍ଡ: ସାମାନ୍ୟ ବଚସାରୁ ବାପ-ପୁଅଙ୍କୁ ମାରିଲେ ଛୁରି

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ସାମାନ୍ୟ ବଚସାକୁ କେନ୍ଦ୍ର କରି ଜ୍ଯଯଯ ହତ୍ୟାକାଣ୍ଡ। ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଗୌଡସୁଗୁଡା ଗ୍ରାମରେ ଶୁକ୍ରବାର ସକାଳୁ ଛୁରା ମାଡରେ…

କିନ୍ନର ବେଶ ଯାଇ ପ୍ରଥମେ ପାଣି ଛିଞ୍ଚିଲେ, ଏୟାର ହୋଷ୍ଟେସଙ୍କୁ ଏକା ଦେଖି ଯାହା କଲେ…

ମୁମ୍ବାଇ,୨୧।୮: ମୁମ୍ବାଇର ପୱାଇ ଅଞ୍ଚଳରେ ବଳାତ୍କାର ମାମଲା ସାମ୍ନାକୁ ଆସିଛି। ଟ୍ରାନ୍ସଜେଣ୍ଡର ବେଶ ଧାରଣ କରି ଜଣେ ଏୟାର ହୋଷ୍ଟେସଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଆଶୀର୍ବାଦ…

ଥାନା ବାହାରେ ଧାରଣାରେ ବସିଲେ ରାହୁଲ ଗାନ୍ଧୀ, ସାଥିରେ ଅଛନ୍ତି ପ୍ରିୟଙ୍କା

ନୂଆଦିଲ୍ଲୀ,୨୧ା୮: ପେଲେଟ୍ ଗନ୍‌ ବ୍ୟବହାରକୁ ନେଇ ପୁଣିଥରେ ସ୍ୱର ଉଠାଇଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଶୁକ୍ରବାର ସେ ଦିଲ୍ଲୀର ସଂସଦ ମାର୍ଗ ଥାନାରେ ପହଞ୍ଚିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri