ପାର୍ବଣରେ ପୋଲିସର ସ୍ବତନ୍ତ୍ର ନଜର: ୧ ଲକ୍ଷ ୪ ହଜାର ଟଙ୍କା ଜବତ, ୧୦ ଅଟକ ଛତ୍ରପୁର

୨୩।୧୦ (ଦିଲ୍ଲୀପ ସାମଲ): ପାର୍ବଣରେ ଜୁଆଆଡ୍ଡା ଉପରେ ଗଞ୍ଜାମ ପୋଲି ସ୍ବତନ୍ତ୍ର ନଜର ରଖିଛି। ଗଞ୍ଜାମ ଏସ୍‌ପି ଜଗମୋହନ ମିନାଙ୍କ ନିର୍ଦ୍ଦେଶ କ୍ରମେ ଗଞ୍ଜାମ ପୋଲିସ ଜିଲାର ବିଭିନ୍ନ ସ୍ଥାନରେ ଜୋରଦାର ଚଢ଼ାଉ କରିଛି।
ଅନ୍ୟପକ୍ଷେ ଛତ୍ରପୁର ଥାନା ଅଞ୍ଚଳରେଥେିବା ବାଳକୃଷ୍ଣପୁର ଜୁଆଆଡ୍ଡାରେ ଚଢ଼ାଉ କରି ୧୦ ଜଣଙ୍କୁ ଥାନାରେ ଅଟକ ରଖାଯିବା ସହିତ ୧ ଲକ୍ଷ ୪ ହଜାର ଟଙ୍କା ଜବତ କରାଯାଇଥିବା ପୋଲିସ ପକ୍ଷରୁ ସୂଚନା ମିଳଛି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

‘ତୁମର ଜାତି କ’ଣ, ତୁମେ କୋଭିଡ ଟିକା କେଉଁଠାରୁ ନେଇଛ…’; ଜନଗଣନାରେ ପଚରାଯିବ ଏମିତି ୪୦ ପ୍ରଶ୍ନ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସରକାର ୨୦୨୭ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୪୦ଟି ପ୍ରଶ୍ନ ଚୂଡ଼ାନ୍ତ କରିଛନ୍ତି। ଏହି ପ୍ରକ୍ରିୟା ସମୟରେ, ଅନୁସୂଚିତ ଜାତି (SC), ଅନୁସୂଚିତ ଜନଜାତି…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri