ପୁରୀ ଓ ରାଉରକେଲା ମଧ୍ୟରେ ସ୍ବତନ୍ତ୍ର ଟ୍ରେନ୍‌

ରାଉରକେଲା ଏବଂ ପୁରୀ ମଧ୍ୟରେ ଏକ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ କରାଇବା ପାଇଁ ରେଳପଥ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ରାଉରକେଲାଠାରୁ ଏହି ଟ୍ରେନ୍‌ ଅଗଷ୍ଟ ୨୪ରୁ ଛାଡି ପୁରୀ ଅଭିମୁଖେ ଯାତ୍ରା କରିବ। ସେହିଭଳି ପୁରୀରୁ ଅଗଷ୍ଟ ୨୫ରେ ଛାଡି ରାଉରକେଲା ଅଭିମୁଖେ ଯାତ୍ରା କରିବ। ରେଳପଥର ସୂଚନା ଅନୁସାରେ ଏହି ଟ୍ରେନ ବିଭାଗ ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ଚଳାଚଳ କରିବ। ରାଉରକେଲାଠାରୁ ଏହି ଟ୍ରେନ୍‌ ପୂର୍ବାହ୍ନ ୮ଘ.୦୫ମି.ରେ ଛାଡିବାକୁ ଥିବାବେଳେ ପୁରୀରୁ ଏହି ଟ୍ରେନ ଭୋର ୪ଘ.୩୫ମି.ରେ ଛାଡ଼ିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେୱର ବିମାନବନ୍ଦର ଫ୍ଲାଏଓଭର ନିର୍ମାଣ ସ୍ଥାନରେ ବଡ଼ ଦୁର୍ଘଟଣା: କ୍ରେନ ଓଲଟି ପଡ଼ିବାରୁ ଅନେକ ଶ୍ରମିକ ଫସି ରହିଛନ୍ତି; ୩ ମୃତ

ଫରିଦାବାଦ,୪।୬: ଗୁରୁବାର ଅପରାହ୍ନରେ ହରିୟାଣାର ଫରିଦାବାଦରେ ଜେୱର ବିମାନବନ୍ଦର ସଂଯୋଗ ନେଟୱାର୍କ ସହିତ ଜଡିତ ଏକ ପ୍ରମୁଖ ପ୍ରକଳ୍ପ ସହିତ ଜଡିତ ଏକ ନିର୍ମାଣ ସ୍ଥାନରେ ଏକ…

୯୨ ଭୂମିହୀନ ପରିବାରକୁ ମିଳିଲା ଘର ଠିକଣା

ଲାଞ୍ଜିଗଡ଼,୪ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ ରାଜସ୍ବ ବିଭାଗ ପକ୍ଷରୁ ୯୨ ଭୂମିହୀନ ପରିବାରକୁ ସ୍ଥାୟୀ ଘରଡ଼ିହ ପଟ୍ଟା ଗୁରୁବାର ଆବଣ୍ଟନ କରାଯାଇଛି। ପ୍ରତ୍ୟେକ ନାଗରିକଙ୍କୁ…

ଆଫଗାନିସ୍ତାନ ସିରିଜ୍‌ରୁ ବାଦ୍‌ପଡ଼ିଲେ କୋହଲି

ନୂଆଦିଲ୍ଲୀ, ୪ା୬: ବ୍ୟାଟିଂ ସୁପରଷ୍ଟାର ବିରାଟ କୋହଲି ହାମଷ୍ଟ୍ରିଙ୍ଗ ଇଞ୍ଜୁରୀ କାରଣରୁ ଆଗାମୀ ଆଫଗାନିସ୍ତାନ ବିପକ୍ଷ ଦିନିକିଆ ସିରିଜ୍‌ରୁ ବାଦ୍‌ ପଡ଼ିଛନ୍ତି। ସେହିପରି ପୂର୍ବତନ ଅଧିନାୟକ ରୋହିତ…

ସ୍ବାମୀ କାଠ ମିସ୍ତ୍ରୀ, ସ୍ତ୍ରୀ ହେଲେ OAS; ସଫଳତା ପରେ କହିଲେ- ‘ଗରିବଙ୍କ ସେବା କରିବି’

କେସିଙ୍ଗା,୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଜଣେ କାଠ ମିସ୍ତ୍ରୀଙ୍କ ପତ୍ନୀ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷାରେ କୃତକାର୍ଯ୍ୟ ହୋଇ ସଫଳତାର ଶୀର୍ଷକୁ ଛୁଇଁଛନ୍ତି।…

ଇରାନ ପ୍ରତି ପାକିସ୍ତାନର ବିଶ୍ୱାସଘାତକତା: ଆମେରିକାକୁ ଗୁପ୍ତ ସୂଚନା ଦେଇଥିଲେ ଇସାକ ଦାର? ବିବୃତ୍ତି ଜାରି କଲେ ଶାହବାଜ ସରକାର

ଇସଲାମାବାଦ,୪।୬: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଯୁଦ୍ଧ ଫେରିବା ପରି ପରିସ୍ଥିତି ସୃଷ୍ଟି ହେଉଥିବା ପରି ମନେ ହେଉଛି। ପାକିସ୍ତାନ ଦୁଇ ରାଷ୍ଟ୍ର…

କମ୍ପ୍ଲେକ୍ସ ଭିତରକୁ ପଶିଗଲା ଟ୍ରକ, ଆଉ ତା’ପରେ…

କୋରାପୁଟ,୪।୬(ଅମିତାଭ ବେହେରା): କୋରାପୁଟ ସହର ଦେଇ ଯାଇଥିବା ୨୬ ନମ୍ବର ଜାତୀୟ ରାଜପଥର ଆରଟିଓ ଅଫିସ ନିକଟରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣା ସୌଭାଗ୍ୟବଶତଃ ଟ୍ରକ…

ରାଜ୍ୟ ସଭା ନିର୍ବାଚନ ପାଇଁ ୧୧ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଭାଜପା, ଜାଣନ୍ତୁ କାହାକୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୪।୬: ଭାଜପା ରାଜ୍ୟ ସଭା ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଦଳ ଅରୁଣାଚଳ ପ୍ରଦେଶରୁ ତାଇ ତାଗକଙ୍କୁ ପ୍ରାର୍ଥୀ କରିଛି। ଗୁଜୁରାଟରୁ, ରାଜୁଭାଇ ଶୁକ୍ଳା, ମୁକେଶଭାଇ…

ରାଜ୍ୟ ସଭା ପ୍ରାର୍ଥୀ ହେବା ପରେ ଆସିଲା ଦେବାଶିଷଙ୍କ ପ୍ରଥମ ପ୍ରତିକ୍ରିୟା, ଖୋଲି କହିଦେଲେ….

ଭୁବନେଶ୍ୱର,୪।୬: ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ ଭାଜପା ପ୍ରାର୍ଥୀ ଘୋଷଣା କରିଛି । ଦେବାଶିଷ ସାମନ୍ତରାୟଙ୍କୁ ଟିକେଟ ଦେଇଛି ଭାଜପା ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri