ସ୍ପେଶାଲ ଟ୍ରେନ୍‌ର ସମୟ ପରିବର୍ତ୍ତନ

ଭୁବନେଶ୍ୱର,୭ା୧୨(ବ୍ୟୁରୋ): ଭୁବନେଶ୍ବର-ରାଉରକେଲା-ଭୁବନେଶ୍ବର ସ୍ପେଶାଲ ଏକ୍ସପ୍ରେସ ସମୟରେ ପରିବର୍ତ୍ତନ କରାଯାଇଛି। ଭୁବନେଶ୍ବରରୁ ଅପରାହ୍ନ ୨ଟା ୧୦ରେ ଛାଡ଼ୁଥିବା ଏହି ଟ୍ରେନ୍‌ ଡିସେମ୍ବର ୫ରୁ ଅପରାହ୍ନ ୧ଟା ୪୦ରେ ଭୁବନେଶ୍ବର ରେଳ ଷ୍ଟେଶନ ଛାଡ଼ି ରାତି ୯ଟାରେ ରାଉରକେଲାରେ ପହଞ୍ଚୁଛି। ସେହିପରି ଫେରିବାବେଳେ ଏହା ଭୋର୍‌ ୫ଟା ୨୦ରେ ରାଉରକେଲାରୁ ବାହାରି ମଧ୍ୟାହ୍ନ ୧୨ଟା ୩୦ରେ ଭୁବନେଶ୍ବରରେ ପହଞ୍ଚୁଛି। ଏହି ପରିବର୍ତ୍ତିତ ସମୟ ଅନୁସାରେ ଯାତ୍ରୀମାନେ ସେବା ପାଇବେ। ଏହାସହ ଗତ ୧ ତାରିଖଠାରୁ ପୂର୍ବତଟ ରେଳପଥ ମଧ୍ୟରୁ ଛାଡ଼ୁଥିବା ଟ୍ରେନ୍‌ଗୁଡ଼ିକର ସମୟରେ ପରିବର୍ତ୍ତନ କରାଯାଇଛି। ଏଥିଲାଗି ଯାତ୍ରୀମାନେ ରେଲ୍‌ୱେ ଇନ୍‌କ୍ୱାରୀ ନମ୍ବର ୧୩୯କୁ ଯୋଗାଯୋଗ କରିବାକୁ ପୂର୍ବତଟ ରେଳପଥ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନର ୯ ଘଣ୍ଟା ମଧ୍ୟରେ ଟିକେଟ କଟିଲା

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମେ’ ୧୫ ସୁଦ୍ଧା ଯୁକ୍ତ୨ ଫଳ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷାର ମୂଲ୍ୟାୟନ ପ୍ରକ୍ରିୟା ଶେଷ ହୋଇଛି। ତେବେ ଗତ ୨ଦିନ ହେବ...

ଆସିବ ସ୍ବତନ୍ତ୍ର ଯୁବ ବଜେଟ

ଭୁବନେଶ୍ୱର,୨୫।୪(ଅନିଲ ଦାସ)/ହିଞ୍ଜିଳିକାଟୁ(ଦ୍ୱିତୀକୃଷ୍ଣ ପଣ୍ଡା/ଶେରଗଡ଼(ସୂର୍ଯ୍ୟନାରାୟଣ ଦାଶ)ରାଜ୍ୟର ବିକାଶରେ ଯୁବଶକ୍ତିର ଉପଯୋଗ ହେବ। ଯୁବ ବର୍ଗଙ୍କ ପାଇଁ ରାଜ୍ୟରେ ଆସିବ ସ୍ବତନ୍ତ୍ର ଯୁବ ବଜେଟ। ୨୦୨୪ରୁ ୨୦୩୪ ଦଶକ...

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri