ଭକ୍ତିମୟ ପରିବେଶରେ ଅବିର ଖେଳି ବିମାନରେ ବୁଲିଲେ ଠାକୁର

ପାଟଣା,୭।୩(ସ୍ବ. ପ୍ର): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ସ୍ବାମ ବିରଜୟ ଗୋବିନ୍ଦପୁର ଶାସନ, ଦୁର୍ଗାଦେଇପୁର, କାମେଶ୍ୱର ପୁର, ଶିବ ନାରାୟଣ ପୁରଶାସନ ଓ କପୁଣ୍ଡି ଗ୍ରାମର ଦୋଳ ଗୋବିନ୍ଦ ଠାକୁର ପାରମ୍ପରିକ ରୀତିରେ ସୋମବାର ରାତିରେ ବିମାନରେ ବସି ୪ ଶାସନ ସହ କପୁଣ୍ଡି ଗ୍ରାମ ପରି ଭ୍ରମଣ କରିଛନ୍ତି। ଏହି ଅବସରରେ ଠାକୁରଙ୍କ ସ୍ବତନ୍ତ୍ର ପୂଜାର୍ଚ୍ଚନା ସହ ଭୋଗ ଲାଗି ହୋଇଥିଲା।

ଭକ୍ତିମୟ ପରିବେଶ ରେ ମଙ୍ଗଳବାର ସକାଳୁ ସ୍ବାମ ଶାସନ ମେଲଣ ପଡ଼ିଆରେ ଠାକୁରଙ୍କ ଯଥା ରୀତିରେ ପୂଜାର୍ଚ୍ଚନା ସମ୍ପନ୍ନ ହୋଇଥିଲା। ପୂଜକ ପଣ୍ଡିତ ଅଜିତ କୁମାର ଦାଶ ଦେବନୀତି ସମ୍ପନ୍ନ କରିଥିବା ବେଳେ ଦୋଳ ଉତ୍ସ କୁ ସ୍ବାମ ଶାସନ ଗ୍ରାମର ଭାଗୀରଥି ଦାଶ, ବଳଭଦ୍ର କର, ଲୋକ ନାଥ ମିଶ୍ର, ଶିବ ପ୍ରସାଦ ଦାଶ, ବିରମୋହନ ଦ୍ବିବେଦୀ, ଦୈତାରୀ ଶତପଥୀ, ସୁମିତ ପତି, କପୁଣ୍ଡିରେ ଜିଲା ଯାଦବ ସଂଘ ସଭାପତି ତଥା ବରିଷ୍ଠ ଆଇନଜୀବୀ ରାହାସ ବିହାରୀ ପୃଷ୍ଟି, କିଶୋର ଚନ୍ଦ୍ର ପୃଷ୍ଟି, ପୀତାମ୍ବର ପୃଷ୍ଟି, ମହେଶ୍ବର ପୃଷ୍ଟି, ପ୍ରହଲ୍ଲାଦ ରଣା, କେଶବ ଚନ୍ଦ୍ର ପୃଷ୍ଟି, ଧନେଶ୍ୱର ବିଶୋଇ, ଗୌତମ ରଣା, ଶିବନାରାୟଣ ପୁରରେ ବିବେକାନନ୍ଦ ଦାଶ, ଶିବ ନାରାୟଣ ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଦେବ ନୀତି ସମ୍ପନ୍ନ ହୋଇଥିଲା। ମଙ୍ଗଳବାର ଠାକୁରଙ୍କ ସହ ଭକ୍ତ ଭଜନ କୀର୍ତ୍ତନ କରି ଅବିର ଖେଳି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri