ପୃଥିବୀର ଘୂରିବା ଗତି ବୃଦ୍ଧି ପାଉଛି: ଚିନ୍ତାରେ ବୈଜ୍ଞାନିକ

ଓ୍ବାଶିଂଟନ,୬।୧: ପୃଥିବୀର ଘୂରିବା ଗତି ବୃଦ୍ଧି ପାଉଛି। ୫୦ ବର୍ଷ ତଳେ ଥିବା ପୃଥିବୀର ଘୂରିବା ବେଗ ଏବଂ ବର୍ତ୍ତମାନ ବେଗ ମଧ୍ୟରେ ପାର୍ଥକ୍ୟ ରହିଛି। ଏବେ ପୃଥିବୀ ନିଜ ଚାରିପଟେ ଘୂରିବା ପାଇଁ ୨୪ ଘଣ୍ଟାରୁ କମ୍‌ ସମୟ ନେଉଛି। କିଭଳି ପୃଥିବୀର ଆବର୍ତ୍ତନ ସମୟକୁ ନିୟନ୍ତ୍ରଣ କରାଯିବ ସେ ନେଇ ବୈଜ୍ଞାନିକଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ କିଛି ବର୍ଷ ଧରି ଏଭଳି ପ୍ରକ୍ରିୟା ଜାରି ରହିଥିଲା। ମାତ୍ର ଘୂରିବା ଗତି ଅଧିକ ନ ଥିଲା। ଗତ ବର୍ଷ ଜୁନ୍‌ ମାସରେ ଏନେଇ ଜଣାପଡ଼ିଥିଲା। ଏହାଯୋଗୁ ପୃଥିବୀର ସମସ୍ତ ଦେଶର ସମୟରେ ପରିବର୍ତ୍ତନ ଘଟିଛି। ଦିନ ଏବଂ ରାତିର ସମୟରେ ପରିବର୍ତ୍ତନ ଆସିଥିବା ବୈଜ୍ଞାନିକ କହିଛନ୍ତି। ଏବେ ଆଟମିକ୍‌ କ୍ଲକ୍‌କୁ ପରିବର୍ତ୍ତନ କରାଯାଇ ନେଗେଟିଭ୍‌ ଲିପ୍‌ ସେକେଣ୍ଡରେ ଯୋଡ଼ିବାକୁ ପଡ଼ିବ। ୧୯୭୦ରୁ ଇତିମଧ୍ୟରେ ୨୭ ଲିପ୍‌ ସେକେଣ୍ଡ୍‌ ଯୋଡ଼ା ଯାଇ ସାରିଛି। ପୃଥିବୀର ଘୂରିବା ସମୟ ୨୪ ଘଣ୍ଟାରୁ ୦.୫ ମିଲିସେକେଣ୍ଡ ହ୍ରାସ ପାଇଛି। ୨୪ ଘଣ୍ଟାରେ ୮୬,୪୦୦ ସେକେଣ୍ଡ ଥାଏ। ୨୦୨୦ ଜୁଲାଇ ୧୯ରେ ୨୪ ଘଣ୍ଟାରୁ ୧.୪୬୦୨ ମିଲି ସେକେଣ୍ଡ କମ୍‌ ଥିଲା ବୋଲି ବୈଜ୍ଞାନିକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ଘଣ୍ଟାରେ ଜେଲକୁ ଫେରିଲେ ଇମ୍ରାନ, ହସ୍ପିଟାଲରେ ହେଲା….

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଅଡୁଆ କମିବାର ନାଁ ନେଉନାହିଁ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଇସଲାମାବାଦର ଶିଫା…

ଯୁବତୀଙ୍କ ଉପରେ କାର ମାଡ଼ିଦେଲେ ସାଂସଦଙ୍କ ପୁଅ: ଆଉ ତା’ପରେ ଘଟିଲା…

ହାଇଦ୍ରାବାଦ,୨୧।୮:ହାଇଦ୍ରାବାଦରେ ଏକ ଆଷ୍ଟନ ମାର୍ଟିନ କାର ଧକ୍କା ଦେବାରୁ ଜଣେ ୨୬ ବର୍ଷୀୟା ଯୁବତୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରାଜ୍ୟ ସଭା ସାଂସଦ ଲିଙ୍ଗାମନେନି ରମେଶଙ୍କ…

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ଇମ୍ରାନ ଖାନଙ୍କୁ ନେଇ ବଡ଼ ଖବର, ରାତିଅଧରେ ହସ୍ପିଟାଲରେ ଭର୍ତ୍ତି

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଇସଲାମାବାଦସ୍ଥିତ ଶିଫା ଇଣ୍ଟରନ୍ୟାସନାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାତି ପ୍ରାୟ ୧ଟା ୫ ମିନିଟ୍‌ରେ ତାଙ୍କୁ ଅଦିଆଲା…

ଅସମ୍ଭାଳ ସ୍ଥିତିରେ ଝାରପଡ଼ା ଜେଲ: ଡ୍ରାଇଭର ଗିରଫ ପରେ…

ଭୁବନେଶ୍ୱର,୨୧।୮(ତ୍ରିନାଥ ମହାନ୍ତି):ମାଷ୍ଟରକ୍ୟାଣ୍ଟିନ ହିଂସା ଘଟଣାରେ ୧୧୩ ଜଣ ଅନ୍‌ଲାଇନ୍‌ ଅଟୋ ଡ୍ରାଇଭର ଗିରଫ ହୋଇ ଜେଲ ଯାଇଛନ୍ତି। ଜେଲ ଯିବା ପରେ ଏବେ ଝାରପଡ଼ା ଜେଲ କର୍ତ୍ତୃପକ୍ଷଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri