Posted inଜାତୀୟ

କ୍ଷେପଣାସ୍ତ୍ରର ବେଗ ବଢ଼ିିବ: ଡିଆର୍‌ଡିଓ ପକ୍ଷରୁ ସଫଳ ପରୀକ୍ଷଣ

ନୂଆଦିଲ୍ଲୀ, ୭।୯: ଆଗାମୀ ଦିନରେ ଭାରତ ପାଖରେ ଦ୍ରୁତବେଗରେ ଗତି କରିପାରୁଥିବା କ୍ଷେପଣାସ୍ତ୍ର ରହିବ। ଡିଆର୍‌ଡିଓ ପକ୍ଷରୁ ସଫଳତାର ସହିତ ଏହାର ପରୀକ୍ଷଣ ସୋମବାର କରାଯାଇଛି। ଏନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଓଡ଼ିଶାର ବାଲେଶ୍ୱରସ୍ଥିତ ହ୍ବିଲର ଦ୍ୱୀପର ଡ. ଅବଦୁଲ୍‌ କାଲାମ୍‌ ଉତ୍‌କ୍ଷେପଣ କେନ୍ଦ୍ରରୁ ପୂର୍ବାହ୍ନ ୧୧ଟା ୩ରେ ଏହାର ପରୀକ୍ଷଣ କରାଯାଇଛି। ଏଥିରେ ସ୍ବଦେଶୀ ଜ୍ଞାନକୌଶଳରେ ବିକଶିତ ହୋଇଥିବା ସ୍କ୍ରାମ୍‌ଜେଟ୍‌ ପ୍ରୋପଲଶନ୍‌ ସିଷ୍ଟମର ଉପଯୋଗ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆତ୍ମନିର୍ଭର ଭାରତ ଲକ୍ଷ୍ୟକୁ ଡିଆର୍‌ଡିଓ ପୂରଣ କରିଥିବା ସେ କହିଛନ୍ତି। ହାଇପରସୋନିକ୍‌ ଜ୍ଞାନକୌଶଳ ଆଧାରରେ ଏହାର ପରୀକ୍ଷଣ ସମ୍ପନ୍ନ ହୋଇଛି। ଆଗାମୀ ଦିନରେ ପରବର୍ତ୍ତୀ କାର୍ଯ୍ୟକ୍ରମ ଉପରେ ଡିଆର୍‌ଡିଓ ପକ୍ଷରୁ ଗବେଷଣା ଆରମ୍ଭ ହେବ। ଏହି ବ୍ୟବସ୍ଥା ଭାରତୀୟ ପ୍ରତିରକ୍ଷା କ୍ଷେତ୍ରକୁ ସୁଦୃଢ଼ କରିବ। ଆଖିପିଛୁଳାକେ କ୍ଷେପଣାସ୍ତ୍ର ଶତ୍ରୁ ଶିବିରର ଲକ୍ଷ୍ୟଭେଦ କରିବାକୁ ସକ୍ଷମ ହେବ ବୋଲି ରାଜନାଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?