ଅଧିକ ସମୟ ଭିଡିଓ ଗେମ୍‌ ଦେଖୁଥିଲେ…

ଭିଡିଓ ଗେମ୍‌ ଖେଳିବା କେବଳ ଛୋଟ ପିଲା ନୁହନ୍ତି ଯୁବପିଢ଼ି ମଧ୍ୟ ପଛରେ ପଡିନାହାନ୍ତି। ଏହା ମନକୁ ସାମୟିକ ଆନନ୍ଦ ଦେଇଥାଏ। ହେଲେ ଅନେକଙ୍କର ଏହା ଏକ ଅଭ୍ୟାସରେ ପଡିଯାଇଥାଏ। ଏହାଦ୍ୱାରା ନିଜର ଅନ୍ୟ କାମ ପ୍ରଭାବିତ ହୋଇଥାଏ। ଅଧିକ ସମୟ ଭିଡିଓଗେମ୍‌ ଖେଳିଲେ ତାହାର ପ୍ରଭାବ ମସ୍ତିଷ୍କର କାର୍ଯ୍ୟଧାରା ଉପରେ ପଡିଥାଏ ବୋଲି ଜଣାପଡିଛି। ‘ଅଧିକ ସମୟ ଭିଡିଓଗେମ୍‌ ଖେଳିବା ଏବଂ ମସ୍ତିଷ୍କର କାର୍ଯ୍ୟଧାରା’ ବିଷୟକୁ ନେଇ କାଲିଫର୍ନିଆ ୟୁନିଭର୍ସିଟିର ବିଶେଷଜ୍ଞମାନେ ଏକ ସର୍ଭେ କରିଥିଲେ। ଅଧିକ ସମୟ ଭିଡିଓଗେମ୍‌ ଖେଳୁଥିବା ପିଲାମାନଙ୍କର ମସ୍ତିଷ୍କର କାର୍ଯ୍ୟଧାରା ଏହାଦ୍ୱାରା ପ୍ରଭାବିତ ହେଉଥିବା ଜଣାପଡିଥିଲା ବୋଲି ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୫ ସମସ୍ୟା ଦୂର କରେ ମୋତି

ମୋତି ଏପରି ଏକ ରତ୍ନ, ଯାହା ଧାରଣ କଲେ ଜୀବନର ଅନେକ ସମସ୍ୟାର ସମାଧାନ ହୋଇଥାଏ ବୋଲି ଜ୍ୟୋତିଷଶାସ୍ତ୍ରବିତ୍‌ କହିଛନ୍ତି। ଏକଥା ନୁହେଁ, କି ରତ୍ନ...

ଡାଇବେଟିସ୍‌ ରୋଗୀଙ୍କ ପାଇଁ ଉପକାରୀ ଧନିଆ ପତ୍ର ପାଣି

ତରକାରୀ ହେଉ କି ସାଲାଡ ଖାଦ୍ୟର ସ୍ୱାଦ ବଢାଇବା ପାଇଁ ଧନିଆ ପତ୍ରର ଆବଶ୍ୟକତା ପଡିଥାଏ। କେବଳ ଖାଦ୍ୟର ସ୍ୱାଦ ବଢାଇବା ପାଇଁ ନୁହେଁ, ଶରୀର...

ଭାଷା ବୁଝିବ ରୋବୋ

ଆଜିକାଲି ବିଭିନ୍ନ କ୍ଷେତ୍ରରେ ରୋବୋକୁ ବ୍ୟବହାର କରାଯାଉଛି। ବିଶେଷଭାବରେ ସ୍ବାସ୍ଥ୍ୟକ୍ଷେତ୍ରରେ ଏହାର ବ୍ୟବହାର ଦିନକୁ ଦିନ ବଢ଼ିଚାଲିଛି। ସାଧାରଣତଃ ଜଣେ ମଣିଷ ଭାଷାକୁ ମଣିଷ ହିଁ...

ଯନ୍ତ୍ରଣାରୁ ଉପଶମ ଦେବ ଡିଭାଇସ

କାଲିଫର୍ନିଆରେ ଥିବା ମେଡ୍‌ଟେକ୍‌ କମ୍ପାନୀ ଅଧୀନ ମାୟୋସାଇନ୍ସ ନାମକ ସଂସ୍ଥାର ଗବେଷକମାନେ ଏକ ଆୟୋଭେରା-ସି କ୍ରାୟୋଆନାଲଜେସିଆ ଡିଭାଇସ ପ୍ରସ୍ତୁତ କରିଛନ୍ତି। ଏହା ଯନ୍ତ୍ରଣା ଲାଘବ କରିବାରେ...

ମହିଳାଙ୍କ ଓଜନ ବଢ଼ିବାର ୫ ମୁଖ୍ୟ କାରଣ

ଦ ଓବେସିଟି ଜର୍ନାଲରେ ପ୍ରକାଶିତ ଏକ ଅଧ୍ୟୟନରୁ ଜଣାପଡ଼ିଛି ଯେ, ବିବାହର ୫ ବର୍ଷ ଭିତରେ ପାଖାପାଖି ୮୨ ପ୍ରତିଶତ ଦମ୍ପତିଙ୍କର ଓଜନ ୫ରୁ ୧୦...

କେଉଁମାନଙ୍କୁ ହୋଇଥାଏ ବ୍ରେନ୍‌ ଷ୍ଟ୍ରୋକ୍‌ ଜାଣନ୍ତୁ

ମସ୍ତିଷ୍କରେ ହେଉଥିବା ଷ୍ଟ୍ରୋକ୍‌କୁ ବ୍ରେନ୍‌ ଷ୍ଟ୍ରୋକ୍‌ କୁହାଯାଏ। ଏଭଳି ପରିସ୍ଥିତିରେ ମସ୍ତିଷ୍କକୁ ରକ୍ତ ପହଞ୍ଚିବାରେ ସମସ୍ୟା ଦେଖା ଦେଇଥାଏ। ଯଦ୍ଦ୍ବାରା ମସ୍ତିଷ୍କର କୋଷିକା ନଷ୍ଟ ହୋଇ...

ସକାଳୁ ଯୋଗ କରେ

ମୈତ୍ରୀ ମୋନାଲି ପ୍ରଧାନ। ମଡେଲିଂ କ୍ୟାରିୟରରେ କାର୍ଯ୍ୟ କରୁଥିବା ମୈତ୍ରୀ ଓଡ଼ିଶା ତଥା ଦେଶ ବିଦେଶରେ ବିଭିନ୍ନ ବିୟୁଟି ପିଜାଣ୍ଟରେ ଭାଗ ନେଇ ଟାଇଟଲ ହାସଲ...

ଲାଟେଷ୍ଟ ଟ୍ରେଣ୍ଡ୍‌ରେ ଜୁଟ୍‌ ବ୍ୟାଗ୍‌ ଫ୍ୟାଶନ

ପରିବର୍ତ୍ତନଶୀଳ ଫ୍ୟାଶନ ଦୁନିଆରେ ଏବେ ଜୁଟ୍‌ ବ୍ୟାଗ୍‌ର ଖୁବ୍‌ ଚାହିଦା ରହୁଥିବା ଦେଖିବାକୁ ମିଳୁଛି। କାରଣ ଏହା ପରିବେଶ ଅନୁକୂଳ ହେବା ସଙ୍ଗେସଙ୍ଗେ ଆକର୍ଷଣୀୟ ଲାଗିଥାଏ।...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *