Posted inଜାତୀୟ

ସ୍ପାଇସଜେଟ୍‌ର ବଦାନ୍ୟତା: ୫ଶହ ଜେଟ୍‌ ଏୟାରଓ୍ବେଜ କର୍ମଚାରୀଙ୍କୁ ଦେଲା ଚାକିରି

ନୂଆଦିଲ୍ଲୀ,୨୦।୪: ଆର୍ଥିକ ମାନ୍ଦାବସ୍ଥା କାରଣରୁ ବନ୍ଦ ହୋଇଯାଇଛି ଜେଟ୍‌ ଏୟାରଓ୍ବେଜ୍‌। ଫଳରେ ହଜାର ହଜାର କର୍ମଚାରୀ ରୋଜଗାର ହରାଇଛନ୍ତି। ଏତିକିବେଳେ କିନ୍ତୁ ସହାୟତାର ହାତ ବଢାଇଛି ସ୍ପାଇସ୍‌ଜେଟ୍‌। କମ୍‌ ଦାମରେ ବିମାନ ସେବା ଯୋଗାଇ ଚର୍ଚ୍ଚାରେ ଥିବା ସ୍ପାଇସ୍‌ଜେଟ୍‌ , ଜେଟ୍‌ ଏୟାରଓ୍ବେଜର ଶହେ ପାଇଲଟଙ୍କ ସମେତ ପ୍ରାୟ ୫ଶହ କର୍ମଚାରୀଙ୍କୁ ଚାକିରି ଯୋଗାଇ ଦେଇଥିବା ସୂଚନା ମିଳିଛି। ଆଗକୁ ମଧ୍ୟ ସେ ଜେଟ୍‌ ଏୟାରଓ୍ବେଜର ଅଧିକ କର୍ମଚାରୀଙ୍କୁ ନେବ ବୋଲି କହିଛି। କାରଣ ଆଗକୁ ଏହା ଆହୁରି ପାଖାପାଖି ୨୭ଟି ଅଧିକ ବିମାନ ଉଡାଇବାକୁ ଯୋଜନା ରଖିଥିବା ପ୍ରକାଶ କରିଥିଲା। ଏହା ଯେତେଶୀଘ୍ର କାର୍ଯ୍ୟକାରୀ ହେବ ସେତେଶୀଘ୍ର ଜେଟ୍‌ ଏୟାରଓ୍ବେଜର କର୍ମଚାରୀମାନେ ରୋଜଗାରକ୍ଷମ ହୋଇ ପାରିବେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

SIR ନୋଟିସ୍‌: ଜୟଶଙ୍କରଙ୍କଠାରୁ ଆଡଭାନିଙ୍କ ପର୍ଯ୍ୟନ୍ତ, ତାଲିକାରେ ଅନେକ VVIP ଭୋଟର

ନୂଆଦିଲ୍ଲୀ,୨୦।୯: ଦିଲ୍ଲୀରେ ଚାଲିଥିବା ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ଅନେକ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ ନିର୍ବାଚନ କମିଶନଙ୍କ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି…

୮୫ ବର୍ଷରେ MA ପାସ୍‌ କଲେ ଲାଲ ଚାନ୍ଦ; ଏବେ PhD ପାଇଁ ପ୍ରସ୍ତୁତି, କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୨୦ା୯: କୁହାଯାଏ, ପାଠପଢ଼ା ପାଇଁ ବୟସ କେବେ ବି ବାଧା ହୋଇପାରେ ନାହିଁ। ମନରେ ଦୃଢ଼ ଇଚ୍ଛା ଥିଲେ ଯେକୌଣସି ବୟସରେ ଲକ୍ଷ୍ୟ ହାସଲ କରିହୁଏ ।…

ଭାଜପାକୁ ନେଇ ଅଖିଳେଶ ଯାଦବଙ୍କ ବଡ଼ ଦାବି, ପ୍ରତି ବିଧାନସଭାରେ କମିବ…

ଲକ୍ଷ୍ନୌ,୨୦ା୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟି (ସପା) ନିଜର ସଂଗଠନକୁ ମଜବୁତ କରିବା ଆରମ୍ଭ କରିଛି । ଦଳର ପ୍ରଦେଶ କାର୍ଯ୍ୟକାରିଣୀ ବୈଠକ…

ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କ ଦେହାନ୍ତ, ଶୋକ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଲେ ତାଙ୍କର…

ନୂଆଦିଲ୍ଲୀ,୨୦ା୯: ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କର ମାତ୍ର ୪୬ ବର୍ଷ ବୟସରେ ଦେହାନ୍ତ ହୋଇଛି। ରିପୋର୍ଟ ଅନୁଯାୟୀ, ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ହଠାତ୍‌ ଅବନତି ଘଟିବା ପରେ ତାଙ୍କର…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?