Posted inଜାତୀୟ

‘ଅପରେଶନ କାବେରୀ’ ଅଧୀନରେ ଭାରତୀୟଙ୍କୁ ଫେରାଇ ଆଣିବା ପାଇଁ ସାହାର୍ଯ୍ୟ କରିବ ସ୍ପାଇସଜେଟ

ନୂଆଦିଲ୍ଲୀ,୧।୫: ‘ଅପରେଶନ କାବେରୀ’ ଅଧୀନରେ ଭାରତୀୟମାନଙ୍କୁ ଘରକୁ ଫେରାଇ ଆଣିବା ପାଇଁ ସ୍ପାଇସଜେଟ ଏହାର ସ୍ବତନ୍ତ୍ର ବିମାନ ଚଳାଇବ। ସୋମବାର କମ୍ପାନୀ ପକ୍ଷରୁ ଏହି ଘୋଷଣା କରାଯାଇଛି। ଏୟାରଲାଇନ ‘ଅପରେଶନ କାବେରୀ’ ଅଧୀନରେ ଏପ୍ରିଲ ୩୦ରେ ଜେଡ୍ଡାରୁ କୋଚି ପର୍ଯ୍ୟନ୍ତ ଏକ ବିମାନ ଚଳାଚଳ କରି ୧୮୪ ଜଣ ଭାରତୀୟଙ୍କୁ ଫେରାଇ ଆଣିଥିଲା।

ଜାରି ଏକ ବିବୃତ୍ତିରେ ସ୍ପାଇସଜେଟ କହିଛି , ଅଧିକ ଭାରତୀୟଙ୍କୁ ଫେରାଇ ଆଣିବା ପ୍ରୟାସକୁ ସମନ୍ବିତ କରିବା ପାଇଁ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏବଂ ସାଉଦି ଆରବରେ ଥିବା ଭାରତୀୟ ଦୂତାବାସ ସହିତ ନିୟମିତ ଯୋଗାଯୋଗରେ ଅଛି। ସାଉଦି ଆରବରୁ ଲୋକଙ୍କୁ ଭାରତର ବିଭିନ୍ନ ସହରକୁ ଆଣିବା ପାଇଁ ଅଧିକ ବିମାନ ଚଳାଚଳ କରିବା ପାଇଁ ଯୋଜନା କରାଯାଉଛି। ଏୟାରଲାଇନ ଜେଡ୍ଡାରୁ କାଲିକଟ, ଦିଲ୍ଲୀ ଏବଂ ମୁମ୍ବାଇକୁ ନିୟମିତ ଉଡାଣ ଭରୁଛି। ଏଥିସହ ରିୟାଦରୁ ଦିଲ୍ଲୀ ପର୍ଯ୍ୟନ୍ତ ଏହାର ନିୟମିତ ବିମାନ ସେବା ମଧ୍ୟ ରହିଛି। ସରକାରୀ ଆକଳନ ଅନୁଯାୟୀ, ‘ଅପରେଶନ କାବେରୀ’ ଅଧୀନରେ ସମୁଦାୟ ୨,୧୪୦ ଭାରତୀୟଙ୍କୁ ସୁଦାନରୁ ଅଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪ରେ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ପଦଯାତ୍ରାରେ ଯିବେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨ା୮(ପି.ଟି.): ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

Plane Crash: ଭୟଙ୍କର ବିମାନ ଦୁର୍ଘଟଣା, ୧୩ ମୃତ, ଦେଖନ୍ତୁ ଭୟଙ୍କର Video

ଲିମା,୨।୮: ଶନିବାର ଦକ୍ଷିଣ ଆମେରିକୀୟ ଦେଶ ପେରୁରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି, ଯାହା ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି। ରିପୋର୍ଟ ଅନୁଯାୟୀ ବିମାନଟି…

ସକାଳୁ ସକାଳୁ ଥରିଲା ରାଜଧାନୀ, ଭୂକମ୍ପର ତୀବ୍ରତା ଥିଲା…

ନୂଆଦିଲ୍ଲୀ,୨।୮: ରାଜଧାନୀ ଦିଲ୍ଲୀରେ ରବିବାର (୨ ଅଗଷ୍ଟ) ଭୋର ପ୍ରାୟ ୪ଟା୧୪ ସମୟରେ ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ୨.୯ ତୀବ୍ରତାର ଭୂମିକମ୍ପର ପ୍ରଭାବ…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri