Posted inଖେଳ

ସ୍ପାଇଡର୍‌ମ୍ୟାନ୍‌ କ୍ୟାଚ୍‌: ଦେଖନ୍ତୁ ଭିଡିଓ

ଆଡିଲେଡ,୧୭।୧୨: ଆଡିଲେଡ ଓଭାଲରେ ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ଆଶେସ ସିରିଜର ଦ୍ୱିତୀୟ ଟେଷ୍ଟ ମ୍ୟା ର ପ୍ରଥମ ଦିନରେ ଜୋସ ବଟଲର ଏକ ଚମତ୍କାର କ୍ୟାଚ ନେଇଛନ୍ତି। ଏବେ ଏହି କ୍ୟାଚ୍‌ର ଭିଡିଓ ଭାଇରାଲ ହେବାରେ ଲାଗିଛି। ବଟଲର୍‌ ‘ସୁପରମ୍ୟାନ’ ଭାବେ କ୍ୟାଚ୍‌ ଧରି ମାର୍କସ ହାରିସଙ୍କୁ ପାଭିଲିୟନକୁ ପଠାଇଥିଲେ। ଷ୍ଟୁଆର୍ଟ ବ୍ରଡ ମାର୍କସ ହାରିସଙ୍କୁ ଏକ ସର୍ଟ ବଲ ବୋଲିଂ କରିଥିଲେ। ବାମ ପାର୍ଶ୍ୱରେ ଥିବା ବ୍ୟାଟ୍ସମ୍ୟାନ ଟାଣି ହୋଇ ସର୍ଟ ଖେଳିବାକୁ ଚେଷ୍ଟା କରନ୍ତି କିନ୍ତୁ ସଠିକ ମାରିବାରେ ବିଫଳ ହୋଇଥିଲେ। ଜୋସ ବଟଲର୍‌ ଷ୍ଟମ୍ପ ପଛରୁ ଜବରଦସ୍ତ କ୍ୟାଚ୍‌ ନେଇଥିଲେ।
କ୍ରିକେଟ ଅଷ୍ଟ୍ରେଲିଆର ଅଫିସିଆଲ ଟୁଇଟର୍‌ ହ୍ୟାଣ୍ଡେଲରେ ଜୋସ ବଟଲରଙ୍କ ଏହି କ୍ୟାଚର ଏକ ଭିଡିଓ ମଧ୍ୟ ପୋଷ୍ଟ କରାଯାଇଛି। ଭିଡିଓର କ୍ୟାପସନ ପୋଷ୍ଟ କରାଯାଇଥିଲା, ଆଶ୍ଚର୍ଯ୍ୟଜନକ! ଷ୍ଟମ୍ପ ପଛରେ ବଟଲର୍‌ ଏକ ଜବରଦସ୍ତ ଅଛନ୍ତି। କିଛି ୟୁଜର୍ସ ଭିଡିଓ ଉପରେ କମେଣ୍ଟ ଦେଇ ବଟଲର୍‌ଙ୍କୁ ସ୍ପାଇଡର୍‌ ମ୍ୟାନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

ଜୟପୁର ଏସ୍‌ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ

କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ…

ଝାଡ଼ଖଣ୍ଡର ଅର୍ଥମନ୍ତ୍ରୀ ଛାଡିଲେ ସରକାରୀ ସୁରକ୍ଷା, ୧୬ ସୁରକ୍ଷାକର୍ମୀ, ୩ଟି ଗାଡ଼ି ଫେରାଇ ଦେଲେ

ରାଞ୍ଚି,୩।୭: ଅର୍ଥମନ୍ତ୍ରୀ ରାଧା କୃଷ୍ଣ କିଶୋର ତାଙ୍କ ଆବଶ୍ୟକତାକୁ ଅଣଦେଖା କରିବା ପାଇଁ ପୋଲିସ ମୁଖ୍ୟାଳୟ ଉପରେ ଅସନ୍ତୁଷ୍ଟ। ଯଦିଓ ସେ ସ୍ପଷ୍ଟ ଭାବରେ ତାଙ୍କର ଅଭିଯୋଗ…

ଏହି ସ୍ଥାନରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ,୩ା୭(ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍‌ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର…

ଅନ୍ଧାରରେ ପାଙ୍ଗାଲି ଗ୍ରାମବାସୀ, ଆନ୍ଦୋଳନ ପାଇଁ ନିଷ୍ପତ୍ତି ନେଇ କହିଲେ…

ଦାରିଙ୍ଗବାଡ଼ି,୩ା୭(ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହଁ ଗତ ୪ ଦିନ ବିତିଲା ଏକ ଅନୁସୂଚିତ ଜନଜାତି ବସବାସ କରୁଥିବା ଦୁର୍ଗମ ଗ୍ରାମ ଅନ୍ଧାରରେ ରହିଛି…

ଦୁଇ ବାଇକ୍‌ ମୁହାଁମୁହିଁ, ଜଣଙ୍କ ଜୀବନ ଗଲା, ୨ ଗୁରୁତରଙ୍କୁ…

ମୋହନା,୩ା୭(ମନ୍ମଥ ମିଶ୍ର): ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଗଜପତି ଜିଲା ମୋହନା ଥାନା ୩୨୬ ଜାତୀୟ…

ପିଲାଦିନର ବନ୍ଧୁଙ୍କୁ ସାହାଯ୍ୟ ପାଇଁ ଆଗେଇ ଆସିଲେ ବାଚସ୍ପତି: ପରିବାର ଲୋକଙ୍କୁ ଭେଟି କହିଲେ…

ନୂଆଦିଲ୍ଲୀ,୩।୭: କୋଟା-ବୁନ୍ଦିର ଏମ୍‌ପି ତଥା ଲୋକ ସଭା ବାଚସ୍ପତି ଓମ ବିର୍ଲା ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ନିକଟରେ ତାଙ୍କର ଏକ ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ସେ…

ପ୍ରଧାନମନ୍ତ୍ରୀ ମୋଦି ଅମରନାଥ ଯାତ୍ରୀଙ୍କୁ ଲେଖିଲେ ଚିଠି, ୫ ପ୍ରତିଜ୍ଞା ନେବାକୁ କଲେ ଅନୁରୋଧ

ନୂଆଦିଲ୍ଲୀ,୩।୭: ଶୁକ୍ରବାର ଅମରନାଥ ଯାତ୍ରା ଆରମ୍ଭ ହୋଇଛି। ପ୍ରଥମ ଦଳରେ ଶହ ଶହ ତୀର୍ଥଯାତ୍ରୀ ‘ବାବା ବର୍ଫାନୀ’ଙ୍କ ଆଶୀର୍ବାଦ ନେବାକୁ ବାହାରିଛନ୍ତି। ଏହି ଅବସରରେ, ପ୍ରଧାନମନ୍ତ୍ରୀ ମୋଦି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri