Posted inଖେଳ

ଏହି ଖେଳାଳିଙ୍କ ଉପରେ ଲାଗିଥିବା ଆଜୀବନ ପ୍ରତିବନ୍ଧକକୁ ହଟାଇଲା ବିସିସିଆଇ; ପୁଣି ଖେଳି ପାରିବେ…

ମୁମ୍ବାଇ,୧୬।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଅଙ୍କିତ ଚାଭାନଙ୍କ ଉପରେ ଲଗାଯାଇଥିବା ଆଜୀବନ ପ୍ରତିବନ୍ଧକକୁ ହଟାଇବାକୁ ନିଷ୍ପତ୍ତି ନେଇଛି। ଏଣୁ ମୁମ୍ବାଇର ଏହି ସ୍ପିନର ଏବେ ବୃତ୍ତିଗତ କ୍ରିକେଟ ଖେଳିପାରିବେ।

୨୦୧୩ରେ ଆଇପିଏଲ୍‌-୬ ସମୟରେ ସେ ସ୍ପଟ୍‌ ଫିକ୍ସିଂ ପାଇଁ ଚାଭାନଙ୍କୁ ଗିରଫ କରାଯାଇଥିଲା। ଅଜିତ ଚଣ୍ଡିଲା ଏବଂ ଏସ୍‌ ଶ୍ରୀସନ୍ତଙ୍କ ସହ ଚାଭାନଙ୍କୁ ଦିଲ୍ଲୀ ପୋଲିସ ଗିରଫ କରିଥିଲା। ଏହି ତିନି ଖେଳାଳି ସେତେବେଳେ ରାଜସ୍ଥାନ ରୟାଲ୍ସ ପାଇଁ ଖେଳୁଥିଲେ।

ସେପ୍ଟେମ୍ବର ୨୦୧୩ରେ ବିସିସିଆଇ ଶୃଙ୍ଖଳା କମିଟି ଚାଭାନ ଏବଂ ଶ୍ରୀସନ୍ତଙ୍କ ଉପରେ ଆଜୀବନ ପ୍ରତିବନ୍ଧକ ଲଗାଇଥିଲା। ତେବେ ୨୦୧୫ରେ ଦିଲ୍ଲୀ କୋର୍ଟ ତାଙ୍କୁ କ୍ଲିନ୍‌ ଚିଟ୍‌ ଦେଇଥିଲେ। ଏଥିସହ ତାଙ୍କୁ ସମସ୍ତ ଦୋଷରୁ ମୁକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନେଟ୍ସରେ ଲଗାତର ୫ ଛକା ମାରିଲେ ଧୋନୀ

ଚେନ୍ନାଇ,୭ା୩- ଦୀର୍ଘ ଦିନ ହେଲେ କ୍ରିକେଟରୁ ଦୂରେଇ ରହିବା ସତ୍ତ୍ୱେ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଫର୍ମ ପ୍ରଭାବିତ ହୋଇନାହିଁ। ସ୍ଥାନୀୟ ଚେପକ ଗ୍ରାଉଣ୍ଡରେ...

ରଣଜୀ ମୁକାବିଲା: ଫଲୋଅନ ପରେ ଆସାମର ସଂଘର୍ଷ

କଟକ ଅଫିସ,୩୦ା୧-  ଡ୍ରିମ୍ସ ଗ୍ରାଉଣ୍ଡରେ ଚାଲିଥିବା ଓଡ଼ିଶା ବିପକ୍ଷ ରଣଜୀ ଟ୍ରଫି କ୍ରିକେଟ ମ୍ୟାଚରେ ଫଲୋଅନ ପାଇବା ସତ୍ତ୍ବେ ମ୍ୟାଚ୍‌ ବଞ୍ଚାଇବାକୁ ଚେଷ୍ଟା କରୁଛି ଭ୍ରମଣକାରୀ...

ପୁଅ ଷ୍ଟୁଆର୍ଟ ବ୍ରଡ୍‌ଙ୍କୁ ଦଣ୍ଡିତ କଲେ ମ୍ୟାଚ୍‌ ରେଫରି କ୍ରିସ୍‌

ଦୁବାଇ, ୧୧ା୮ (ପି.ଟି.)-ମାଞ୍ଚେଷ୍ଟରରେ ପ୍ରଥମ ଟେଷ୍ଟ ମ୍ୟାଚ ବେଳେ ପାକିସ୍ତାନ ସ୍ପିନର ୟାସିର ଶାହାଙ୍କ ଆଉଟ ପରେ ଆପତ୍ତିଜନକ ଭାଷା ବ୍ୟବହାର କରିଥିବାରୁ ଇଂଲଣ୍ଡ ଫାଷ୍ଟ...

ବେଙ୍ଗାଲୁରୁ ଓ୍ବାଲର୍‌ଡ ୧୦କେ’ରେ ଭାଗ ନେବେ ବିଶ୍ୱ ଚାମ୍ପିୟନ

ବେଙ୍ଗାଲୁରୁ,୧୨ା୫ (ପି.ଟି.)-ଚଳିତ ମାସ ୧୯ରେ ଏଠାରେ ହେବାକୁଥିବା ଟାଟା କନସଲଟେନ୍ସି ସର୍ଭିସେସ୍‌ ଓ୍ବାଲର୍‌ଡ ୧୦କେ ରେସ୍‌ରେ ବିଶ୍ୱ ଚାମ୍ପିୟନ ତଥା ଏସିଆନ ଗେମ୍ସ ମାରାଥନ ସ୍ବର୍ଣ୍ଣ...

ନାଡାଲଙ୍କୁ ହରାଇଲେ ସିତ୍‌ସିପାସ୍‌

ମେଲବୋର୍ନ, ୧୮ା୨(ଏପି)-ଅଷ୍ଟ୍ରେଲିଆନ ଓପନ୍‌ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲର ଏକ ସେମିଫାଇନାଲ ମ୍ୟାଚ ଗ୍ରୀସ୍‌ର ଷ୍ଟିଫାନସ ସିତ୍‌ସିପାସ୍‌ ଓ ରୁଷିଆର ଡାନିଲ ମେଡଭେଡେଭଙ୍କ ମଧ୍ୟରେ ହେବ।...

ଜାତୀୟ ରେକର୍ଡ ଭାଙ୍ଗିଥିବାରୁ ଖୁସି

ଭୁବନେଶ୍ୱର, ୨୭।୨(କ୍ରୀଡ଼ା ପ୍ରତିନିଧି)- “ମୁଁ ଜାତୀୟ ରେକର୍ଡ ଭାଙ୍ଗିବା ପାଇଁ ବ୍ୟଗ୍ର ଥିଲି। ମୁଁ ଏହା ପୂର୍ବରୁ ଅନୁଷ୍ଠିତ ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସରେ ମଧ୍ୟ...

ମାର୍ଚ୍ଚ ୨୯ରୁ ଆଇପିଏଲ୍‌: ଅଭ୍ୟାସ ଆରମ୍ଭ କଲେ ଧୋନୀ, ସ୍ବାଗତ କଲେ ରାଇନା

ବେଙ୍ଗାଲୁରୁ, ୩।୩- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମୀ ତ୍ରୟୋଦଶ ସଂସ୍କରଣ ମାର୍ଚ୍ଚ ୨୯ରୁ ଆରମ୍ଭ ହେବ। ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଓ ଚେନ୍ନାଇ...

ଗଙ୍ଗାରେ ସ୍ନାନ କଲେ ଜଣ୍ଟି ରୋଡ୍ସ

ନୂଆଦିଲ୍ଲୀ,୫ା୩- ପୂର୍ବତନ ଦକ୍ଷିଣ ଆଫ୍ରିକୀୟ କ୍ରିକେଟର ଜଣ୍ଟି ରୋଡ୍ସ ରିଶିକେଶଠାରେ ପବୀତ୍ର ନଦୀ ଗଙ୍ଗାରେ ସ୍ନାନ କରିଛନ୍ତି। ଏହାର ଏକ ଫଟୋ ସେ ନିଜ ଟୁଇଟରରେ...

Advertisement
Archives

Model This Week