Posted inଫୁରସତ

ବିବାହ ଭୋଜିରେ ଛେପ ଲଗାଇ ରୁଟି ବେଲୁଥିଲେ ଏହି ଯୁବକ, ଜଣାପଡ଼ିବା ପରେ…

ସୋସିଆଲ ମିଡିଆରେ ଏକ ଭିଡିଓ ଏବେ ଖୁବ୍‌ ଭାଇରାଲ ହେଉଛି। ଯେଉଁଥିରେ ଜଣେ ଯୁବକ ଏକ ବିବାହ ସମାରୋହରେ ଛେପ ଲଗାଇ ରୁଟି ବେଲୁଛନ୍ତି। ଭିଡିଓଟି କୌଣସି ମରାଠୀ ବିବାହ ସମାରୋହର ବୋଲି ଜାଣିବାକୁ ମିଳିଛି। ଭିଡିଓ ସାମ୍ନାକୁ ଆସିବା ପରେ ହିନ୍ଦୁ ଜାଗରଣ ମଞ୍ଚ ପକ୍ଷରୁ ଏହାକୁ ନେଇ ହଙ୍ଗାମା କରାଯାଇଛି। ଏହି ଯୁବକଙ୍କ ନାଁରେ ଥାନାରେ ମାମଲା ରୁଜୁ କରାଯାଇଛି। ଏବେ ପୋଲିସ ସଂପୃକ୍ତ ଯୁବକଙ୍କୁ ଗିରଫ କରିଥିବା ଜଣାପଡ଼ିଛି।

ଛେପ ଲଗାଇ ରୁଟି ବେଲୁଥିବା ୧ ମିନିଟ୍‌ ୫ ସେକେଣ୍ଡର ଏହି ଭିଡିଓକୁ ଦେଖି ଯିଏ କେହି ଘୃଣା କରୁଛନ୍ତି। ଭିଡିଓରେ ଦେଖିବାକୁ ମିଳିଛି, ଯୁବକ ଜଣଙ୍କ ରୁଟି ବେଲିବା ସମୟରେ ଏହା ଉପରେ ଛେପ ପକାଉଛନ୍ତି। ଭିଡିଓକୁ ଦେଖି ହିନ୍ଦୁ ଜାଗରଣ ମଞ୍ଚ ମହାନଗର ଅଧ୍ୟକ୍ଷ ସଚିନ ସିରୋହୀ ନିଜର କାର୍ଯ୍ୟକର୍ତ୍ତାଙ୍କ ସହ ମିଶି ଥାନାରେ ପହଞ୍ଚି ଅଭିଯୋଗ କରିଥିଲେ। ପୋଲିସ ଘଟଣାର ତଦନ୍ତ କରି ଅଭିଯୁକ୍ତ ଯୁବକଙ୍କୁ ଗିରଫ କରିଛି। ଏହି ଘଟଣା ଲୋକଲୋଚନକୁ ଆସିବା ପରେ ଯେଉଁଠି ଉତ୍ସବ ଆୟୋଜନ ହେଉଛି ସେଠାରେ ସିସିଟିଭି ଲଗାଯାଇ ଯାଞ୍ଚ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆବେଦନର ୪୮ ବର୍ଷ ପରେ ନିଯୁକ୍ତି ଅଫର

ଲଣ୍ଡନ: ଟିଜି ହୋଡ୍‌ସନ (୭୦) ନାମ୍ନୀ ଜଣେ ପୂର୍ବତନ ଷ୍ଟଣ୍ଟ ଓମ୍ୟାନ୍‌ ୪୮ ବର୍ଷ ପୂର୍ବେ ଏକ ମୋଟରସାଇକେଲ ଷ୍ଟଣ୍ଟ ରାଇଡର ଚାକିରି ପାଇଁ ଆବେଦନ କରିଥିଲେ।...

ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଭାରତୀୟ ବାୟୁସେନା

ପ୍ରତିବର୍ଷ ୮ ଅକ୍ଟୋବରରେ ଭାରତୀୟ ବାୟୁସେନା ଦିବସ ପାଳନ କରାଯାଏ। ଚଳିତବର୍ଷ ଭାରତୀୟ ବାୟୁସେନା ଏହାର ୯୨ତମ ବାର୍ଷିକୀ ଉତ୍ସବ ପାଳନ କରିବ। ଏହି ଦିନ...

ବାତ୍ୟାରେ ୫୦ କି.ମି. ଚାଲି ଝିଅ ବିବାହରେ ପହଞ୍ଚିଲେ

ୱାଶିଂଟନ୍‌: ସମ୍ପ୍ରତି ଆମେରିକାର ଦକ୍ଷିଣ କାରୋଲିନା ନିବାସୀ ଡେଭିଡ୍‌ ଜୋନ୍ସ ନିଜ ଝିଅ ଏଲିଜାବେଥ୍‌ଙ୍କ ବିବାହ ଉତ୍ସବରେ ପହଞ୍ଚିବା ପାଇଁ ପ୍ରବଳ ବାତ୍ୟା ମଧ୍ୟରେ ୫୦...

ଡରାଇଲାଣି ନାଷ୍ଟ୍ରେଦମସଙ୍କ ଭବିଷ୍ୟବାଣୀ, ଅକ୍ଟୋବରରେ ଆସିପାରେ ବଡ଼ ବିପର୍ଯ୍ୟୟ

ଡରାଇଲାଣି ନାଷ୍ଟ୍ରେଦମସଙ୍କ ଭବିଷ୍ୟବାଣୀ । ୪୫୦ ବର୍ଷ ପୂର୍ବରୁ କରିସାରିଛନ୍ତି ପୂର୍ବାନୁମାନ । ଆଉ ଏହା ଅକ୍ଟୋବରରେ ସତ ହୋଇପାରେ ବୋଲି ପୂର୍ବାନୁମାନ କରିଛନ୍ତି। ଆଗରୁ...

ଜାଣନ୍ତୁ ଦେଶର ସୁନାଝିଅଙ୍କ ବିଷୟରେ

ଅବନୀ ଲେଖ୍‌ରା। ୧୨ ବର୍ଷର ହୋଇଥିବାବେଳେ ଏକ ଦୁର୍ଘଟଣାରେ ତାଙ୍କର ପାରାଲିସିସ୍‌ ହୋଇଯାଏ। ଫଳରେ ତାଙ୍କୁ ହ୍ବିଲ ଚେୟାରର ସାହାରା ନେବାକୁ ପଡିଲା। ତାଙ୍କର ଦୁନିଆ...

ଏତେ ଲମ୍ବା କେଶ, ଶୁଖିବାକୁ ଲାଗେ…

ଫ୍ଲୋରିଡା, କ୍ଲେରମୋଣ୍ଟର ଆଶା ମଣ୍ଡେଲା ଏମିତି ଏକ ରେକର୍ଡ କରିଛନ୍ତି ଯାହାକୁ ଆଜିଯାଏ କେହି ଭାଙ୍ଗି ପାରୁନାହାନ୍ତି। ତାହା ହେଉଛି ସବୁଠୁ ଲମ୍ବା କେଶର ରେକର୍ଡ।...

ପ୍ରଥମ ଦରମାରେ ଭାଇଭଉଣୀଙ୍କ ପଢ଼ାଖର୍ଚ୍ଚ ତୁଲାଇଥିଲି

ବାପା ମା’ଙ୍କର ମୁଁ ଥିଲି ସବୁଠାରୁ ବଡ଼ପୁଅ। ମୋ ତଳେ ଆହୁରି ଚାରି ଭାଇ ଓ ଦୁଇ ଭଉଣୀ, ମାନେ ଆମେ ସାତ ଭାଇଭଉଣୀ। ବଡ଼...

ବୁଲଡୋଜର-ଜେସିବି ମଧ୍ୟରେ ତଫାତ ଜାଣନ୍ତି କି? ଉତ୍ତର ନା ହୋଇଥିଲେ ଜାଣି ନିଅନ୍ତୁ…

ଆପଣ ନିଶ୍ଚିତ ଭାବେ ମାଟି ଖୋଳୁଥିବା ବେଳେ ଜେସିବି ନଚେତ ବୁଲଡୋଜରକୁ ଦେଖିଥିବେ। ହେଲେ କ’ଣ ଆପଣ ଉଭୟଙ୍କ ମଧ୍ୟରେ ଫରକ କ’ଣ ଜାଣନ୍ତି କି?...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri