Posted inଫୁରସତ

ବିବାହ ଭୋଜିରେ ଛେପ ଲଗାଇ ରୁଟି ବେଲୁଥିଲେ ଏହି ଯୁବକ, ଜଣାପଡ଼ିବା ପରେ…

ସୋସିଆଲ ମିଡିଆରେ ଏକ ଭିଡିଓ ଏବେ ଖୁବ୍‌ ଭାଇରାଲ ହେଉଛି। ଯେଉଁଥିରେ ଜଣେ ଯୁବକ ଏକ ବିବାହ ସମାରୋହରେ ଛେପ ଲଗାଇ ରୁଟି ବେଲୁଛନ୍ତି। ଭିଡିଓଟି କୌଣସି ମରାଠୀ ବିବାହ ସମାରୋହର ବୋଲି ଜାଣିବାକୁ ମିଳିଛି। ଭିଡିଓ ସାମ୍ନାକୁ ଆସିବା ପରେ ହିନ୍ଦୁ ଜାଗରଣ ମଞ୍ଚ ପକ୍ଷରୁ ଏହାକୁ ନେଇ ହଙ୍ଗାମା କରାଯାଇଛି। ଏହି ଯୁବକଙ୍କ ନାଁରେ ଥାନାରେ ମାମଲା ରୁଜୁ କରାଯାଇଛି। ଏବେ ପୋଲିସ ସଂପୃକ୍ତ ଯୁବକଙ୍କୁ ଗିରଫ କରିଥିବା ଜଣାପଡ଼ିଛି।

ଛେପ ଲଗାଇ ରୁଟି ବେଲୁଥିବା ୧ ମିନିଟ୍‌ ୫ ସେକେଣ୍ଡର ଏହି ଭିଡିଓକୁ ଦେଖି ଯିଏ କେହି ଘୃଣା କରୁଛନ୍ତି। ଭିଡିଓରେ ଦେଖିବାକୁ ମିଳିଛି, ଯୁବକ ଜଣଙ୍କ ରୁଟି ବେଲିବା ସମୟରେ ଏହା ଉପରେ ଛେପ ପକାଉଛନ୍ତି। ଭିଡିଓକୁ ଦେଖି ହିନ୍ଦୁ ଜାଗରଣ ମଞ୍ଚ ମହାନଗର ଅଧ୍ୟକ୍ଷ ସଚିନ ସିରୋହୀ ନିଜର କାର୍ଯ୍ୟକର୍ତ୍ତାଙ୍କ ସହ ମିଶି ଥାନାରେ ପହଞ୍ଚି ଅଭିଯୋଗ କରିଥିଲେ। ପୋଲିସ ଘଟଣାର ତଦନ୍ତ କରି ଅଭିଯୁକ୍ତ ଯୁବକଙ୍କୁ ଗିରଫ କରିଛି। ଏହି ଘଟଣା ଲୋକଲୋଚନକୁ ଆସିବା ପରେ ଯେଉଁଠି ଉତ୍ସବ ଆୟୋଜନ ହେଉଛି ସେଠାରେ ସିସିଟିଭି ଲଗାଯାଇ ଯାଞ୍ଚ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୫୭୦୦ ଲକ୍ଷ ବର୍ଷ ପୁରାତନ ପ୍ରାଣୀ ଜୀବାଶ୍ମର ମିଳିଲା ସନ୍ଧାନ

ଭୋପାଳ,୧୦।୨: ମଧ୍ୟପ୍ରଦେଶର ଭୋପାଳ ଠାରୁ ୪୦ କିଲୋମିଟରର ଦୂରରେ ଥିବା ୟୁନେସ୍କୋ ଦ୍ୱାରା ସଂରକ୍ଷିତ ଅଞ୍ଚଳ ଭାବେ ଘୋଷଣା କରାଯାଇ ଥିବା ଭୀମ୍‌ବେଟ୍‌କାରେ ୫୭୦୦ ଲକ୍ଷ...

ଏହି ଦେଶରେ ଭଗବାନ ବୁଦ୍ଧଙ୍କ ପ୍ରତିମୂର୍ତ୍ତି ସହ ସେଲ୍‌ଫି ନେବା ବେଆଇନ

ଦୁନିଆରେ ପ୍ରତ୍ୟେକ ଦେଶର ନିଜସ୍ବ ନୀତି, ନିୟମ ଏବଂ କାନୁନ ରହିଛି। ଅନେକ ଦେଶରେ କିଛି ଅଜବ ନିୟମ ଅଛି, ଯାହା ବିଷୟରେ ଜାଣିଲେ ବିଶ୍ୱାସ...

ଏଠାରେ ରହିଛି ପାରଶ ମଣି: ଯାହାକୁ ଛୁଇଁଲେ ହୋଇଯିବ ସୁନା

ଭୋପାଳ, ୧୦।୮: ଏଭଳି ଦୁର୍ମୂଲ୍ୟ ମଣି ରହିଛି ଏହାକୁ ଯେଉଁଥିଲେ ସ୍ପର୍ଶ କଲେ ତାହା ସୁନାରେ ପରିଣତ ହୋଇଯିବ। ଏନେଇ ବହୁ କାହାଣୀ ରହିଛି। ତେବେ...

୫୫ ହଜାର ଟଙ୍କାରେ ଚନ୍ଦ୍ରରେ ଜାଗା କିଣିଲେ ସୁଶାନ୍ତଙ୍କ ପ୍ରଶଂସକ

ଆଗ୍ରା, ୨୬।୯: ତାଜ୍‌ ନଗରୀ ଆଗ୍ରାର ଜଣେ ଯୁବକ ଚନ୍ଦ୍ରରେ ଜାଗା କିଣିଛନ୍ତି। ଯୁବକ ଜଣଙ୍କ କହିଛନ୍ତି, ସେ ତାଙ୍କ ପରିବାର ଲୋକଙ୍କ ଲାଗି ଏପରି...

ଦମ୍ପତି ଯାଆଁଳା ପିଲାଙ୍କ ନାଁ ରଖିଲେ କରୋନା, କୋଭିଡ୍‌

ରାୟପୁର,୩ା୪: ଏକ ଦମ୍ପତି ସେମାନଙ୍କ ଯାଆଁଳା ପିଲାଙ୍କ ନାମ ରଖିଛନ୍ତି କରୋନା ଏବଂ କୋଭିଡ୍‌। କରୋନା ଭାଇରସ୍‌ ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇ ଚାଲିଥିବା ବେଳେ...

୯୫ ଶହ ବର୍ଷ ହେଲା ସମୁଦ୍ରରେ ବୁଡ଼ି ରହିଛି ଏହି ସହର…

ଭାରତର ଗୁଜରାଟ ଆନନ୍ଦ ଜିଲାର ଖମ୍ବାଟ ଉପକୂଳରେ ମାହି ନଦୀ ଉପତ୍ୟକା ଏବଂ ସମୁଦ୍ରର ସଙ୍ଗମ ସ୍ଥଳରେ ୯୫ ଶହ ବର୍ଷ ଧରି ଏକ ପୁରାତନ...

କରୋନା ଭାଇରସ ଭଳି ହେଲମେଟ୍‌ ପିନ୍ଧି ସଚେତନତା ସୃଷ୍ଟି କଲେ ପୋଲିସ

ଚେନ୍ନାଇ,୨୮।୩: କରୋନା ଭାଇରସ ସଂକ୍ରମଣ ସମୟରେ ଘରେ ରହିବା କେତେ ଜରୁରୀ ତାହା ଏପର୍ଯ୍ୟନ୍ତ ଅଧିକାଂଶ ଲୋକେ ବୁଝି ପାରି ନ ଥିବା କୁହାଯାଏ। ସବୁ...

ଜାଣନ୍ତି ‘Z’+ ସୁରକ୍ଷା କ’ଣ, କାହାକୁ ଏବଂ କାହିଁକି ଯୋଗାଇ ଦିଆଯାଇଥାଏ ଏହି ସେବା

ସମସ୍ତେ ନିଶ୍ଚିତ ଭାବରେ ‘Z’+ ସୁରକ୍ଷା ବିଷୟରେ ଶୁଣିଥିବେ। କିନ୍ତୁ ଏହାର ଅର୍ଥ କ’ଣ ଜାଣନ୍ତି କି? ଯଦି ନା ତେବେ ଜାଣନ୍ତୁ ଏ ସମ୍ପର୍କରେ…...

Advertisement
Archives

Model This Week