ବନ୍ଦ ପାଳନକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ: ବରଗଡ଼ରେ ଗାଡି ଚଳାଚଳ ଠପ୍‌

ବରଗଡ,୨୮।୧(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡିଶା ବନ୍ଦ ଡାକରାକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ସଂଯୁକ୍ତ କୃଷକ ସଙ୍ଗଠନ, କୋଶଲ ସେନା, କଂଗ୍ରେସ ସମେତ ବିଭିନ୍ନ ଅନୁଷ୍ଠାନ ବନ୍ଦ ପାଳନକୁ ସମର୍ଥନ ଜଣାଇଛନ୍ତି। କୃଷକମାନଙ୍କ ସମସ୍ୟାର ସମାଧାନ ପରିବର୍ତ୍ତେ କୃଷକଙ୍କୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଉପହାସ କରିଥିବା ଅଭିଯୋଗରେ ତାଙ୍କ ଇସ୍ତଫା, ଧାନବିକ୍ରି ସମସ୍ୟାର ସମାଧାନ, ପଲ୍ୟୁସନ ନାଁରେ ଜୋରିମାନା ଆଦାୟ ବନ୍ଦ, ସ୍ମାର୍ଟ ମିଟର ସଂଯୋଗ ବନ୍ଦ, କୃଷିକ୍ଷେତ୍ରରେ ଚାଷୀଙ୍କୁ ୩୦୦ ୟୁନିଟ ବିଦ୍ୟୁତ ମାଗଣା ଦାବିରେ ଏହି ବନ୍ଦ ପାଳନ କରାଯାଉଛି। ସକାଳ ୬ଟାରୁ ବରଗଡ଼ ସହର ସମେତ ଜିଲାର ବିଭିନ୍ନ ଅଞ୍ଚଳରେ ଦୋକାନ, ବଜାର ବନ୍ଦ ରହିଛି। ଗାଡି ଚଳାଚଳ ମଧ୍ୟ ଠପ୍‌ ହୋଇ ଯାଇଛି। ବରଗଡ ଗାନ୍ଧିଛକରେ ବିଭିନ୍ନ ସଂଗଠନର ପ୍ରତିନିଧି ସମବେତ ହୋଇଛନ୍ତି ଏବଂ ରାସ୍ତା ଉପରେ ବସି ଦାବି ନେଇ ନାରାବାଜି କରୁଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

Odisha Floods: ବନ୍ୟାଞ୍ଚଳ ବୁଲିଲେ ଜିଲାପାଳ, ସ୍ଥିତି ଅନୁଧ୍ୟାନ କରି…

ଚାନ୍ଦବାଲି,୨ା୮(କିଷାନ ପାତ୍ର): ଭଦ୍ରକ ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଜଳ ଘେରାଉ କରିଥିବା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ବାର୍ତ୍ତା, କହିଲେ-‘ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବପିଢ଼ି ଜରୁରୀ’

ନୂଆଦିଲ୍ଲୀ,୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ନିଶାମୁକ୍ତ ଯୁବପିଢ଼ି ପାଇଁ ବିକଶିତ ଭାରତ ସଂକଳ୍ପ ଅଭିଯାନ’ – ନିଶାଦ୍ରବ୍ୟ ଅପବ୍ୟବହାର ବିରୁଦ୍ଧରେ ଏକ ସ୍ବତନ୍ତ୍ର ୧୦୦ ସପ୍ତାହ ଅଭିଯାନ…

ପ୍ଲାଷ୍ଟିକ ମୁଦ୍ରା ପ୍ରଚଳନ ପରେ କାଗଜ ନୋଟଗୁଡିକ କ’ଣ କରିବ RBI, ସେଗୁଡିକୁ କିପରି ନଷ୍ଟ କରାଯିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୮: ଭାରତୀୟ ରିଜର୍ଭ ବ୍ୟାଙ୍କ ପଲିମର ନୋଟ ପରୀକ୍ଷା କରିବାକୁ ପ୍ରସ୍ତୁତ ହେଉଥିବାରୁ, ଅନେକ ଲୋକ ଭାବୁଛନ୍ତି ଯେ ବର୍ତ୍ତମାନର କାଗଜ ନୋଟ ଗୁଡିକର କଣ ହେବ।…

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ତତ୍କାଳୀନ DFO ସଂଗ୍ରାମ କେଶରୀ ବେହେରା ନିଲମ୍ବିତ

ଭୁବନେଶ୍ୱର,୨।୮: ୨୦୨୧ ମସିହାରେ ପାରଳାଖେମୁଣ୍ଡିରେ ଘଟିଥିବା ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏହି ଘଟଣାରେ ତତ୍କାଳୀନ DFO ତଥା…

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ…

ଶେଷ ହେବ ଆମେରିକା-ଇରାନ ଯୁଦ୍ଧ? ଚୁକ୍ତିନାମାରେ ହର୍ମୁଜ ସମ୍ପର୍କରେ କ’ଣ ନିଷ୍ପତ୍ତି ନିଆଯାଇଥିଲା, ଜାଣନ୍ତୁ

ଓ୍ବାଶିଂଟନ,୨।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ହର୍ମୁଜ ପ୍ରଣାଳୀ ପ୍ରସଙ୍ଗରେ ଇରାନ ଉପରେ ଆକ୍ରମଣ କରିବା କଥା କହିଛନ୍ତି। ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଟ୍ରୁଥ…

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri