କ୍ରୀଡ଼ା ସଂଘ କାର୍ଯ୍ୟକ୍ଷମ ଦାବି: ଉପଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ପଦ୍ମପୁର,୩।୬ (ପ୍ରଦୀପ୍ତ ଦାଶ): ବିଗତ ୩୦-୩୫ ବର୍ଷ ଧରି ପଦ୍ମପୁର ସବଡିଭିଜନ ସ୍ତରୀୟ କ୍ରୀଡା ସଂଘ ଅଚଳ ଅବସ୍ଥାରେ ପଡ଼ି ରହିଛି। ବାରମ୍ବାର ଅଭିଯୋଗ ସତ୍ତ୍ୱେ ଦାୟିତ୍ୱରେ ଥିବା ପ୍ରାଶାସନିକ ଅଧିକାରୀ ପଦକ୍ଷେପ ଗ୍ରହଣ କରୁ ନ ଥିବାରୁ ଦୁଇ ମାସ ପୂର୍ବରୁ ଏକ ପ୍ରତିନିଧି ଦଳ ପଦ୍ମପୁର ଅତିରିକ୍ତ ଜିଲାପାଳ ଓ ଉପଜିଲାପାଳଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଥିଲେ। ସଭାପତି ଦାୟିତ୍ୱରେ ଥିବା ଉପଜିଲ୍ଲାପାଳ ଏକ ମାସ ଭିତରେ ସମାଧାନ କରି ନୂତନ କମିଟି ଗଠନ କରିବା ପାଇଁ ପ୍ରତିଶୃତି ଦେଇଥିଲେ। କିନ୍ତୁ ଦୁର୍ଭାଗ୍ୟର ବିଷୟ ଏହି କି ଯେ, ଏପର୍ଯ୍ୟନ୍ତ କୌଣସି ପଦକ୍ଷେପ ନିଆଯାଇ ନ ଥିବାରୁ ମଙ୍ଗଳବାର ବାଧ୍ୟ ହୋଇ ଉପଖଣ୍ଡସ୍ଥରିୟ କ୍ରିଡାବିତ୍‌ ସଂଘ ପଦ୍ମପୁର ଉପଜିଲାପାଳଙ୍କ କାର୍ଯାଲୟ ସମ୍ମୁଖରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣାରେ ବସିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି।...

ଦୁର୍ଗେଇଦେବୀଙ୍କ ପୀଠକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦାବି

ପାଇକମାଳ,୬ା୧୨(ବଡ଼ ଶଥପଥୀ):ପାଇକମାଲ ବ୍ଲକ୍‌ ମିଠାପାଲି ପଞ୍ଚାୟତ ମନଭଙ୍ଗ ଡ୍ୟାମ ଦେଇ ମା’ଙ୍କ ପୀଠସ୍ଥଳୀ ତ୍ରିତୟା ନୃସିଂହନାଥ ପର୍ବତମାଳା ଶିଖରେ ଅବସ୍ଥିତ ମାଁ ଦୁର୍ଗେଇଦେବୀଙ୍କ ବାର୍ଷିକ ପୂଜାନୋତ୍ସବ...

ଧାନ କିଣାବିକା ମନ୍ଥର: ସପ୍ତାହରେ ଉଠିଛି ୭.୧୧ ହଜାର ପ୍ୟାକେଟ

ଅତାବିରା,୬ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ଅଚଳାବସ୍ଥା ଲାଗି ରହିଛି। ନଭେମ୍ବର ୨୮ତାରିଖରୁ ମଣ୍ଡି ଖୋଲିଛି ସତ, ହେଲେ ଏପର୍ଯ୍ୟନ୍ତ ଅତାବିରା...

ମଣ୍ଡି ସ୍ଥାନାନ୍ତରଣକୁ ଚାଷୀଙ୍କ ବିରୋଧ: ଧାନ କିଣାବିକା ସମସ୍ୟା ଅସମାହିତ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୮ଦିନ ବିତି ଯାଇଛି। ହେଲେ ଧାନବିକ୍ରି ସମସ୍ୟା ଏପର୍ଯ୍ୟନ୍ତ ଅସମାହିତ ରହିଛି।...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri