Odisha Elections 2024
Posted inଖେଳ

‘ହତାଶ ହୋଇପଡ଼ିଛନ୍ତି ପାଣ୍ଡ୍ୟା,ଅଛନ୍ତି ଚାପରେ’

ନୂଆଦିଲ୍ଲୀ,୪।୫: ହାର୍ଦ୍ଦିକ ପାଣ୍ଡ୍ୟା ଥକି ଯାଇଥିବା, ହତାଶ ଏବଂ ଚାପରେ ଥିବା ଭଳି ଦୃଶ୍ୟମାନ ହେଉଛନ୍ତି। କିଛି ଏଭଳି କହିଛନ୍ତି ପୂର୍ବତନ ଅଷ୍ଟ୍ରେଲିୟ କ୍ରିକେଟର ଆରୋନ ଫିଞ୍ଚ ଏବଂ ଗ୍ରିମ୍‌ ସ୍ମିଥ୍‌। ଶୁକ୍ରବାର ଓ୍ବାଙ୍ଖଡେ ଷ୍ଟାଡିୟମରେ ତାଙ୍କୁ ପୁଣିଥରେ ହୁଟିଂର ସମ୍ମୁଖୀନ ହେବାକୁ ପଡ଼ିଥିଲା। ଦଳ କୋଲକାତା ନାଇଟ ରାଇଡର୍ସ ବିପକ୍ଷ ମୁକାବିଲା ହାରିଯିବା ପରେ ପ୍ଲେଅଫ୍‌ରେ ସ୍ଥାନ ପାଇବା ଏକ ପ୍ରକାର ଅସମ୍ଭବ ମନେ ହେଉଛି।

ଷ୍ଟାର ସ୍ପୋଟ୍ସକୁ ଫିଞ୍ଚ କହିଛନ୍ତି, ପାଣ୍ଡ୍ୟା ବର୍ତ୍ତମାନ ବହୁତ ନିରାଶ ଏବଂ ଥକି ଯାଇଥିବା ମନେ ହେଉଛନ୍ତି। ଏଭଳି ଲାଗୁଛି ସେ ବହୁତ ଚାପରେ ଅଛନ୍ତି। ମୋତେ ସେଭଳି ଲାଗୁଛି। ମୁଁ ନିଜେ ସେଭଳି ସ୍ଥିତି ଦେଇ ଗତି କରିଛି, ଯେତେବେଳେ ତୁମେ ବ୍ୟକ୍ତିଗତ ଭାବେ କିଛି କରିବାକୁ ଚେଷ୍ଟା କରୁଥିବ ହେଲେ ତାହା ସମ୍ଭବ ହେଉ ନ ଥିବା। ଯେତେବେଳେ ଟିମ୍‌ ଭଲ ଖେଳୁ ନ ଥିବ ସେତେବେଳେ ଚାପରେ ନ ରହିବା ସମ୍ଭବ ନୁହେଁ। ଅଧିନାୟକ ଭାବେ ଦଳର ପ୍ରଦର୍ଶନର ସମାଲୋଚନାକୁ ତୁମେ ଶୁଣିଥାଅ। ସେଭଳି ସ୍ଥାନରେ ରହିବା କଷ୍ଟକର। ବିଶେଷକରି ଏହି ଟୁର୍ନାମେଣ୍ଟରେ ଯେଉଁଥିରେ ଏହା ବହୁତ କ୍ରୁର ହୋଇଥାଏ।

ସେହିଭଳି ଦକ୍ଷିଣ ଆଫ୍ରିକା ମହାନ ଅଧିନାୟକ ଗ୍ରୀମ ସ୍ମିଥ୍‌ କହିଛନ୍ତି, ମୁମ୍ବାଇ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଦିଗହୀନ ମନେ ହେଉଛି। ସେଥିରେ ଅନେକ ପରିବର୍ତ୍ତନ କରାଯାଇଛି। ସେ ବାସ୍ତବରେ ଚାପରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରଶଂସକଙ୍କୁ ଗୋଟିଏ ଖୁସି କେବେବି ଦେଇ ପାରିବେନି କୋହଲି, ଆଇପିଏଲରେ ଗୋଟିଏ କାମ କରିବାକୁ ଡରୁଛନ୍ତି…

ନୂଆଦିଲ୍ଲୀ,୧୮।୫: ବିରାଟ କୋହଲି ବର୍ତ୍ତମାନ ସମୟର ଜଣେ ମହାନ ବ୍ୟାଟ୍ସମ୍ୟାନ। ଏହି ସମୟରେ ସେ ମଧ୍ୟ ବହୁତ ଭଲ ଫର୍ମରେ ଅଛନ୍ତି। ତାଙ୍କ ବ୍ୟାଟ ଆଇପିଏଲ...

ମନ କଥା ଖୋଲିକି କହିଦେଲେ କୋହଲି: କରିବାକୁ ଚାହୁଁନ୍ତି ଏହି କାମ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ୨୦୨୪ର ୬୮ତମ ମ୍ୟାଚ ଆରସିବି ଏବଂ ସିଏସ୍‌କେ ମଧ୍ୟରେ ଆଜି ଖେଳାଯିବ। ଏହି ମ୍ୟାଚ ଉଭୟ ଦଳ ପାଇଁ ଗୁରୁତ୍ୱପୂର୍ଣ୍ଣ। ଚେନ୍ନାଇ ସୁପର...

କ୍ୟାମେରାମ୍ୟାନ୍‌ଙ୍କୁ ହାତଯୋଡି ଏମିତି ଗୁହାରି କଲେ ରୋହିତ ଶର୍ମା

ମୁମ୍ବାଇ,୧୮।୫: ଆଇପିଏଲ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସ ଖେଳ ଅପେକ୍ଷା ଦଳ ପରିଚାଳନା ପାଇଁ ଅଧିକ ଚର୍ଚ୍ଚାରେ ରହିଥିଲା। ବିଶେଷ ଭାବେ ଦଳର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ...

୩ ବଲ୍‌ରେ ୩ ଉଇକେଟ୍‌ ଗଲା, କିନ୍ତୁ ଘୋଷଣା ହେଲାନି ହ୍ୟାଟ୍ରିକ୍‌: ଜାଣନ୍ତୁ କାହିଁକି

ମୁମ୍ବାଇ,୧୮।୫: ମୁମ୍ବାଇର ୱାଙ୍ଖେଡେଠାରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଆଇପିଏଲର ୬୭ ତମ ମ୍ୟାଚ ଖେଳାଯାଇଥିଲା। ଏହି ମ୍ୟାଚର କୌଣସି ବିଶେଷ...

ଏଥର ଟି-୨୦ ବିଶ୍ୱକପ୍‌ କିଏ ହେବ ଚାମ୍ପିୟନ୍‌: ଜୟ ଶାହା କଲେ ଖୁଲାସା

ନୂଆଦିଲ୍ଲୀ,୧୮।୫: ୱେଷ୍ଟଇଣ୍ଡିଜ ଏବଂ ଆମେରିକା ଟି-୨୦ ବିଶ୍ୱକପ ପାଇଁ ପ୍ରସ୍ତୁତ। ଏହି ଟୁର୍ନାମେଣ୍ଟ ଜୁନ ୨ରୁ ଆରମ୍ଭ ହେଉଛି। ଏଥି ସହିତ ରୋହିତ ଶର୍ମାଙ୍କ ନେତୃତ୍ୱରେ...

ଉଇକେଟ୍‌ ନ ମିଳିବାକୁ ରାଗିଗଲେ ଅର୍ଜୁନ ତେନ୍ଦୁଲକର: କଲେ ଏମିତି କାମ…

ମୁମ୍ବାଇ,୧୮।୫: ମୁମ୍ବାଇ ଇଣ୍ଡିଆନ୍ସ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନଙ୍କୁ ଲକ୍ଷ୍ନୌ ସୁପର ଜିଆଣ୍ଟସ ବିପକ୍ଷ ମ୍ୟାଚରେ ଖେଳିବାର ସୁଯୋଗ ଦେଇଥିଲା। ଫଳରେ ଅର୍ଜୁନ ଆଇପିଏଲ ୨୦୨୪ରେ...

ପାଣ୍ଡ୍ୟାଙ୍କୁ ବଡ଼ ଝଟକା: ଲାଗିଲା ପ୍ରତିବନ୍ଧକ

ମୁମ୍ବାଇ,୧୮।୫: ମୁମ୍ବାଇ ଇଣ୍ଡିଆନ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଏକ ବଡ଼ ଝଟକା ଲାଗିଛି। ଗୋଟିଏ ମ୍ୟାଚ ପାଇଁ ପାଣ୍ଡ୍ୟାଙ୍କୁ ବାସନ୍ଦ କରାଯାଇଛି। ସେ ଆଗାମୀ ସିଜନର...

ଲଜ୍ଜାଜନକ ରେକର୍ଡ ହାସଲ କଲା ମୁମ୍ବାଇ ଇଣ୍ଡିଆନ୍ସ

ମୁମ୍ବାଇ,୧୮।୫: ଲକ୍ଷ୍ନୌ ସୁପର ଜିଆଣ୍ଟସ ଆଇପିଏଲ ୨୦୨୪ର ୬୭ତମ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରି ଲକ୍ଷ୍ନୌ ୨୧୪ ରନ ସଂଗ୍ରହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri