Posted inଖେଳ

ଶିବମ ଦୁବେଙ୍କ ବିସ୍ଫୋରକ ବ୍ୟାଟିଂ ଜାରି, ୧୫୦ ପାର୍‌ କଲା ଚେନ୍ନାଇର ସ୍କୋର

ଚେନ୍ନାଇ,୨୬।୩: ଆଇପିଏଲ ୨୦୨୪ର ୭ମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ଗୁଜୁରାଟ ଟାଇଟାନ୍ସ ମଧ୍ୟରେ ଖେଳାଯାଉଛି। ଗତ ସିଜିନ୍‌ର ଫାଇନାଲ ଖେଳିଥିବା ଏହି ଦୁଇ ଦଳ ମଙ୍ଗଳବାର ମ୍ୟାଚ୍‌ ରେ ମୁହାଁମୁହିଁ ହେଉଛନ୍ତି। ଶେଷ ବଲରେ ଗୁଜୁରାଟ ଟାଇଟନ୍ସକୁ ପରାସ୍ତ କରି ଚେନ୍ନାଇ ସୁପର କିଙ୍ଗ୍ସ ପଞ୍ଚମ ଥର ପାଇଁ ଆଇପିଏଲ ଜିତିଥିଲା। ଅପରପକ୍ଷେ କି ଗୁଜରାଟ କ୍ରମାଗତ ଦ୍ୱିତୀୟ ଥର ଚାମ୍ପିୟନ ହେବାରୁ ବଞ୍ଚିତ ହୋଇଥିଲା। ବର୍ତ୍ତମାନ ନୂଆ ସିଜନ୍‌ରେ ନୂଆ ଅଧିନାୟକ ସହ ଉଭୟ ଦଳ ମଇଦାନକୁ ଓହ୍ଲାଇଛି। ମ୍ୟାଚ୍‌ରେ ଗୁଜରାଟ ଟସ୍‌ ଜିତି ଚେନ୍ନାଇକୁ ପ୍ରଥମେ ବ୍ୟାଟିଂ କରିବାକୁ ଦେଇଛି। ଶିବମ ଦୁବେଙ୍କ ବିସ୍ଫୋରକ ବ୍ୟାଟିଂ ଜାରି ରହିଥିବା ବେଳେ ଏଯାବତ ଦଳ ୧୭ ଓଭର ସୁଦ୍ଧା ୩ ଉଇକେଟ ହରାଇ ୧୭୧ ରନ୍‌ କରିବାରେ ସଫଳ ହୋଇଛି। ଚେନ୍ନାଇରେ ଗୋଟିଏ ପରିବର୍ତ୍ତନ ହୋଇଥିବା ବେଳେ ଗୁଜରାଟରେ କୌଣସି ପରିବର୍ତ୍ତନ ହୋଇନାହିଁ।

ଗୁଜୁରାଟ ଏକାଦଶ – ଶୁଭମନ ଗିଲ (ଅଧିନାୟକ), ରିଦ୍ଧିମାନ ସାହା, ସାଇ ସୁଦର୍ଶନ, ଆଜମତୁଲ୍ଲା ଉମାରଜାଇ, ବିଜୟ ଶଙ୍କର, ଡେଭିଡ ମିଲର୍‌, ରାହୁଲ ତେୱାତିଆ, ରଶିଦ ଖାନ୍‌, ଆର ସାଇ କିଶୋର, ଉମେଶ ଯାଦବ, ସ୍ପେନ୍ସର ଜନସନ

ଚେନ୍ନାଇ ଏକାଦଶ- ରାଚିନ ରବିନ୍ଦ୍ର, ରୁତୁରାଜ ଗାଇକୱାଡ (ଅଧିନାୟକ), ଅଜିଙ୍କ୍ୟ ରାହାନେ, ଡାରେଲ ମିଚେଲ, ସମୀର ରିଜଭି, ରବିନ୍ଦ୍ର ଜାଡେଜା, ଏମ୍‌ଏସ୍‌ ଧୋନି, ଦୀପକ ଚହର, ତୁଷାର ଦେଶପାଣ୍ଡେ, ପାଥିରାନା, ମୁସ୍ତିଫିଜୁର ରହମାନ


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୦ ଉଇକେଟରେ ଜିତିଲା ସନ୍‌ରାଇଜର୍ସ

ହାଇଦ୍ରାବାଦ, ୯।୫: ଟାର୍ଗେଟ ଥିଲା ୧୬୬ ରନ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଯେପରି ବ୍ୟାଟିଂ କରିଥିଲା ପିଚ୍‌ ସ୍ଲୋ ଥିବା ପ୍ରତୀୟମାନ ହେଉଥିଲା। ମାତ୍ର ସିଂହ...

ବଡ଼ ବିଜୟ ହାସଲ କଲା ସନ୍‌ରାଇଜର୍ସ: ପ୍ରଥମ ଦଳ ଭାବେ ମୁମ୍ବାଇ ଇଣ୍ଡିଆନ୍ସ ପ୍ଲେଅଫ ଦୌଡରୁ ବିଦା

ହାଇଦ୍ରାବାଦ, ୮।୫: ମୁମ୍ବାଇ ଇଣ୍ଡିଆନ୍ସ ବର୍ତ୍ତମାନ ପ୍ରଥମ ଦଳ ହୋଇଛି ଯିଏ ଆଇପିଏଲ୍ ୨୦୨୪ ରୁ ବାଦ୍ ପଡିଛି। ପରବର୍ତ୍ତୀ ମ୍ୟାଚ୍ ଖେଳିବା ପୂର୍ବରୁ ଏହା...

୧୦ ଉଇକେଟରେ ଜିତିଲା ସନ୍‌ରାଇଜର୍ସ: ଟ୍ରାଭିସ ହେଡ୍‌ ଓ ଅଭିଷେକ ଶର୍ମାଙ୍କ ବିସ୍ଫୋରକ ବ୍ୟାଟିଂ

ହାଇଦ୍ରାବାଦ, ୮।୫: ଟାର୍ଗେଟ ଥିଲା ୧୬୬ ରନ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଯେପରି ବ୍ୟାଟିଂ କରିଥିଲା ପିଚ୍‌ ସ୍ଲୋ ଥିବା ପ୍ରତୀୟମାନ ହେଉଥିଲା। ମାତ୍ର ସିଂହ...

ବିରାଟ କୋହଲିଙ୍କ ଯୋଗୁ ହାରିଯାଇଥିଲେ ବିଶ୍ୱକପ୍‌ ଫାଇନାଲ? ବହୁତ ବଡ଼ କଥା କହିଦେଲେ ସେହ୍ବାଗ…

ନୂଆଦିଲ୍ଲୀ,୮।୫: ଭାରତୀୟ ଟିମ୍‌ ୨୦୨୩ ଦିନିକିଆ ବିଶ୍ୱକପ୍‌ରେ ଗୋଟିଏ ବି ମ୍ୟାଚ୍‌ ନ ହାରି ଫାଇନାଲରେ ପ୍ରବେଶ କରିଥିଲା। ହେଲେ ଫାଇନାଲରେ ଅଷ୍ଟ୍ରେଲିଆ ବିପକ୍ଷରେ ହାରିବା...

କଳିଙ୍ଗ ଷ୍ଟାଡିୟମରେ ୧୨ରୁ ଫେଡେରେଶନ କପ୍‌: ଆକର୍ଷଣରେ ନୀରଜ ଚୋପ୍ରା, କିଶୋର ଜେନା

ଭୁବନେଶ୍ୱର, ୮।୫ (ତପନ ସ୍ବାଇଁ): କିଛି ଦିନର ବ୍ୟବଧାନ ପରେ କଳିଙ୍ଗ ଷ୍ଟାଡିୟମରେ ହେବାକୁ ଯାଉଛି ତାରକା ଆଥ୍‌ଲେଟଙ୍କ ମହାମେଳା। ଚଳିତ ମାସ ୧୨ରୁ ୧୫...

ବଡ଼ ଅଡୁଆରେ ଫସିଛନ୍ତି ଯଶସ୍ବୀ, ଏବେ ଟି୨୦ ବିଶ୍ୱକପ୍‌ରେ କ’ଣ ହେବ?

ନୂଆଦିଲ୍ଲୀ,୮।୫: ଯଶସ୍ବୀ ଜୟସ୍ବାଲ ଗତ ଏକ ବର୍ଷ ମଧ୍ୟରେ ସମସ୍ତ ଫର୍ମାଟରେ ଜବରଦସ୍ତ ବ୍ୟାଟିଂ କରି ଚର୍ଚ୍ଚାରେ ରହିଛନ୍ତି। ହେଲେ ଆଇପିଏଲ୍‌ରେ ସେ ସେତେଟା ଭଲ...

VIDEO: ଆର୍‌ସିବିର ମଜା ଉଡାଇଲା ପଞ୍ଜାବ କିଙ୍ଗ୍ସ, ଧର୍ମଶାଳା ମ୍ୟାଚ୍‌କୁ ନେଇ ବଢ଼ିଲା ଉତ୍କଣ୍ଠା

ନୂଆଦିଲ୍ଲୀ,୮।୫: ଆଇପିଏଲ୍‌ ୨୦୨୪ର ଲିଗ୍‌ ପର୍ଯ୍ୟାୟ ଏବେ ଶେଷ ସୋପାନରେ। ଦୁଇ ସପ୍ତାହ ପରେ ଟୁର୍ନାମେଣ୍ଟର ପ୍ଲେ ଅଫ୍‌ ମୁକାବିଲା ଖେଳାଯିବ। ଏଯାବତ ଗୋଟିଏ ବି...

ଟି୨୦ ବିଶ୍ୱକପ୍‌କୁ ମାଗଣାରେ ଦେଖିପାରିବେ ଦର୍ଶକ, ଡିଜ୍‌ନୀ କଲା ବଡ଼ ଘୋଷଣା…

ନୂଆଦିଲ୍ଲୀ,୮।୫: ଆଗାମୀ ଟି୨୦ ବିଶ୍ୱକପ୍‌ ନେଇ ବଡ଼ ଘୋଷଣା କରିଛି ଡିଜ୍‌ନୀ ପ୍ଲସ୍‌ ହଟ୍‌ଷ୍ଟାର। ବ୍ୟବହାରକାରୀମାନେ ଏହି ମୋବାଇଲ ଆପ୍‌ରେ ମାଗଣାରେ ବିଶ୍ୱକପ୍‌କୁ ଉପଭୋଗ କରିପାରିବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri