Posted inଖେଳ

RCB Vs CSK: ଟସ୍‌ ଜିତି ବେଙ୍ଗାଲୁରୁର ବ୍ୟାଟିଂ ନିଷ୍ପତ୍ତି, ପାଓ୍ବାର ପ୍ଲେରେ ଲାଗିଲା ୩ ଝଟ୍‌କା

ଚେନ୍ନାଇ,୨୨।୩: ଦୀର୍ଘ ୧୦ ମାସର ବ୍ୟବଧାନ ପରେ ଆରମ୍ଭ ହୋଇଛି କ୍ରିକେଟର ବଡ଼ ଲିଗ୍‌ ‘ଆଇପିଏଲ୍‌’। ଚେନ୍ନାଇର ଚେପାକ୍‌ ଷ୍ଟାଡିୟମରେ ପ୍ରଥମ ମ୍ୟାଚ୍‌ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଉଛି। ଏଥିରେ ଆର୍‌ସିବି ପ୍ରଥମେ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛି। ଖବର ଲେଖାଯିବା ସୁଦ୍ଧା ଆର୍‌ସିବି ୯ ଓଭରରେ ୩ ଉଇକେଟ ହରାଇ ୬୩ ରନ୍‌ କରିଛି।

ଚେନ୍ନାଇ ସୁପର କିଙ୍ଗ୍ସ ଏକାଦଶ: ରୁତୁରାଜ ଗାଇକୱାଡ (ଅଧିନାୟକ), ରାଚିନ ରବିନ୍ଦ୍ର, ଅଜିଙ୍କ୍ୟ ରାହାଣେ, ଡାରିଲ ମିଚେଲ, ସମୀର ରିଜଭି, ରବିନ୍ଦ୍ର ଜାଡେଜା, ଏମଏସ ଧୋନି, ଦୀପକ ଚହର, ମହିଷ ତେକ୍ଷାନା, ମୁସ୍ତାଫିଜୁର ରହମାନ, ତୁଷାର ଦେଶପାଣ୍ଡେ

ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ଏକାଦଶ: ଫାଫ୍‌ ଡୁ ପ୍ଲେସିସ (ଅଧିନାୟକ), ବିରାଟ କୋହଲି, ରଜତ ପାଟିଦାର, ଗ୍ଲେନ୍‌ ମ୍ୟାକ୍ସୱେଲ, କାମେରନ ଗ୍ରୀନ, ଦିନେଶ କାର୍ତ୍ତିକ, ଅନୁଜ ରାୱତ, ଅଲଜାରୀ ଜୋସେଫ, କର୍ଣ୍ଣ ଶର୍ମା, ମାୟାନକ ଦାଗର, ମହମ୍ମଦ ସିରାଜ


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ନିଷ୍ପତ୍ତି: ଓଟଙ୍କୁ ମିଳିବ ପାସପୋର୍ଟ

ରିଆଦ୍‌,୬ା୨:ଓଟଙ୍କୁ ନେଇ ସାଉଦି ଆରବ ସରକାର ଏଭଳି ଏକ ନିଷ୍ପତ୍ତି ନେଇଛନ୍ତି, ଯାହାକି ସାରା ଙ୍କ ପକ୍ଷରୁ ପାସ୍‌ପୋର୍ଟ ଦିଆଯିବ। ପାରମ୍ପରିକ ଏବଂ ଅର୍ଥନୈତିକ ଦୃଷ୍ଟିରୁ ସାଉଦି…

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ WPL ଚାମ୍ପିଅନ୍, ଲଗାତାର ଚତୁର୍ଥ ଥର ଫାଇନାଲ୍ ହାରିଲା ଦିଲ୍ଲୀ

ଭଦୋଦରା,୫।୨: ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ର ରୋମାଞ୍ଚକର ଫାଇନାଲ୍ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୬ ୱିକେଟରେ ପରାସ୍ତ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଦ୍ୱିତୀୟ…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ଲୁଚି ଲୁଚି ଏହି ଅଭିନେତ୍ରୀଙ୍କ ସହ ନିର୍ବନ୍ଧ କଲେ ଏଲଭିଶ ଯାଦବ, ଫଟୋ ଭାଇରାଲ

ମୁମ୍ବାଇ: ଲୋକପ୍ରିୟ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅଭିନେତ୍ରୀ ଜିଆ ଶଙ୍କରଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ନିକଟରେ ଏଲଭିଶ ଏକ ରହସ୍ୟମୟ…

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri