Posted inଖେଳ

ବିଦର୍ଭକୁ ହରାଇ ରଣଜୀ ଟ୍ରଫି ଜିତିଲା ମୁମ୍ବାଇ

ନୂଆଦିଲ୍ଲୀ,୧୪।୩: ମୁମ୍ବାଇ ପୁଣି ଥରେ ରଣଜୀ ଟ୍ରଫି ଟାଇଟଲ ଜିତିଛି। ଫାଇନାଲରେ ବିଦର୍ଭଙ୍କୁ ୧୬୯ ରନ୍‌ରେ ପରାସ୍ତ କରି ଦଳ ଏହି ସଫଳତା ହାସଲ କରିଛି। ବିଦର୍ଭ ପାଇଁ ମୁମ୍ବାଇ ୫୩୮ ରନ୍‌ର ବିଶାଳ ଲକ୍ଷ୍ୟ ଦେଇଥିଲା। ଏହାକୁ ବିଦର୍ଭ ହାସଲ କରିବାରେ ବିଫଳ ହୋଇଛି। ଏହି ବିଜୟ ସହ ରଣଜୀ ଇତିହାସର ସଫଳ ଟିମ୍‌ ମୁମ୍ବାଇ ଆଉ ଏକ ଟ୍ରଫି ଜିତିବାରେ ସଫଳ ହୋଇଛି। ଏହା ହେଉଛି ମୁମ୍ବାଇ ଦଳର ୪୨ ତମ ରଣଜୀ ଟ୍ରଫି ଟାଇଟଲ।

ବିଦର୍ଭଙ୍କୁ ପରାସ୍ତ କରି ମୁମ୍ବାଇ ମଧ୍ୟ ରଣଜୀ ଟ୍ରଫି ପିଚ୍‌ରେ ଟାଇଟଲ୍‌ ପାଇଁ ୯ ବର୍ଷର ଅପେକ୍ଷା ଶେଷ କରିଛି। ଦଳ ଶେଷ ଥର ପାଇଁ ୨୦୧୫-୧୬ ରେ ଏହି ଟାଇଟଲ ଜିତିଥିଲା। ବିଦର୍ଭ ତୃତୀୟ ଥର ପାଇଁ ରଣଜୀ ଟ୍ରଫି ଫାଇନାଲ ଖେଳିଥିଲା। ଏହା ପୂର୍ବରୁ ଖେଳାଯାଇଥିବା ଉଭୟ ଫାଇନାଲରେ ଦଳ ଜିତିଥିଲା। କିନ୍ତୁ ଏଥର ବିଦର୍ଭ ଚାମ୍ପିୟନ ହୋଇପାରି ନାହିଁ। ଟ୍ରଫି ମୁମ୍ବାଇ ହାତକୁ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି

କେସିଙ୍ଗା, ୧୦/୧୦ (ତୁମେଶ୍ୱର ସାହୁ): ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଗତକାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?