Posted inUncategorized

ନିଜେ ନିଜର ମଜା ଉଡାଇଲେ ଅଶ୍ୱିନ, କହିଲେ-ଏତେ ବର୍ଷ ପରେ ବି ସୁଧାର ନାହିଁ…

ନୂଆଦିଲ୍ଲୀ,୧୩।୩: ନିକଟରେ ଭାରତୀୟ ଟିମ୍‌ର ଷ୍ଟାର ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ନିଜର ୫୦୦ ଉଇକେଟ ପୂରଣ ସହ ୧୦୦ତମ ଟେଷ୍ଟ ଖେଳିବାର ଗୌରବ ହାସଲ କରିଛନ୍ତି। ଏହାର ପୁରସ୍କାରସ୍ବରୂପ ଅଶ୍ୱିନ ଟେଷ୍ଟ ର଼୍ୟାଙ୍କିଂରେ ଶୀର୍ଷସ୍ଥାନରେ ପହଞ୍ଚିଛନ୍ତି। ଏସବୁ ହେବା ପରେ ଏବେ ଅଶ୍ୱିନ ନିଜେ ନିଜର ମଜା ଉଡାଇଥିବା ଦେଖାଯାଇଛି।

ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜର ଅନ୍ତିମ ମୁକାବିଲା ଅଶ୍ୱିନଙ୍କ କ୍ୟାରିୟରର ୧୦୦ତମ ଟେଷ୍ଟ ଥିଲା। ଏଥିରେ ସେ ରେକର୍ଡ ୯ ଉଇକେଟ ନେଇ ଦଳକୁ ଗୋଟିଏ ଇନିଂସ ଏବଂ ୬୪ ରନ୍‌ରେ ବିଜେତା କରାଇଥିଲେ। ଏବେ ଏହି ୧୦୦ତମ ଟେଷ୍ଟରେ ଯାହା ହୋଇଥିଲା, ତାହାକୁ ନେଇ ବୋଲର୍‌ ନିଜ ମଜା ଉଡାଇଛନ୍ତି।

ବୁଧବାର ଅଶ୍ୱିନ ‘ଏକ୍ସ’ ଆକାଉଣ୍ଟରେ ଏକ ଟୁଇଟ୍‌କୁ ରିପୋଷ୍ଟ କରିଥିଲେ। ଏଥିରେ ଅଶ୍ୱିନଙ୍କ ପ୍ରଥମ ଏବଂ ୧୦୦ତମ ଟେଷ୍ଟରେ ରେକର୍ଡ ଦର୍ଶାଯାଇଥିଲା। ୨୦୧୧ରେ ସେ ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷରେ ନିଜର ଟେଷ୍ଟ ଡେବ୍ୟୁ କରିଥିଲେ। ଏହି ମ୍ୟାଚ୍‌ରେ ୧୨୮ ରନ୍‌ ଦେଇ ୯ ଉଇକେଟ ଦେଇଥିଲେ। ୧୩ ବର୍ଷ ପରେ ନିଜର ୧୦୦ତମ ଟେଷ୍ଟରେ ଅଶ୍ୱିନ ୧୨୮ ରନ୍‌ ଦେଇ ୯ ଉଇକେଟ ହାସଲ କରିଛନ୍ତି। ଅର୍ଥାତ ଏହି ଦୁଇଟି ପରସ୍ପରସହ ମେଳ ଖାଉଛି। ଏହାକୁ ମଜା ଉଡାଇ ଏତେ ବର୍ଷ ଧରି ଖେଳିବା ପରେ ବି କୌଣସି ସୁଧାର ଆସିନାହିଁ ବୋଲି ଅଶ୍ୱିନ କହିଛନ୍ତି। ତେବେ କେବଳ ତାଙ୍କ ମା’ ହିଁ ଏଭଳି କଥା ହୋଇପାରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନକ୍‌ଆଉଟ ଟୁର୍ନାମେଣ୍ଟ: ବାରାବାଂସ ଦଳ ବିଜୟୀ

ବନ୍ଧମୁଣ୍ଡା,୧୬ା୩(ସୁବ୍ରତ ଦେ): ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ କପାଟମୁଣ୍ଡା ପଞ୍ଚାୟତଠାରେ ଲାୟନ୍ସ ହାର୍ଟ କ୍ଲବ ପକ୍ଷରୁ ଆୟୋଜିତ ୨ ଦିନିଆ ଷଷ୍ଠ ଇଣ୍ଟର ପଞ୍ଚାୟତ କ୍ରିକେଟ ନକ୍‌ଆଉଟ…

ଖୁସିଖବର: ଯୁଦ୍ଧ ମଧ୍ୟରେ ଭାରତରେ ପହଞ୍ଚିଲା ଏତେ ମେଟ୍ରିକ ଟନ୍‌ ଗ୍ୟାସ, ଏବେ କମିଯିବ…

ନୂଆଦିଲ୍ଲୀ,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଅନେକ ଦେଶର ଜାହାଜ ହର୍ମୁଜ ପ୍ରଣାଳୀ ପାର୍‌ କରିପାରିନଥିଲେ, କିନ୍ତୁ ଦୁଇଟି ଭାରତୀୟ ଜାହାଜକୁ ଅନୁମତି…

ଦିଗପହଣ୍ଡି ପୋଲିସକୁ ସଫଳତା, ୩ଜଣଙ୍କୁ ଗିରଫ କରି କୋର୍ଟଚାଲାଣ…

ଦିଗପହଣ୍ଡି,୧୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ସୋମବାର ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସୁନାରି ସାହିର ପ୍ରଦୀପ କୁମାର ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ…

IDFର ଦାବି, ଅଲି ଖାମେନେଇଙ୍କ ବିମାନ ଧ୍ବସଂ କଲା ଇସ୍ରାଏଲ

ନୂଆଦିଲ୍ଲୀ,୧୬।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ସୋମବାର ସକାଳେ ଇସ୍ରାଏଲ ତେହେରାନର ମେହରାବାଦ ବିମାନବନ୍ଦର ଉପରେ ଏକ ବଡ଼ ଧରଣର ଆକ୍ରମଣ କରିଥିଲା । ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF)…

IPL ୨୦୨୬ ଅଧିନାୟକ ତାଲିକା: ୨୪ ବର୍ଷୀୟ ଖେଳାଳିଙ୍କୁ ଅଧିନାୟକତ୍ୱ ଦେଲା ଏହି ଦଳ

ନୂଆଦିଲ୍ଲୀ,୧୬।୩: IPL ୨୦୨୬ ମାର୍ଚ୍ଚ ୨୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି ସିଜିନ ଡିଫେଣ୍ଡିଂ ଚାମ୍ପିଅନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଏକ ମ୍ୟାଚ ସହିତ…

ଯେତେ ଲଢିବା କଥା ଲଢନ୍ତୁ ଇରାନ, ଇସ୍ରାଏଲ, ଆମେରିକା: ଏଥିରୁ ରକ୍ଷା ପାଇବାର ରାସ୍ତା ପାଇଗଲା ଭାରତ

ନୂଆଦିଲ୍ଲୀ,୧୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ଏବଂ ଦେଶରେ ଗ୍ୟାସ ଅଭାବ ମଧ୍ୟରେ, ନୂଆଦିଲ୍ଲୀ ନିରନ୍ତର ପଦକ୍ଷେପ ନେଉଛି। ଆର୍ଥିକ ସଙ୍କଟର ଆଶଙ୍କା ମଧ୍ୟରେ ନରେନ୍ଦ୍ର ମୋଦି…

ମୁହଁ ଖୋଲିଲେ ନବୀନ; ଯେଉଁମାନେ କ୍ରସ୍‌ ଭୋଟିଂ କରିଛନ୍ତି, ସେମାନଙ୍କର କ୍ରିମିନାଲ…

ଭୁବନେଶ୍ବର,୧୬।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।…

ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ, ଯୁଦ୍ଧ ମଝିରେ ଛାଡିଦେଲେ ହାତ, ଏବେ କରିବେ କ’ଣ?

ଓ୍ବାଶିଂଟନ୍‌,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦକୁ ଦୃଷ୍ଟିରେ ରଖି, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ଯୁଦ୍ଧଜାହାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri