Posted inଖେଳ

ଶ୍ରେୟସ ଗଣିବେ ୧୨ ଲକ୍ଷର ଜରିମାନା, ରାଜସ୍ଥାନଠାରୁ ପରାଜୟ ପରେ କୋଲକାତା ଅଧିନାୟକଙ୍କ ସହ କ’ଣ ହେଲା?

ନୂଆଦିଲ୍ଲୀ,୧୭।୪: ରାଜସ୍ଥାନ ରୟାଲ୍ସ ବିପକ୍ଷ ରୋମାଞ୍ଚକର ମୁକାବିଲାରେ ପରା ଜୟ ପରେ କୋଲକାତା ନାଇଟ ରାଇଡର୍ସ ଅଧିନାୟକଙ୍କ ଉପରେ ଜରିମାନା ଲାଗିଛି। ମ୍ୟାଚ୍‌ରେ ସ୍ଲୋ ଓଭର ରେଟ୍‌ ପାଇଁ ଶ୍ରେୟସ ଆୟର ୧୨ ଲକ୍ଷ ଜରିମାନା ଗଣିବେ। ତେବେ ଆଇପିଏଲ୍‌ ୨୦୨୪ରେ ସ୍ଲୋ ଓଭର୍‌ ରେଟ୍‌ ଲାଗି ଆୟରଙ୍କୁ ମିଶାଇ ୪ ଅଧିନାୟକ ଜରିମାନା ଦଣ୍ଡ ପାଇଛନ୍ତି।

କୋଲକାତା ଇଡେନ ଗାର୍ଡେନ ମଇଦାନରେ ଖେଳାଯାଇଥିବା ମୁକାବିଲାରେ କେକେଆର୍‌ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୨୨୩ ରନ୍‌ କରିଥିଲା। ଏବେ ରାଜସ୍ଥାନ ସମ୍ମୁଖରେ ୨୨୪ ରନ୍‌ର ବିଜୟଲକ୍ଷ୍ୟ ରହିଥିଲା। ଜୋସ ବଟଲର୍‌ ଏକ ଶତକ ସହ ଦଳ ଟାର୍ଗେଟ ହାସଲ କରିନେଇଥିଲା। ଆଇପିଏଲ୍‌ ଇତିହାସରେ ଦ୍ୱିତୀୟ ଥର ଲାଗି ୨୨୪ ରନ୍‌ର ଟାର୍ଗେଟ କୌଣସି ଦଳ ପୂରଣ କରିଥିଲା।

ମ୍ୟାଚ୍‌ ଶେଷ ହେବା ପରେ ଆଇପିଏଲ୍‌ ପକ୍ଷରୁ ଏକ ପ୍ରେସ୍‌ ବିଜ୍ଞପ୍ତି ଜାରି କରାଯାଇ ଆୟର ସ୍ଳୋ ଓଭର ରେଟିଂରେ ଦୋଷୀ ବୋଲି କୁହାଯାଇଥିଲା। ଏହା ତାଙ୍କର ପ୍ରଥମ ଅପରାଧ ହୋଇଥିବାରୁ ତାଙ୍କ ଉପରେ ୧୨ ଲକ୍ଷ ଟଙ୍କାର ଜରିମାନା ଲଗାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri