Posted inଖେଳ

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ ସସ୍‌ପେନ୍ସ ଲାଗି ରହିଛି। ଏସବୁ ମଧ୍ୟରେ ଋଷଭ ପନ୍ତଙ୍କଠାରୁ ଆରମ୍ଭ କରି ସୌରଭ ଗାଙ୍ଗୁଲି ଏବଂ ରିକି ପଣ୍ଟିଂ ଉଭୟଙ୍କ କହିବା ମୁତାବକ ପନ୍ତଙ୍କୁ ଚୟନ କରାଯିବା ଉଚିତ। ନଚେତ ଭାରତର ମୁକାବିଲା ଉପରେ ଏହାର ବଡ଼ ପ୍ରଭାବ ପଡ଼ିପାରେ।
ବର୍ତ୍ତମାନ ଆଇପିଏଲ୍‌ ୨୦୨୪ ଖେଳୁଛନ୍ତି ପନ୍ତ। ଏଥିରେ ସେ ଭଲ ପ୍ରଦର୍ଶନ ମଧ୍ୟ କରୁଛନ୍ତି। ଦୁର୍ଘଟଣା ପୂର୍ବରୁ ସେ ଯେଉଁଭଳି ପ୍ରଦର୍ଶନ କରୁଥିଲେ ସେଭଳି ଫିଟ୍‌ ଥିବା ସ୍ପଷ୍ଟ ହେଉଛି। ବ୍ୟାଟିଂରେ ବି ହିଟ୍‌ ଅଛନ୍ତି। କେବଳ ନେତୃତ୍ୱ ନେବାରେ ସେ ବିଫଳ ହେବା ନଜର ଆସୁଛନ୍ତି।
ଗାଙ୍ଗୁଲି କହିଛନ୍ତି, ମୁଁ ଭାବୁଛି ତାଙ୍କୁ ଦଳରେ ହେବା ଉଚିତ। କେବଳ ୧୫ ଖେଳାଳି ଚୟନ ହେବା ଉଚିତ। ହେଲେ ଯେମିତିକି ପ୍ରତି ଖେଳରେ ହୋଇଥାଏ ଆପଣଙ୍କୁ ଆପଣଙ୍କଠାରୁ ଭଲ ଖେଳାଳିଙ୍କୁ ବାଛିବା ଆବଶ୍ୟକତା ପଡ଼ିଥାଏ। ପନ୍ତଙ୍କଠାରେ ସେ ଦକ୍ଷତା ରହିଛି।
ସେହିଭଳି ଟି୨୦ ବିଶ୍ୱକପ୍‌ରେ ପନ୍ତ ନିଜର ସ୍ଥାନ ପାଇବେ ବୋଲି ଆଶା ଥିବା ପଣ୍ଟିଂ କହିଛନ୍ତି। ସେ ବହୁତ ଭଲ ଖେଳାଳି। ଯଦି ତାଙ୍କର ଚୟନ କରାଯାଇଛି ତେବେ ଭାରତର ମ୍ୟାଚ୍‌ ଉପରେ ପ୍ରଭାବ ପଡ଼ିପାରେ।

Enter your email to get our daily news in your inbox.

All Right Reserved By Dharitri.Com

ରାଇପାହାଡ଼ରେ ଆନ୍ଧ୍ର ନେତା: ଆନ୍ଧ୍ର ଯୋଜନାରେ ସାମିଲ ପାଇଁ ପ୍ରଲୋଭନ

ନନ୍ଦପୁର/ପାଡୁଆ,୬ା୨(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାନ୍ତ ଗୋଲୁର ପଞ୍ଚାୟତ ରାଇପାହାଡ଼ ଗ୍ରାମରେ ଆନ୍ଧ୍ରପ୍ରଦେଶ ନେତାମାନେ ଗୁରୁବାର ବୈଠକ କରିଛନ୍ତି। ଆନ୍ଧ୍ରର…

ସରକାରଙ୍କ ବଡ଼ ନିଷ୍ପତ୍ତି: ଓଟଙ୍କୁ ମିଳିବ ପାସପୋର୍ଟ

ରିଆଦ୍‌,୬ା୨:ଓଟଙ୍କୁ ନେଇ ସାଉଦି ଆରବ ସରକାର ଏଭଳି ଏକ ନିଷ୍ପତ୍ତି ନେଇଛନ୍ତି, ଯାହାକି ସାରା ଙ୍କ ପକ୍ଷରୁ ପାସ୍‌ପୋର୍ଟ ଦିଆଯିବ। ପାରମ୍ପରିକ ଏବଂ ଅର୍ଥନୈତିକ ଦୃଷ୍ଟିରୁ ସାଉଦି…

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ WPL ଚାମ୍ପିଅନ୍, ଲଗାତାର ଚତୁର୍ଥ ଥର ଫାଇନାଲ୍ ହାରିଲା ଦିଲ୍ଲୀ

ଭଦୋଦରା,୫।୨: ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ର ରୋମାଞ୍ଚକର ଫାଇନାଲ୍ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୬ ୱିକେଟରେ ପରାସ୍ତ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଦ୍ୱିତୀୟ…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ଲୁଚି ଲୁଚି ଏହି ଅଭିନେତ୍ରୀଙ୍କ ସହ ନିର୍ବନ୍ଧ କଲେ ଏଲଭିଶ ଯାଦବ, ଫଟୋ ଭାଇରାଲ

ମୁମ୍ବାଇ: ଲୋକପ୍ରିୟ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅଭିନେତ୍ରୀ ଜିଆ ଶଙ୍କରଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ନିକଟରେ ଏଲଭିଶ ଏକ ରହସ୍ୟମୟ…

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri