![](https://www.dharitri.com/wp-content/uploads/2024/04/pant.png)
![](https://www.dharitri.com/wp-content/uploads/2024/04/pant.png)
![](https://www.dharitri.com/wp-content/uploads/2024/07/54-3.jpg)
ଆଜି ଭାରତ-ଶ୍ରୀଲଙ୍କା ମ୍ୟାଚ୍
ପାଲିକେଲ, ୨୭।୭: ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ସୀମିତ ଓଭର ସିରିଜ ଶନିବାରଠାରୁ ଆରମ୍ଭ ହେବ। ଭ୍ରମଣକାରୀ ଦଳ ନୂଆ କୋଚ୍ ଗୌତମ ଗମ୍ଭୀର...
![](https://www.dharitri.com/wp-content/uploads/2024/07/4-53.jpg)
୫୮ ବର୍ଷରେ ଅଲିମ୍ପିକ୍ସ ଡେବ୍ୟୁ କଲେ ଏହି ଖେଳାଳି
ସାଣ୍ଟିଆଗୋ,୨୬ା୭: ଚିଲିର ଟେବୁଲ ଟେନିସ୍ ଖେଳାଳି ଝେଙ୍ଗ ଝିୟିଙ୍ଗ ୫୮ ବର୍ଷ ବୟସରେ ଅଲିମ୍ପିକ୍ସ ପଦାର୍ପଣ କରିବାକୁ ଯାଉଛନ୍ତି। ଚାଇନାରେ ଜନ୍ମ ନେଇଥିବା ଏହି ଖେଳାଳି...
![](https://www.dharitri.com/wp-content/uploads/2024/07/3-57.jpg)
ଆଜି ନ୍ୟୁଜିଲାଣ୍ଡ ବିପକ୍ଷରୁ ଭାରତର ଅଭିଯାନ ଆରମ୍ଭ
ପ୍ୟାରିସ, ୨୭।୭ : ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ହକି ଦଳର ଅଭିଯାନ ଶନିବାର ଆରମ୍ଭ ହେବ। ଟୋକିଓ ଅଲିମ୍ପିକ୍ସ ବ୍ରୋଞ୍ଜ ମେଡାଲିଷ୍ଟ ଭାରତର ପ୍ରଥମ ପ୍ରତିଦ୍ୱନ୍ଦ୍ୱୀ...
![](https://www.dharitri.com/wp-content/uploads/2024/07/2-61.jpg)
୧୭ ଶୁଟରଙ୍କ ପଦାର୍ପଣ
ପ୍ୟାରିସ୍,୨୭।୭: ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ ଆରମ୍ଭ ହୋଇସାରିଥିବା ବେଳେ ଶନିବାର ଭାରତୀୟ ଶୁଟିଂ ଦଳ ଏହାର ଅଭିଯାନ ଆରମ୍ଭ କରିବ। ଭାରତ ଅଲିମ୍ପିକ୍ସରେ ସମୁଦାୟ ୩୫ଟି...
![](https://www.dharitri.com/wp-content/uploads/2024/07/gill-1.jpg)
ଭବିଷ୍ୟତରେ ଟିମ୍ ଇଣ୍ଡିଆର ୩ ଫର୍ମାଟର ଅଧିନାୟକ ହେବେ ଗିଲ! ଟି୨୦- ଦିନିକିଆ ପରେ ଏବେ…
ନୂଆଦିଲ୍ଲୀ,୨୬।୭: ଭାରତୀୟ କ୍ରିକେଟ ଟିମ୍ର ୨୪ ବର୍ଷୀୟ ଓପନର ବ୍ୟାଟ୍ସମ୍ୟାନ୍ ଶୁଭମନ ଗିଲଙ୍କୁ ନିକଟରେ ଶ୍ରୀଲଙ୍କା ଗସ୍ତ ଲାଗି ଦିନିକିଆ ଏବଂ ଟି୨୦ରେ ଭାରତର ଉପଅଧିନାୟକ...
![](https://www.dharitri.com/wp-content/uploads/2024/07/89-4.jpg)
ବାଂଲାଦେଶକୁ ହରାଇ ଫାଇନାଲରେ ଭାରତ
ଦାମ୍ବୁଲା,୨୬ା୭: ବାଂଲାଦେଶକୁ ୧୦ ଉଇକେଟରେ ପରାସ୍ତ କରି ଗତଥରର ଚାମ୍ପିୟନ ଭାରତ ମହିଳା ଟି୨୦ କ୍ରିକେଟ ଏସିଆ କପ୍ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛି। ପ୍ରଥମେ...
![](https://www.dharitri.com/wp-content/uploads/2024/07/SY.jpg)
‘କ୍ରିକେଟ କେବଳ ଏକ ଖେଳ, ଜୀବନ ନୁହେଁ…’ ଅଧିନାୟକ ହେବା ପରେ…
ନୂଆଦିଲ୍ଲୀ,୨୬।୭:ଶ୍ରୀଲଙ୍କା ବିପକ୍ଷରେ ଭାରତୀୟ କ୍ରିକେଟ ଟିମ୍ ପ୍ରଥମ ମ୍ୟାଚ୍ ଜୁଲାଇ ୨୭,୨୦୨୪ରୁ ଖେଳିବ। ମ୍ୟାଚ୍ ପୂର୍ବରୁ ଭାରତୀୟ ଟି୨୦ ଟିମ୍ର ନବନିଯୁକ୍ତ ଅଧିନାୟକ ସୂର୍ଯ୍ୟକୁମାର ଯାଦବ...
![](https://www.dharitri.com/wp-content/uploads/2024/07/dht-thumb-15.png)
କ୍ୟାପ୍ଟେନ୍ଙ୍କ ଆଗରେ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ହେଲେ ନମ଼୍ବର ୧
ନୂଆଦିଲ୍ଲୀ, ୨୬।୦୭: ଭାରତୀୟ ମହିଳା କ୍ରିକେଟ୍ ଟିମ୍ରେ ଟି-୨୦ ଅନ୍ତର୍ଜାତୀୟ ଫର୍ମାଟ୍ରେ ସବୁଠାରୁ ଅଧିକ ରନ୍ କରିଥିବା ଖେଳାଳି ଭାବେ ବ୍ୟଟ୍ସମ୍ୟାନ୍ ହରମନ୍ପ୍ରୀତ କୌରଙ୍କ ନାମରେ...
Archives
![Why Dharitri](https://www.dharitri.com/wp-content/themes/dharitri/images/1.jpeg)