Posted inଖେଳ

ଆଇପିଏଲ୍‌ ପୂର୍ବରୁ ନୂଆ ଲୁକ୍‌ରେ କିଙ୍ଗ୍‌ କୋହଲି, ‘ଆଇବ୍ରୋ କଟ୍‌’ ଦେଖି…

ନୂଆଦିଲ୍ଲୀ,୧୯।୩: ଦୀର୍ଘ ଦୁଇ ମାସର ବ୍ୟବଧାନ ପରେ କ୍ରିକେଟ ମଇଦାନକୁ ଫେରିବାକୁ ଯାଉଛନ୍ତି ବିରାଟ କୋହଲି। ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଜବରଦସ୍ତ ପ୍ରଦର୍ଶନ ଲାଗି ସେ ପୂରା ପ୍ରସ୍ତୁତ। ଏହା ପୂର୍ବରୁ ତାଙ୍କର ନୂଆ ଲୁକ୍‌ ସୋସିଆଲ ମିଡିଆରେ ଭାଇରାଲ ହେଉଛି, ଯାହାକୁ ଦେଖି ଆର୍‌ସିବି ପ୍ରଶଂସକମାନେ ‘କିଲର୍‌’ ବୋଲି କହିବା ଆରମ୍ଭ କରିଛନ୍ତି। ତେବେ ନୂଆ ଟୁର୍ନମେଣ୍ଟ ନଚେତ ସିରିଜ ଲାଗି ନିଜର ମେକ୍‌ଓଭର ପରମ୍ପରାକୁ କୋହଲି ଜାରି ରଖି ନୂଆ ଲୁକ୍‌ କ୍ରିଏଟ୍‌ କରିଛନ୍ତି।

ଆଇପିଏଲ୍‌ ୨୦୨୪ ପୂର୍ବରୁ କୋହଲିଙ୍କୁ ଖ୍ୟାତନାମା ସେଲିବ୍ରିଟି ହେୟାରଷ୍ଟାଇଲିସ୍‌ ଆଲିମ ହକିମ ନୂଆ ଲୁକ୍‌ ଦେଇଛନ୍ତି। ଏହାର ଫଟୋ ହେୟାରଷ୍ଟାଇଲିଷ୍ଟ ନିଜର ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ବିଶେଷକରି କୋହଲି ନିଜର ଆଇବ୍ରୋ କାଟିଥିବାରୁ ତାହା ଚର୍ଚ୍ଚାରେ ରହିଛି। ଆଗାମୀ ଆଇପିଏଲ୍‌ରେ ଏହି ଲୁକ୍‌ର ନକଲ କିଛି ପ୍ରଶଂସକ ନିଶ୍ଚିତ ଭାବେ କରିବେ ବୋଲି କୁହାଯାଉଛି।

କହିରଖୁଛୁ, ଆର୍‌ସିବି ଚେନ୍ନାଇ ବିପକ୍ଷରେ ଆଇପିଏଲ୍‌ର ପ୍ରଥମ ମ୍ୟାଚ୍‌ ଖେଳିବ। ବୁଧବାର ଟିମ୍‌ ପ୍ରାରମ୍ଭିକ ମ୍ୟାଚ୍‌ ଲାଗି ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି।

 

View this post on Instagram

 

A post shared by Aalim Hakim (@aalimhakim)


Enter your email to get our daily news in your inbox.

All Right Reserved By Dharitri.Com

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri