Posted inଖେଳ

ବ୍ୟାଟିଂ କରୁଛି ଆର୍‌ସିବି: ଫର୍ମରେ କୋହଲି

ଜୟପୁର,୬।୪: ଆଇପିଏଲ୍‌ ୨୦୨୪ର ୧୯ତମ ମୁକାବିଲା ରାଜସ୍ଥାନ ରୟାଲ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୁରୁ ମଧ୍ୟରେ ଶନିବାର ଖେଳାଯାଉଛି। ଏହି ମୁକାବିଲା ଜୟପୁରର ସବାଇ ମାନସିଂ ଷ୍ଟାଡିୟମରେ ଖେଳାଯାଉଛି। ତେବେ ମ୍ୟାଚ୍‌ରେ ରାଜସ୍ଥାନ ଟସ୍‌ ଜିତି ପ୍ରଥମେ ବୋଲିଂ କରିବା ନିଷ୍ପତ୍ତି ନେଇଛି। ଏଯାବତ ଆର୍‌ସିବି ୧୨ ଓଭରରେ ବିନା କୌଣସି ଉଇକେଟ ହରାଇ ୧୦୭ ରନ୍‌ କରିବାରେ ସଫଳ ହୋଇଛି। ଓପନର୍‌ ବିରାଟ କୋହଲି(୫୯) ଏବଂ ଫାଫ୍‌ ଡୁ ପ୍ଲେିସିସ୍‌(୩୯) ରନ୍‌ କରି ମଇଦାନରେ ଅଛନ୍ତି।

ହୋମ୍‌ ଗ୍ରାଉଣ୍ଡ ହେବା ଯୋଗୁ ମଇଦାନରେ ରାଜସ୍ଥାନ ନିଜର ଦମ୍‌ ଦେଖାଇବ ବୋଲି ଆଶା କରାଯାଉଛି। ଅଙ୍କ ତାଲିକା ଦେଖିଲେ ରାଜସ୍ଥାନ ଟିମ୍‌ ୩ ବିଜୟ ଏବଂ ୬ ଅଙ୍କ ସହ ପଏଣ୍ଟ ଟେବୁଲର ଦ୍ୱିତୀୟ ସ୍ଥାନରେ ଅଛି। ସେହିଭଳି ଆର୍‌ସିବି ଟିମ୍‌ ୧ ବିଜୟ ଏବଂ ୨ ଅଙ୍କ ସହ ଟେବୁଲର ୮ନଂ ସ୍ଥାନରେ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri