Posted inଖେଳ

ସୁପରମ୍ୟାନ୍‌ ଭଳି ପୋଷାକ ପିନ୍ଧି ବିମାନବନ୍ଦରରେ ବୁଲିଲେ ଈଶାନ କିଶନ, ଜାଣନ୍ତୁ କାରଣ… 

ନୂଆଦିଲ୍ଲୀ,୩।୪: ଆଇପିଏଲ୍‌ରେ ଗୋଟିଏ ପଟେ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଦର୍ଶନ ନୈରାଶ୍ୟଜନକ ଥିବା ବେଳେ ଦଳର ସବୁଠୁ ମହଙ୍ଗା ଖେଳାଳିଙ୍କ ଭିନ୍ନ ଲୁକ୍‌ ଚର୍ଚ୍ଚାରେ ରହିଛି। ସୁପରମ୍ୟାନ୍‌ ଭଳି ପୋଷାକ ପିନ୍ଧି ଈଶାନ କିଶନ ବୁଲୁଥିବା ନଜର ଆସିଛନ୍ତି। ଏହାଦେଖି ଅନେକେ ଚକିତ ହୋଇଯାଇଛନ୍ତି। କିଛି ତାଙ୍କୁ ଟ୍ରୋଲ କରିବାକୁ ପଛାଇ ନାହାନ୍ତି। ତେବେ ଦଣ୍ଡ ମିଳିଥିବାରୁ ଈଶାନ  ଏଭଳି ମଜାଦାର ପୋଷାକ ପିନ୍ଧି ବୁଲୁଥିବା ଜଣାପଡ଼ିଛି।
ଆଇପିଏଲ୍‌ ୨୦୨୪ର ଆଗାମୀ ମ୍ୟାଚ୍‌ରେ ମୁମ୍ବାଇ ଦିଲ୍ଲୀ କ୍ୟାପିଟାଲ୍ସକୁ ଭେଟିବ। ଏହାପୂର୍ବରୁ ଖେଳାଳିମାନଙ୍କୁ କିଛି ସମୟର ବିରତି ଦିଆଯାଇଥିଲା। ଏମିତିରେ ସମସ୍ତ ଖେଳାଳି ମୁମ୍ବାଇ ବିମାନବନ୍ଦରରେ ଏଣେତେଣେ ବୁଲୁଥିବା ନଜର ଆସିଥିଲେ। ହେଲେ ଈଶାନଙ୍କ ଲୁକ୍‌ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ଏକ ସୁପରମ୍ୟାନ୍‌ ଭଳି ପୋଷାକ ପିନ୍ଧିଥିଲେ, ସେଥିରେ ମୁମ୍ବାଇ ଇଣ୍ଡିଆନ୍ସ ଲେଖାଯାଇଥିଲା।
କ୍ରିକେଟରଙ୍କୁ ମୁମ୍ବାଇ ମ୍ୟାନେଜମେଣ୍ଟ ଏଭଳି ଦଣ୍ଡ ଦେଇଥିଲା। ଟିମ୍‌ର ନିୟମ ମୁତାବକ, ମିଟିଂରେ ବିଳମ୍ବରେ ପହଞ୍ଚିଥିବା ଖେଳାଳିଙ୍କୁ ଆଗାମୀ ଯାତ୍ରା ସମୟରେ ସୁପରମ୍ୟାନ୍‌ ସୁଟ୍‌ ପିନ୍ଧିବା ଆବଶ୍ୟକ ଅଟେ। ଏଥିଲାଗି ଈଶାନ ଏଭଳି ପୋଷାକ ପିନ୍ଧିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri