Posted inଖେଳ

ଖେଳ ଉପରେ କେହି ନୁହନ୍ତି, ଖେଳ ହିଁ ସର୍ବୋତ୍ତମ, କହିଲେ କ୍ରୀଡ଼ାମନ୍ତ୍ରୀ…

ନୂଆଦିଲ୍ଲୀ, ୧୫।୧୨: ଭାରତୀୟ କ୍ରିକେଟ ଟିମ୍‌ ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ପ୍ରସ୍ତୁତ ହେଉଛି। କିନ୍ତୁ ଏହାପୂର୍ବରୁ ଅଧିନାୟକତ୍ୱକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ବିରାଟ କୋହଲିଙ୍କୁ ଏକଦିବସୀୟ ଅଧିନାୟକତ୍ୱରୁ ହଟାଯିବା ଏବଂ ରୋହିତ ଶର୍ମାଙ୍କୁ ଟେଷ୍ଟ ସିରିଜରୁ ବାଦ ଦିଆଯିବା ପରଠାରୁ ଅନେକ କଳ୍ପନାଜଳ୍ପନା ଜାରି ରହିଛି। କେତେକ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ବିରାଟ ଏବଂ ରୋହିତଙ୍କ ମଧ୍ୟରେ ଅଧିନାୟକତ୍ୱକୁ ନେଇ ମତଭେଦ ବଢ଼ିଚାଲିଛି।
ଏହି ଘଟଣାରେ ଭାରତୀୟ କ୍ରିକେଟ ବୋର୍ଡ ପକ୍ଷରୁ କୌଣସି ଅଫିସିଆଲ ବିବୃତ୍ତି ଦିଆଯାଇନାହିଁ। କିନ୍ତୁ ଇତି ମଧ୍ୟରେ କ୍ରୀଡ଼ା ମନ୍ତ୍ରୀ ଅନୁରାଗ ଠାକୁର ଏହି ପୁରା ବିବାଦ ଉପରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି।

ଦୁଇ ଅଧିନାୟକଙ୍କ ମଧ୍ୟରେ ମତଭେଦ ବିଷୟରେ ଠାକୁରଙ୍କୁ ପଚରା ଯିବାରୁ, ସେ କହିଥିଲେ ଯେ ଖେଳଠାରୁ କେହି ବଡ଼ ନୁହଁନ୍ତି, କେହି ଖେଳ ଉପରେ ନୁହନ୍ତି,ଖେଳ ହିଁ ସର୍ବୋତ୍ତମ । ଖେଳାଳିଙ୍କ ମଧ୍ୟରେ କ’ଣ ଘଟିଛି ମୁଁ କୌଣସି ସୂଚନା ଦେଇ ପାରିବି ନାହିଁ। ସେମାନଙ୍କ ସହ ଜଡିତ ଆସୋସିଏଶନ କିମ୍ବା ଅନୁଷ୍ଠାନର ଏହା ହେଉଛି ଦାୟିତ୍ୱ। ସେମାନେ ଏହା ଉପରେ ସୂଚନା ଦେବା ଠିକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ବଡ଼ ପ୍ରତିଜ୍ଞା କରିଦେଲେ ଅନୁପମ ଖେର: ପ୍ରଶଂସକ ଚକିତ

ବଲିଉଡ ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ କରିଛି। କିଏ ନିଜ ପରିବାର ସହିତ ସମୟ ବିତାଉଛନ୍ତି, ଆଉ କିଏ ମନ୍ଦିରରେ ପ୍ରାର୍ଥନା କରି ଆଶୀର୍ବାଦ ନେଉଛନ୍ତି। ଅଭିନେତା...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

ବିମାନ ଉଡ଼ାଇବା ପୂର୍ବରୁ ମଦ ପିଇଦେଇଥିଲେ ଏୟାରଇଣ୍ଡିଆ ପାଇଲଟ: ଆଉ ତା’ପରେ…

ଓଟାଓ୍ବା,୧।୧: କାନାଡାର ଭାନକୁଭର ବିମାନବନ୍ଦରରେ ଜଣେ ଏୟାର ଇଣ୍ଡିଆ ପାଇଲଟଙ୍କୁ ନିଶାସକ୍ତ ଅବସ୍ଥାରେ ଅଟକ ରଖାଯାଇଛି। ଡିସେମ୍ବର ୨୩, ୨୦୨୫ରେ ଭାନକୁଭର-ଦିଲ୍ଲୀ (ଭିଏନା ଦେଇ) ଉଡ଼ାଣ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

ନୂଆବର୍ଷରେ ଭାଇରାଲ ହେଲା ସ୍ମୃତି ମନ୍ଧାନାଙ୍କ ପୋଷ୍ଟ, ଗୋଟିଏ ଧାଡିରେ ଲେଖିଦେଲେ ମନର କଥା

ନୂଆଦିଲ୍ଲୀ,୧।୧: ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପାଇଁ ୨୦୨୫ ବର୍ଷ ଏକ ରୋଲରକୋଷ୍ଟର ଯାତ୍ରାଠାରୁ କମ ନଥିଲା। କ୍ରିକେଟ କ୍ଷେତ୍ରରେ ମନ୍ଧାନା...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri