ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ପ୍ରାକ୍ତନ କ୍ରୀଡ଼ା ପ୍ରଶିକ୍ଷକ ପି.ଆନନ୍ଦ ରାଓ ଯୋଗଦେଇ କାର୍ଯ୍ୟକ୍ରମ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ସେ କହିଥିଲେ ଯେ, ସୁନ୍ଦର ସ୍ବାସ୍ଥ୍ୟ ପାଇଁ କ୍ରୀଡ଼ା ନିହାତି ଆବଶ୍ୟକ। ନିୟମିତ ଖେଳକୁଦ ଅଭ୍ୟାସ ସ୍ବାସ୍ଥ୍ୟକୁ ସୁସ୍ଥ ରଖିଥାଏ ବୋଲି ରାଓ କହିଥିଲେ।
ସମ୍ମାନିତ ଅତିଥି ଭାବେ ପ୍ରାକ୍ତନ ପ୍ରଧାନ ଆଚାର୍ଯ୍ୟ ବୃନ୍ଦାବନ ପାଣିଗ୍ରାହୀ ଶର୍ମା, ସହ ସମ୍ପାଦକ ଗଙ୍ଗାଧର ଦାଶ ଯୋଗ ଦେଇଥିଲେ। କ୍ରୀଡ଼ା ପ୍ରତିଯୋଗୀଙ୍କ ମଧ୍ୟରେ ୧୦୦ମି ଦୌଡ଼,୨୦୦ ମି ଦୌଡ଼ ୪୦୦ମି ଦୌଡ଼ ,୮୦୦ ମି ଦୌଡ଼,୧୫୦୦ ମି ଦୌଡ଼, ୩୦୦୦ମି ଦୌଡ଼ ,ବାଧା ଦୌଡ଼,ଲମ୍ବା ଡିଆଁ,ଉଚ୍ଚ ଡିଆଁ, ଗୋଳା ଫିଙ୍ଗା,ଥାଳିଆ ଫିଙ୍ଗା ,ବର୍ଚ୍ଛା ଫିଙ୍ଗା ଇତ୍ୟାଦି କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ପ୍ରଧାନ ଆଚାର୍ଯ୍ୟ ପୂର୍ଣ୍ଣଚନ୍ଦ୍ର ପଣ୍ଡା ,ସହ ପ୍ରଧାନ ଆଚାର୍ଯ୍ୟ ଉତ୍ତମ କୁମାର ମହାରଣା ଏବଂ ଶାରୀରିକ ପ୍ରମୁଖ ସୁଶାନ୍ତ କୁମାର ବେହେରା , ବିକାଶ କୁମାର ଗୌଡ଼ ଖେଳକୁ ପରିଚାଳନା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri