ଓଡ଼ିଶାରେ କ୍ରୀଡ଼ା ମହାକୁମ୍ଭ: ଆଜିଠୁ ବିଶ୍ୱ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍‌ ବ୍ରୋଞ୍ଜ ଆରମ୍ଭ

ଭୁବନେଶ୍ୱର, ୧୦।୮: ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଆଜିଠୁ ଆରମ୍ଭ ହେଉଛି ବିଶ୍ୱସ୍ତରୀୟ କ୍ରୀଡ଼ା ମହାକୁମ୍ଭ। ପ୍ରଥମ ଥର ପାଇଁ ଭାରତରେ ଆୟୋଜିତ ହେଉଛି ଓ୍ବାଲର୍‌ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍‌ ବ୍ରୋଞ୍ଜ ଚାମ୍ପିଆନସିପ। ଏହି ପ୍ରତିଯୋଗିତା ଭୁବନେଶ୍ୱରର ଐତିହାସିକ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବ, ଯେଉଁଠାରେ ୧୭ଟି ଦେଶରୁ ପ୍ରାୟ ୨୨୫ ଜଣ ପ୍ରତିଯୋଗୀ ୧୯ଟି ଭିନ୍ନ ଇଭେଣ୍ଟରେ ଅଂଶଗ୍ରହଣ କରିବେ।

Image

ଏହି ବିଶ୍ୱସ୍ତରୀୟ ଟୁର୍ଣ୍ଣାମେଣ୍ଟରେ ଭାଗ ନେବା ପାଇଁ ଦେଶ ଓ ବିଦେଶର ଖେଳାଳିମାନେ ଓଡ଼ିଶାରେ ପହଞ୍ଚି ସାରିଛନ୍ତି। ଓଡ଼ିଶାରୁ ମଧ୍ୟ ୪ ଜଣ ଖେଳାଳି ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରୁଛନ୍ତି, ଯାହା ରାଜ୍ୟ ପାଇଁ ଏକ ଗର୍ବର ବିଷୟ। କଳିଙ୍ଗ ଷ୍ଟାଡିୟମ, ଯାହା ପୂର୍ବରୁ ଅନେକ ଆନ୍ତର୍ଜାତୀୟ କ୍ରୀଡ଼ା ଆୟୋଜନରେ ସଫଳତା ହାସଲ କରିଛି, ଏଥର ମଧ୍ୟ ଏହି ମହାକୁମ୍ଭର ମୁଖ୍ୟ ମଞ୍ଚ ହେବ। ଖେଳାଳିମାନେ ଏକାଧିକ ଇଭେଣ୍ଟ ଯଥା ଦୌଡ଼, ଜମ୍ପ, ଥ୍ରୋ ଆଦିରେ ନିଜର କୌଶଳ ପ୍ରଦର୍ଶନ କରି ମେଡାଲ ହାସଲ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରିବେ।

Image


Enter your email to get our daily news in your inbox.

All Right Reserved By Dharitri.Com

ଜସପ୍ରିତ ବୁମରା ଏବଂ ଅକ୍ଷର ପଟେଲଙ୍କ ଦରମା ବଢ଼ାଇବ BCCI, ମିଳିବ ଏତେ କୋଟି

ନୂଆଦିଲ୍ଲୀ,୧୮।୩: ଜସପ୍ରିତ ବୁମରାହ ଏବଂ ଅକ୍ଷର ପଟେଲ ନିରନ୍ତର ଭଲ ପ୍ରଦର୍ଶନ କରିଆସୁଛନ୍ତି । ଏହା ସତ୍ତ୍ୱେ, କେନ୍ଦ୍ରୀୟ ଚୁକ୍ତିନାମା ଅନୁଯାୟୀ ସେମାନଙ୍କର ଦରମା ହ୍ରାସ କରାଯାଇଥିଲା।…

ଆମକୁ ଭଲ ପାଉଥିଲେ, କିନ୍ତୁ ମୋଦିଙ୍କୁ ବିବାହ କଲେ: ସଂସଦରେ କାହାକୁ ଏମିତି କହିଲେ ଖାର୍ଗେ

ନୂଆଦିଲ୍ଲୀ,୧୮।୩: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଅବସରପ୍ରାପ୍ତ ରାଜ୍ୟ ସଭା ଏମ୍‌ପିମାନଙ୍କୁ ବିଦାୟ ଦେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ରାଜନୀତି ଏବଂ ସାର୍ବଜନୀନ ଜୀବନରେ…

ଆତ୍ମବିଶ୍ୱାସ ରହିଲେ ସଫଳତା ମିଳିବ, ଛାତ୍ରୀଛାତ୍ରଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି…

ଭଞ୍ଜନଗର,୧୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଶିକ୍ଷା ବିଭାଗ ଯୁକ୍ତ ୩ ଶେଷବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯିବା…

ଖାର୍ଗେଙ୍କୁ ପ୍ରଶଂସା କଲେ ମୋଦି: ସଂସଦରେ ଖେଲିଗଲା…

ନୂଆଦିଲ୍ଲୀ,୧୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାରେ ବିଦାୟୀ ସଂସଦ ସଦସ୍ୟମାନଙ୍କୁ ସମ୍ବୋଧିତ କରିଥିଲେ। ତାଙ୍କ ଭାଷଣରେ ସେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ, ପୂର୍ବତନ…

ପୁଣି SCB ମେଡିକାଲରେ ଅଘଟଣ: ଜଳିଲା ଇଲେକ୍ଟ୍ରି ବୋର୍ଡ

କଟକ,୧୮।୩: ପୁଣି SCB ମେଡିକାଲରେ ଅଘଟଣ। ଶର୍ଟସର୍କିଟରୁ ନନ ଟ୍ରମା କେୟାରରେ ଏକ ଇଲେକ୍ଟ୍ରି ବୋର୍ଡ ଜଳିଯାଇଛି। କିଛି ଅଘଟଣ ପୂର୍ବରୁ ଅଗ୍ନିଶମ କର୍ମଚାରୀ ଆୟତ୍ତ କରିଛନ୍ତି।…

ପ୍ରଥମ ପର୍ଯ୍ୟାୟ ଜନଗଣନା ପାଇଁ ପ୍ରଶିକ୍ଷଣ ଆରମ୍ଭ: ନୀତି ନିୟମ ଉପରେ ଗୁରୁତ୍ୱ ଦେଇ…

କର୍ଲାମୁଣ୍ଡା,୧୮ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟଠାରେ କର୍ଲାମୁଣ୍ଡା ତହସିଲ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ଜନଗଣନା…

ବେଆଇନ ଇଟାଭାଟି ଉଚ୍ଛେଦ କଲା ପ୍ରଶାସନ

ପରଜଙ୍ଗ,୧୮ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ଗ୍ରାମ ଝରାସାଇ ନିକଟରେ ହୋଇଥିବା ଏକ ବେଆଇନ ଇଟାଭାଟି ସହିତ ଗଢ଼ା ହୋଇଥିବା କିଛି ଇଟାକୁ ପ୍ରଶାସନ…

ନଳକୂପରୁ ବାହାରୁଛି ଗୋଳିଆ ପାଣି, କୂଅରୁ ପାଣି ଆଣିବା ପାଇଁ ଦୂରକୁ ଯିବାକୁ ପଡୁଛି

ଦାରିଙ୍ଗବାଡ଼ି,୧୮ା୩(ଅରୁଣ ସାହୁ): ଏବେ ଶୀତ ଯାଇ ଗ୍ରୀଷ୍ମ ଆସିଲା ଚାରିଆଡ଼େ ପିଇବା ପାଣି ଟିକେ ପାଇଁ ସଂଘର୍ଷ କରିବାକୁ ପଡୁଛି। ଯେଉଁଠି ପାଇପ୍‌ ଯୋଗେ ଜଳ ଯୋଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri