Posted inଖେଳ

ବଜରଙ୍ଗ ପୁନିଆ, ଦୀପକଙ୍କ ବିଦେଶୀ ପ୍ରଶିକ୍ଷଣକୁ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ,୨୩।୮: କ୍ରୀଡା ମନ୍ତ୍ରଣାଳୟର ମିଶନ ଅଲିମ୍ପିକ ସେଲ( ଏମ୍‌ଓସି) କୁସ୍ତି ଖେଳାଳି ବଜରଙ୍ଗ ପୁନିଆ ଏବଂ ଦୀପକ ପୁନିଆଙ୍କ ଫିଟନେସ ସାର୍ଟିଫିକେଟ ପ୍ରଦାନ କରିବା ଉପରେ ତାଙ୍କୁ ବିଶ୍ୱ ଚାମ୍ପିୟନଶିପର ଟ୍ରାଏଲରେ ଭାଗ ନ ନେବା ଏବଂ ଏସିଆନ ଗେମ୍ସ ପର୍ଯ୍ୟନ୍ତ ବିଦେଶରେ ପ୍ରଶିକ୍ଷଣ ନେବା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି।

ସ୍ପୋର୍ଟସ ଅଥରିଟି ଅଫ ଇଣ୍ଡିଆ ଚାହୁଁଥିଲା ଯେ, ଅଲିମ୍ପିକ ପଦକ ବିଜେତା ରେସଲର ବଜରଙ୍ଗ ବିଶ୍ୱ ଚାମ୍ପିୟନଶିପର ଟ୍ରାଏଲରେ ସାମିଲ ହୁଅନ୍ତୁ ଏବଂ ଯଦି ସେ ପଟିଆଲାରେ ଏହି ସପ୍ତାହରେ ହେବାକୁ ଥିବା ଏହି ଟ୍ରାଏଲରୁ ମୁକ୍ତ ହେବାକୁ ଚାହାଁନ୍ତି ତେବେ ଫିଟନେସ ସାର୍ଟିଫିକେଟ ପ୍ରଦାନ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

କାମ କରୁନି ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, କାର୍ଯ୍ୟକ୍ଷମ କରିବାକୁ ଅଞ୍ଚଳବାସୀଙ୍କ ଦାବି

କେସିଙ୍ଗା ତା ୧୦।୮,( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଷ୍ଟିକୁଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ଶିରୋଲ ଗ୍ରାମ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ପଛ…

ଧାନବିକ୍ରି ପଞ୍ଜୀକରଣ ଆରମ୍ଭରୁ ଏଗ୍ରିଷ୍ଟାକ କଟକଣାକୁ ବିରୋଧ, ସବୁଠି ତେଜିଲା ଚାଷୀ ଅସନ୍ତୋଷ, ଆଜି ହେବ…

ବରଗଡ଼,୧୦ା୮(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ନେଇ ରାଜ୍ୟ ସରକାର ଦିନକୁ ଦିନ ଗୋଟିଏ ପରେ ଗୋଟିଏ ନିୟମ ଲାଗୁ କରୁଛନ୍ତି। ଏଥିପାଇଁ ପ୍ରତି ୬ମାସରେ ଥରେ ଚାଷୀ ପଞ୍ଜୀକରଣ…

JPSC ପରୀକ୍ଷା ହେରଫେର ମାମଲାରେ EDର ଏଣ୍ଟ୍ରି; ଆସୁ ଆସୁ ନେଲା ବଡ଼ ଆକ୍ସନ

ନୂଆଦିଲ୍ଲୀ,୧୦।୮: ଝାଡ଼ଖଣ୍ଡରେ JPSCର 14ତମ ପ୍ରିଲିମିନାରୀ ଟେଷ୍ଟ (PT) ଏବଂ ଅନ୍ୟାନ୍ୟ ସମ୍ବନ୍ଧିତ ପରୀକ୍ଷାରେ ହୋଇଥିବା ଅନିୟମିତତାର ତଦନ୍ତ ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ପଦକ୍ଷେପ ନେଇଛି।…

ଏଇ ଭାରତରେ

ଅନେକ ସମୟରେ ଜଣେ ମହିଳା ପରିବାର ପ୍ରତିପୋଷଣର ଦାୟିତ୍ୱ ବହନ କରିବା ଲାଗି ଏକ ପୁରୁଷକୈନ୍ଦ୍ରିକ ପେସାକୁ ଆଦରିନେବାକୁ ବାଧ୍ୟ ହୋଇଥାନ୍ତି, ଯାହା ଘଟିଛି ଜାନ୍‌ସୀ ବି.ଭି.ଙ୍କ…

ଝାଡ଼ଖଣ୍ଡ ବିଧାନସଭା ଘେରାଓ ପୂର୍ବରୁ ରାଞ୍ଚିରେ କଡ଼ା ହେଲା ସୁରକ୍ଷା ବ୍ୟବସ୍ଥା

ରାଞ୍ଚି,୧୦।୮: ଛାତ୍ରଙ୍କ ପ୍ରତିବାଦ ଏବଂ ବିଧାନସଭା ଘେରାଉ ଡାକରା ପରେ, ବିଧାନସଭାକୁ ଯାଉଥିବା ରାସ୍ତାରେ ସୁରକ୍ଷା ବଳୟ ସ୍ଥାପନ କରାଯାଇଛି, ଯାହା ଫଳରେ ବିକ୍ଷୋଭକାରୀମାନେ ସେହି ସ୍ଥାନରେ…

ବୈଦିକ ଶିକ୍ଷା ବ୍ୟବସ୍ଥା

ବୈଦିକ ଯୁଗର ଶିକ୍ଷା ପଦ୍ଧତି ନୈତିକ ମୂଲ୍ୟବୋଧ ଉପରେ ଆଧାରିତ ଥିଲା। ଶିକ୍ଷାର କୌଣସି ବ୍ୟବସାୟୀକରଣ ନ ଥିଲା। ବିଦ୍ୟାର୍ଥୀମାନେ ଆବାସିକ ଗୁରୁକୁଳରେ ରହି ଶିକ୍ଷା ଗ୍ରହଣ…

ଏଠି କିଛି ବି ହୋଇପାରେ

କିଛିବର୍ଷ ପୂର୍ବେ ଓଡ଼ିଶାର ଏକ ବୃହତ୍‌ ଜନଜାତି ଶିକ୍ଷାନୁଷ୍ଠାନରେ ଅଧ୍ୟାପନା କରୁଥିଲି। ସେସମୟରେ ସେଠାରେ ଆୟୋଜିତ ହୋଇଥିଲା ଏକ ବିଶେଷ କାର୍ଯ୍ୟକ୍ରମ। ସେହି ଅବସରରେ ହିନ୍ଦୀ ଚଳଚ୍ଚିତ୍ର…

କାର୍‌-ମୋଟରସାଇକେଲ ମୁହାଁମୁହିଁ, ୨ ଭାଇ ଗୁରୁତର, ପୂର୍ବତନ ବ୍ଲକ ଅଧ୍ୟକ୍ଷ ନିଜ କାର୍‌ରେ ନେଇ…

ପଟାଙ୍ଗି,୧୦ା୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଗିର୍ଲିଗୁଡ଼ା ଛକ ନିକଟରେ ମାରୁତି କାର୍‌ ସହ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ କାର୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri