ନବ ନିର୍ବାଚିତ ଭାରତୀୟ କୁସ୍ତି ସଂଘକୁ ନିଲମ୍ବନ କଲା କ୍ରୀଡ଼ା ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୪ା୧୨: ସଞ୍ଜୟ ସିଂହଙ୍କ ନେତୃତ୍ୱରେ ନବ ନିର୍ବାଚିତ ଭାରତୀୟ କୁସ୍ତି ସଂଘ(ଡବ୍ଲୁଏଫ୍ଆଇ)କୁ ନିଲମ୍ବନ କରିଛି କ୍ରୀଡ଼ା ମନ୍ତ୍ରାଲୟ। ଭାରତୀୟ କୁସ୍ତି ସଂଘର ବିଦ୍ୟମାନ ନିୟମାବଳୀକୁ ଆଡ କରି ରବିବାର ଦିନ ମନ୍ତ୍ରଣାଳୟ ଏହାର ନିଷ୍ପତ୍ତି ନେଇଛି। ଏହି ନିଷ୍ପତ୍ତି ଅନୁଯାୟୀ ବ ନିର୍ବାଚିତ ଅଧ୍ୟକ୍ଷ ସଞ୍ଜୟ ସିଂହଙ୍କ ମାନ୍ୟତା ରଦ୍ଦ କରାଯାଇଥିଲା ବେଳେ ତାଙ୍କର ସମସ୍ତ ନିଷ୍ପତ୍ତି ଉପରେ ରୋକ ଲାଗିଛି ମନ୍ତ୍ରାଳୟ।

ସୂଚନାଯୋଗ୍ୟ, ଗତ ଗୁରୁବାର ଦିନ ଡବ୍ଲୁଏଫ୍ଆଇର ସଭାପତି ଭାବରେ ନିର୍ବାଚିତ ହୋଇଥିବା ସଞ୍ଜୟ ସିଂ ବ୍ରିଜ ଭୂଷଣଙ୍କ ନିକଟତମ ବ୍ୟକ୍ତି ଅଟନ୍ତି। ଯଯାହାଙ୍କ ବିରୁଦ୍ଧରେ ବିନେଶ ଫୋଗାଟ, ସାକ୍ଷୀ ମଲିକ ଏବଂ ବଜରଙ୍ଗ ପୁନିଆ ଭଳି ଦେଶର ଶ୍ରେଷ୍ଠ କୁସ୍ତିଯୋଦ୍ଧା ଯୌନ ନିର୍ଯାତନା ଅଭିଯୋଗ ଆଣିଥିଲେ। ନିର୍ବାଚନରେ ​​ସଞ୍ଜୟ ସିଂ ସର୍ବାଧିକ ଭୋଟ୍ ପାଇଥିଲେ ଏବଂ ଏହା ଜାତୀୟ ଫେଡେରେସନ୍ ଉପରେ ବିଦାୟୀ ସଭାପତି ବ୍ରିଜ ଭୂଷଣଙ୍କ ପରୋକ୍ଷ ନିୟନ୍ତ୍ରଣ ଥିବା କୁହାଯାଉଛି।

ନିର୍ବାଚନରେ ସଞ୍ଜୟ ସିଂ ସଭାପତି ଭାବରେ ନିର୍ବାଚିତ ହେବ ପରେ, ଖେଳାଳିମାନେ ଏହି ନିଷ୍ପତ୍ତି ଉପରେ ପ୍ରଶ୍ନ ଉଠାଇଥିଲେ। ସଞ୍ଜୟ ସଭାପତି ହେବାର କିଛି ସମୟ ପରେ ରିଓ ଅଲିମ୍ପିକ୍ସରେ ପଦକ ଜିତିଥିବା ସାକ୍ଷୀ ମଲିକ୍ ଏହି ଖେଳରୁ ଅବସର ଘୋଷଣା କରିଥିଲେ। ଏଥିସହିତ ବଜରଙ୍ଗ ପୁନିଆ ମଧ୍ୟ ତାଙ୍କ ପଦ୍ମଶ୍ରୀଙ୍କୁ ଫେରାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

ଗ୍ରାଉଣ୍ଡକୁ ଓହ୍ଲାଇଲା ଆମେରିକା ସେନା! ୩ୟ ବିଶ୍ୱଯୁଦ୍ଧକୁ ନେଇ ଭୟଙ୍କର ସଙ୍କେତ…

ଓ଼୍ବାଶିଂଟନ୍‌,୧୯।୩: ଯେତେବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃଆରୀ 28ରେ ଇସ୍ରାଏଲ ସହିତ ଇରାନ ଉପରେ ମିଳିତ ଆକ୍ରମଣ ପାଇଁ ନିର୍ଦ୍ଦେଶ ଦେଇଥିଲେ, ସେତେବେଳେ “ପରବର୍ତ୍ତୀ ସମୟରେ…

ଘନେଇଲା ୩ୟ ବିଶ୍ୱଯୁଦ୍ଧର ଭୟ: ଯୁଦ୍ଧକୁ ଡେଇଁବେ ଭାରତ-ପାକିସ୍ତାନ?

ନୂଆଦିଲ୍ଲୀ,୧୯।୩: “ତୃତୀୟ ବିଶ୍ୱ” ବା ଥାର୍ଡ ଓ଼୍ବାଲର୍‌ଡ ଏହା ପ୍ରାୟତଃ ପଛୁଆତା କିମ୍ୱା ଦାରିଦ୍ର୍ୟ ସହିତ ଜଡିତ ଏକ ଶବ୍ଦ; ତଥାପି, ଆପଣ କ’ଣ ଜାଣନ୍ତି ଯେ…

ଯୁଦ୍ଧରେ ଭାରତକୁ ସମର୍ଥନ… ଯୁଦ୍ଧ ଭିତରେ ପୁଟିନ୍‌ଙ୍କ ବଡ଼ ବୟାନ, ଟ୍ରମ୍ପ ଛାନିଆ!

ନୂଆଦିଲ୍ଲୀ,୧୯।୩: ଇସ୍ରାଏଲ ଇରାନ ଉପରେ ଆକ୍ରମଣକୁ ତୀବ୍ର କରୁଥିବାରୁ, ମଧ୍ୟପ୍ରାଚ୍ୟରେ ସଂଘର୍ଷ କ୍ରମଶଃ ଭୟଙ୍କର ହେବାରେ ଲାଗିଛି। ଇସ୍ରାଏଲ ଏକ ଇରାନୀ ଗ୍ୟାସ ପ୍ଲାଣ୍ଟ ଉପରେ ଆକ୍ରମଣ…

ଭାରତର ବଢିଲା ଟେନ୍‌ସନ: ଯେଉଁଠୁ ଆସେ ଗ୍ୟାସ୍‌, ସେଠି ଘଟିଲା…

ନୂଆଦିଲ୍ଲୀ,୧୯।୩:ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ସମଗ୍ର ବିଶ୍ୱକୁ ପ୍ରଭାବିତ କରୁଛି। ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଶତ୍ରୁତାର ପ୍ରଭାବ ଭାରତରେ ମଧ୍ୟ ପଡ଼ିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri