Posted inଖେଳ

ଜନ୍ମଦିନରେ ପୃଥ୍ବୀ ଶ’ଙ୍କୁ ବଡ଼ ଉପହାର, ଶେଷରେ ଦଳକୁ ଫେରିଲେ…

ନୂଆଦିଲ୍ଲୀ,୯।୧୧: ଜାତୀୟ ଦଳ ପରେ ରଣଜୀ ଟ୍ରଫିରେ ଖରାପ ପ୍ରଦର୍ଶନକୁ ନେଇ ଡ୍ରପ୍‌ ହୋଇ ଚର୍ଚ୍ଚାକୁ ଆସିଥିଲେ କ୍ରିକେଟର ପୃଥ୍ବୀ ଶ’। ହେଲେ ଏବେ ତାଙ୍କ ଭାଗ୍ୟ ଫିଟିଛି। ଆଗାମୀ ଟୁର୍ନାମେଣ୍ଟ ଲାଗି ମୁମ୍ବାଇ କ୍ରିକେଟ ଆସୋସିଏଶନ ଏହାର ସମ୍ଭାବ୍ୟ ଖେଳାଳି ତାଲିକାରେ ତାଙ୍କୁ ସାମିଲ କରିଛି। ଶନିବାର ନଭେମ୍ବର ୯ରେ ସେ ନିଜର ୨୫ତମ ଜନ୍ମଦିନ ପାଳନ କରୁଥିବା ବେଳେ ଏହି ଖୁସିଖବର ପାଇଛନ୍ତି।

ରଣଜୀ ଟ୍ରଫିର ପ୍ରଥମ ପର୍ଯ୍ୟାୟ ମୁକାବିଲାର ଦୁଇ ସପ୍ତାହ ପରେ ସୈୟଦ ମୁସ୍ତାକ ଅଲି ଟ୍ରଫି ଟୁର୍ନାମେଣ୍ଟ ଆରମ୍ଭ ହେବ। ଏବେ ପୃଥ୍ବୀଙ୍କୁ ଏହି ଟି୨୦ ଟୁର୍ନାମେଣ୍ଟ ଲାଗି ଚୟନ କରାଯାଇଛି। ନଭେମ୍ବର ୨୩ରେ ଏହି ଟୁର୍ନାମେଣ୍ଟ ଆରମ୍ଭ ହେବ, ଯାହାକି କ୍ରିକେଟରଙ୍କ ପାଇଁ ବେଶ ଗୁରୁତ୍ୱ ବହନ କରୁଛି। କାରଣ ଏହା ଆଖପାଖରେ ଆଇପିଏଲ୍‌ ଅକ୍ସନ ହେବ।

ଶନିବାର ଜାରି ୨୮ଜଣିଆ ସମ୍ଭାବ୍ୟ ସ୍କ୍ବାର୍ଡରେ ପୃଥ୍ବୀଙ୍କ ନାମ ଥିଲେ ହେଁ ଏହା ଫାଇନାଲ ନୁହେଁ। ହେଲେ ସେ ସ୍ଥାନ ପାଇବାରେ ସଫଳ ହେବେ ବୋଲି ଆଶା କରାଯାଉଛି। ତାଙ୍କ ବ୍ୟତିତ ଟିମ୍‌ରେ ଶ୍ରେୟାସ ଆୟର ମଧ୍ୟ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri