କ୍ରୀଡ଼ା ସଙ୍ଗଠକ ସୁମନ୍ତ ଭୋଇଙ୍କ ପରଲୋକ

ବଲାଙ୍ଗୀର ଅଫିସ,୩୧।୧: ବଲାଙ୍ଗୀରର ବିଶିଷ୍ଟ କ୍ରୀଡ଼ା ସଙ୍ଗଠକ ସୁମନ୍ତ ଭୋଇ (୫୬)ଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି । ବଲାଙ୍ଗୀରରେ କ୍ରୀଡ଼ା କ୍ଷେତ୍ରରେ ଉନ୍ନତି ଦିଗରେ ତାଙ୍କର ବିଶେଷ ଅବଦାନ ରହିଥିଲା । ବଲାଙ୍ଗୀର ଘରୋଇ ବସ୍‌ ମାଲିକ ସଂଘର ସେ ଜଣେ ସକ୍ରିୟ ସଦସ୍ୟ ଥିଲେ । ବିଭିନ୍ନ ସାଂସ୍କୃତିକ, ସାମାଜିକ କାର୍ଯ୍ୟରେ ସେ ସର୍ବଦା ସମ୍ପୃକ୍ତ ରହିଥାନ୍ତି। ବଲାଙ୍ଗୀର ବିଭୂତିପଡା ଶ୍ମଶାନରେ ଶେଷକୃତ୍ୟ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….

ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍‌ ରଖି…

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍‌ ଟ୍ରାକ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ…

ଗଛ ମୂଳରେ ପଡ଼ିଛି ଚପଲ, ଉପରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କୁସମେଲପଞ୍ଚାୟତର ଜାମୁଟିଆ ଗାଁ ନିକଟ ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଗୁରୁବାର ଜବତ ହୋଇଛି।…

ବଲାଙ୍ଗୀରରେ ଅଖଚକ ବନ୍ଦ: ସାଧାରଣ ଜନଜୀବନ ପ୍ରଭାବିତ

ବଲାଙ୍ଗୀର, ୮।୧୦(ବୀରେନ୍ଦ୍ର କୁମାର ଝାଙ୍କର):ଏମ୍‌ଏମ୍‌ଡିଆର୍‌୍‌, ଏସଆଇଆର୍‌-୨୦୨୬, ପାଠ୍ୟପୁସ୍ତକରେ ଥିବା ତ୍ରୁଟି ଏବଂ ବନ୍ୟା କ୍ଷୟକ୍ଷତି ଭଳି ବିଭିନ୍ନ ପ୍ରସଙ୍ଗକୁ ନେଇ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?