Posted inଖେଳ

ପଛରେ ପଡ଼ିଲେ କୋହଲି, ଟପିଗଲେ ମୋଦି

ନୂଆଦିଲ୍ଲୀ,୧୨।୧୧: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କୁ ପଛରେ ପକାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଲୋକପ୍ରିୟତା ମାମଲାରେ ଅନ୍ତର୍ଜାତୀୟସ୍ତରରେ ଉଭୟଙ୍କ ଦବ୍‌ଦବା ବାରି ହୋଇଯାଏ। ଏମିତିରେ ଏସିଆ ମହାଦେଶରେ ସବୁଠାରୁ ଅଧିକ ସର୍ଚ୍ଚ କରିଥିବା ବ୍ୟକ୍ତିତ୍ୱଙ୍କ ତାଲିକାରେ ମୋଦି କୋହଲିଙ୍କଠାରୁ ଆଗକୁ ଯାଇଛନ୍ତି।

୨୦୨୪ରେ ପ୍ରଧାନମନ୍ତ୍ରୀ ମୋଦି ସର୍ବାଧିକ ସର୍ଚ୍ଚ କରାଯାଇଥିବା ବ୍ୟକ୍ତିତ୍ୱ ତାଲିକାରେ ନମ୍ବର ୧ ସ୍ଥାନ ହାସଲ କରିଛନ୍ତି। କୋହଲି ଏହି ମାମଲାରେ ଦ୍ୱିତୀୟରେ ଅଛନ୍ତି। ସେହିଭଳି ଶାହାରୁଖ ଖାନ୍‌ ମଧ୍ୟ ଟପ୍‌ ୫ରେ ଅଛନ୍ତି।

ଆଗାମୀ ଦିନରେ କୋହଲି ସର୍ଚ୍ଚ ମାମଲାରେ ଟପ୍‌କୁ ଆସିପାରନ୍ତି। କାରଣ ଟିମ୍‌ ଇଣ୍ଡିଆ ଏବେ ଅଷ୍ଟ୍ରେଲିଆରେ ପହଞ୍ଚି ସାରିଛି। କୋହଲିଙ୍କ ଉପରେ ଅଷ୍ଟ୍ରେଲିଆ ସହ ସାରା ଦୁନିଆ ଗଣମାଧ୍ୟମର ନଜର ରହିଛି। ଏଣୁ ତାଙ୍କୁ ଜବରଦସ୍ତ କଭରେଜ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳ ଖାଉଛି, ବିପଦରେ ଆର୍ଯ୍ୟପଲ୍ଲୀ: ପଥର ବନ୍ଧ ନିର୍ମାଣ ଦାବିରେ ପ୍ରଶାସନର ଦ୍ୱାରସ୍ଥ ହେଲେ…

ଛତ୍ରପୁର, ୧୧/୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଦିନକୁ ଦିନ ସମୁଦ୍ର କୂଳ ଧସି ଗ୍ରାମ ଆଡ଼କୁ ମାଡ଼ି ଆସୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଛତ୍ରପୁର ପୌରପରିଷଦ ଅନ୍ତର୍ଗତ…

ଧାନ ରୁଆ ବେଳେ ଅଘଟଣ, ବଜ୍ରପାତରେ ଚାଲିଗଲା ୪ ମହିଳାଙ୍କ ଜୀବନ

ସୁନ୍ଦରଗଡ,୧୧ା୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ପୃଥକ ପୃଥକ ସ୍ଥାନରେ ମଙ୍ଗଳବାର ବ୍ରଜପାତ ଘଟି ୪ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତା ମହିଳାମାନେ ହେଲେ ଛତିଶଗଡ଼…

ସଂରକ୍ଷିତ ଜଙ୍ଗଲରେ ଗଞ୍ଜେଇ ଗୋଦାମ: ଅଡ଼ବା ପୁଲିସର ଚଢ଼ାଉରେ …

ମୋହନା, ୧୧।୮ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣକାରୀଙ୍କ ବିରୋଧରେ ଅଡ଼ବା ପୋଲିସକୁ ମିଳିଛି ବଡ଼ ସଫଳତା। କେଶରିଗୁଡ଼ା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡେକାବନ୍ଧା ସଂରକ୍ଷିତ ଜଙ୍ଗଲରେ ଲୁଚାଇ…

ତାଳବଣିଆ ଛକ ନିକଟରେ ଓଲଟିଲା ଶ୍ରମିକ ବୋଝେଇ ପିକ୍‌ଅପ୍‌: ଜଣେ ମୃତ, ୨୦ରୁ ଊର୍ଦ୍ଧ୍ୱ ଆହତ

ଜଳେଶ୍ୱର, ୧୧।୮ (ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ନାମ୍ପ ପଞ୍ଚାୟତର ତାଳବଣିଆ ଛକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଶ୍ରମିକ ବୋଝେଇ…

ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍‌, ଜାଣନ୍ତୁ…

କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍‌ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ…

ମୃତ୍ୟୁକୁ ଜୟ କରିପାରିଲେନି ମୃତ୍ୟୁଞ୍ଜୟ: ଶେଷରେ…

ଗୁଡାରି, ୧୧।୮ (ପ୍ରମୋଦ କୁମାର ପତି): ଗୁଡାରି ସହରର ଗୌଡ଼ ସାହି ବାସିନ୍ଦା ନରସିଂହ ପାଢ଼ୀଙ୍କ କଲେଜ ପଢୁଆ ପୁଅ ମୃତ୍ୟୁଞ୍ଜୟ ପାଢ଼ୀ କ୍ୟାନ୍‌ସର ସହ ଦୀର୍ଘଦିନ…

ଝାଡଖଣ୍ଡକୁ କାହିଁକି ଗଲେନି ରାହୁଲ ଗାନ୍ଧୀ? ସିଧା ସିଧା ଉତ୍ତର ଦେଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୧୧।୮: ମୌସୁମୀ ଅଧିବେଶନ ଚାଲିଥିବା ସମୟରେ ମଙ୍ଗଳବାର ଦିନ ସଂସଦ ପରିସର ବାହାରେ NDA ଏବଂ ବିରୋଧୀ ଦଳର ସାଂସଦମାନେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ ପଟେ…

ବଲାଙ୍ଗୀର ଆୟୁର୍ବେଦିକ ମହାବିଦ୍ୟାଳୟରେ ସ୍ୱର୍ଣ୍ଣପ୍ରାଶନ କାର୍ଯ୍ୟକ୍ରମ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସରକାରୀ ଆୟୁର୍ବେଦିକ ମହାବିଦ୍ୟାଳୟ ଓ ହସ୍ପିଟାଲରେ ମଙ୍ଗଳବାର କୌମାରଭୃତ୍ୟ–ଶିଶୁରୋଗ ବିଭାଗ ପକ୍ଷରୁ ଶିଶୁମାନଙ୍କ ସୁସ୍ଥତା ଓ ସାମଗ୍ରିକ ବିକାଶକୁ ଲକ୍ଷ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri