ହୃଦଘାତରେ ଚାଲିଗଲା କ୍ରୀଡ଼ା ଶିକ୍ଷକଙ୍କ ଜୀବନ

ପାତ୍ରପୁର,୧୦ା୫(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୁରଙ୍ଗି ହାଇସ୍କୁଲର କ୍ରୀଡା ଶିକ୍ଷକ ଶିଖର ମାଝୀଙ୍କ ରବିବାର ହୃଦଘାତରେ ମୃତ୍ୟୁ ଘଟିଛି।

ସେ ନିଜ ଗ୍ରାମ ଚିକିଟିଗଡ଼ ବାସଭବନରେ ଥିବା ବେଳେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ପରିବାର ଲୋକେ ତାଙ୍କୁ ପ୍ରଥମେ ଚିକିଟି ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନା ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ l କ୍ରୀଡା କ୍ଷେତ୍ରରେ ତାଙ୍କ ଅବଦାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ସମୟରେ ସମ୍ମାନିତ ହୋଇଥିଲେ। ଶିଖରଙ୍କ ବିୟୋଗରେ ବିଭିନ୍ନ ମହଳରେ କୋଶ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଗଠନ ପାଇଁ ହିମନ୍ତଙ୍କୁ ମିଳିଲା ଆମନ୍ତ୍ରଣ: ୧୨ରେ ଶପଥ ଗ୍ରହଣ

ଗୁଆହାଟୀ,୧୦ା୫: ଆସାମରେ ପରବର୍ତ୍ତୀ ସରକାର ଗଠନ ପାଇଁ ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ରବିବାର ମୁଖ୍ୟମନ୍ତ୍ରୀ ନିର୍ବାଚିତ ହିମନ୍ତ ବିଶ୍ୱଶର୍ମାଙ୍କୁ ଆମନ୍ତ୍ରଣ କରିଛନ୍ତି। ଫଳରେ ଆସାମରେ ଏନ୍‌ଡିଏ…

ବଡ଼ ଧରଣର ବିସ୍ଫୋରଣ, ୧୫ ପୋଲିସ ନିହତ

ପେଶଓ୍ବାର,୧୦।୫: ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶର ଏକ ପୋଲିସ ପୋଷ୍ଟ ଉପରେ ଆତ୍ମଘାତୀ ଆକ୍ରମ ହୋଇଛି । ଏଥିରେ ପନ୍ଦର ଜଣ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି…

ମଦ ପିଇବାକୁ ପଇସା ନ ଦେବାରୁ ସ୍ତ୍ରୀଙ୍କୁ ଆକ୍ରମଣ, ଆଉ ତା’ପରେ…

ବୁଗୁଡା,୧୦।୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ ସୋରଡ଼ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମଦ ପିଇବାକୁ ପଇସା ନ…

ବାଂଲାଦେଶର ନିୟନ୍ତ୍ରଣରେ ପ୍ରଥମ ଟେଷ୍ଟ

ଢାକା,୧୦ା୫: ସ୍ଥାନୀୟ ଶେର-ଇ-ବାଂଲା ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ପାକିସ୍ତାନ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟ ବର୍ତ୍ତମାନ ବାଂଲାଦେଶ ନିୟନ୍ତ୍ରଣରେ ରହିଛି। ଅଫ୍‌-ସ୍ପିନର ମେହିଦି ହସନ (୫/୧୦୨)ଙ୍କ ୫…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି…

ଚେନ୍ନାଇ ସୁପର କିଙ୍ଗ୍ସର ବଡ଼ ବିଜୟ

ଚେନ୍ନାଇ,୧୦ା୫: ଉର୍ଭିଲ ପଟେଲଙ୍କ ଯୁଗ୍ମ ଦ୍ରୁତତମ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ୫ ଉଇକେଟରେ ଲକ୍ଷ୍ନୌ…

ସୁନାଥର ଗ୍ରାମରେ ଗ୍ଯାସ ଲଗାଇବା ବେଳେ ଫାଟିଗଲା ସିଲିଣ୍ଡର; ଉଡିଗଲା ଟିଣ, ୬….

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ଭୟଙ୍କର ବିସ୍ଫୋରଣ । ରବିବାର ସଂଧ୍ଯ୍ଯାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍…

ବାଲିଅନ୍ତା ଘଟଣାର ସମୀକ୍ଷା ପରେ ମୁହଁ ଖୋଲିଲେ ପୋଲିସ ଡିଜିପି, କହିଲେ…

ଭୁବନେଶ୍ୱର,୧୦।୫: ବାଲିଅନ୍ତା ଏବଂ ବାଲିପାଟଣା ଘଟଣାର ସମୀକ୍ଷା ପରେ ପୋଲିସ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ ବଡ଼ ବୟାନ ଦେଇଛନ୍ତି। ୩ରୁ ୪ ଦିନ ହେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri