ଘାଟିରୁ ଖସିଲା ମୋଟରସାଇକେଲ, ଖେଳ ଶିକ୍ଷକଙ୍କ ଜୀବନ ଗଲା

ବାଲିଗୁଡ଼ା,୬ା୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସୁଡ୍ରା ନିକଟସ୍ଥ ପତଡ଼ ଘାଟିରେ ଏକ ମୋଟରସାଇକେଲ ଖସିପଡ଼ିବାରୁ ଜଣକଙ୍କର ଜୀବନ ଯାଇଛି। ମୃତକ ଲୁବେନଗଡ଼ ସରକାରୀ ବିଦ୍ୟାଳୟର ଖେଳ ଶିକ୍ଷକ ବିଭୂତି ପ୍ରଧାନ ବୋଲି ଜଣାପଡ଼ିଛି।

ସୂଚନାନୁଯାୟୀ, ଶିକ୍ଷକ ଜଣକ ଶୁକ୍ରବାର ରାତିରେ ସୁଡ୍ରାରୁ ଟିକରବାଜୁ ରାସ୍ତା ଦେଇ ଲୁବେନଗଡ଼ ଯାଉଥିବା ବେଳେ ସୁଡ୍ରା ନିକଟସ୍ଥ ପତଡ଼ ଘାଟିରୁ ଭାରସାମ୍ୟ ହରାଇ ମୋଟରସାଇକେଲ ରାସ୍ତାକଡ଼ ଖାଲକୁ ଖସି ପଡ଼ିଥିଲା। ଫଳରେ ସେ ଗୁରୁତର ହୋଇ ସେଠାରେ ପଡ଼ି ରହିଥିବା ଶନିବାର ସକାଳୁ ସେହି ରାସ୍ତା ଦେଇ ଯାତାୟାତ କରୁଥିବା ଲୋକେ ଦେଖିବାକୁ ପାଇଥିଲେ। ଘଟଣା ସମ୍ପର୍କରେ ଖବରପାଇ ବାଲିଗୁଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ବେଳକୁ ଶିକ୍ଷକଙ୍କ ମୃତ୍ୟୁ ହୋଇଥିବା ଜାଣିବାକୁ ପାଇଥିଲେ। ସେଠାରୁ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ଏକେଶ୍ୱରବାଦ ଧର୍ମ

ଗ୍ରାୟତ୍ରୀ ସିଂହ ଗତ କଲ୍ୟାଣ ପାଇଁ ମହିମା ଧର୍ମ ହେଉଛି ଅନନ୍ୟ। ସତ୍‌ ମାର୍ଗରେ ଯିବା ପାଇଁ ମହିମା ସ୍ବାମୀ ବିଶ୍ୱର ସମସ୍ତ ଜନ ସମାଜକୁ ଆହ୍ବାନ୍‌…

ଏପ୍‌ଷ୍ଟିନ୍‌ ଫାଇଲ୍‌ରେ ମୀରା ନାୟାର

ଓ୍ବାଶିଂଟନ,୧।୨: ଯୌନ କେଳେଙ୍କାରୀ ମାମଲାରେ ଦୋଷୀସାବ୍ୟସ୍ତ ନିୟୁତପତି ଫାଇନାନ୍ସର ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସମ୍ପର୍କିତ ଅଧିକ ଅନୁସନ୍ଧାନଯୋଗ୍ୟ ଫାଇଲ୍‌ ତଥ୍ୟକୁ ଆମେରିକା ନ୍ୟାୟ ବିଭାଗ ଶୁକ୍ରବାର ପ୍ରକାଶ କରିଛି। ଏପ୍‌ଷ୍ଟିନ୍‌ଙ୍କ…

ଗାଜାରେ ଇସ୍ରାଏଲୀ ଆକ୍ରମଣ: ୨୯ ମୃତ

ଡେଇର ଅଲ୍‌-ବଲାହ,୧।୨: ଇସ୍ରାଏଲ୍‌- ଗାଜା ଯୁଦ୍ଧ ବନ୍ଦ କରିବା ଲକ୍ଷ୍ୟରେ ଗତବର୍ଷ ଅକ୍ଟୋବରରେ ଅସ୍ତ୍ରବିରତି କାର୍ଯ୍ୟକାରୀ ହୋଇଥିଲା। ଏହା ସତ୍ତ୍ୱେ ଇସ୍ରାଏଲୀ ସେନା ଶନିବାର ଗାଜା ଉପରେ ଆକ୍ରମଣ…

ଅଗ୍ରଦୂତ ନବ ପ୍ରଭାତର

ଡ. ପ୍ରଫୁଲ୍ଲ କୁମାର ସାହୁ ଗତିଶୀଳ ଚେତନାର ଭଗୀରଥ ଭଗବତୀ ଚରଣ ପାଣିଗ୍ରାହୀ। ଚାଷୀ ମୂଲିଆ ଓ ଅସହାୟ ମଣିଷର ପ୍ରକୃତ ବନ୍ଧୁ। ବିଂଶ ଶତାବ୍ଦୀର ଚତୁର୍ଥ…

କଡ଼ ଲେଉଟାଇଲା ପାଗ, ଫେରିଲା ଶୀତ, ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ଦାରିଙ୍ଗବାଡି, ୧।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳକୁ ପୁଣ ଫେରିଛିି ଶୀତ। ଭୋର ସମୟରେ ଅସହ୍ୟ ଜାଡ଼ ଅନୁଭୂତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି।…

ଆଇନ ଶାସନର ଉଲ୍ଲଂଘନ

ଆକାର ପଟେଲ ଏକ ଗଣତାନ୍ତ୍ରିକ ସମାଜ ଭାବରେ ଏହା ଆଶା କରାଯାଏ ଯେ ଭାରତର କର୍ତ୍ତୃପକ୍ଷ ଆଇନର ଶାସନ ପାଳନ କରିବେ। ଏକ ଧାରଣା ବି ରହିଛି,…

LPG Cylinder Price: ବଜେଟ ପୂର୍ବରୁ ବଢିଲା ଏଲପିଜି ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୨: ରବିବାର (୧ ଫେବୃଆରୀ) କେନ୍ଦ୍ର ବଜେଟ ଉପସ୍ଥାପନ ପୂର୍ବରୁ, ସରକାର ସାଧାରଣ ଜନତା ଏବଂ ବ୍ୟବସାୟ ଉଭୟଙ୍କୁ ଏକ ଝଟକା ଦେଇଛନ୍ତି। ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକ…

ନାବାଳିକା ପ୍ରେମିକା ଉଦ୍ଧାର : ବଳାତ୍କାର ଅଭିଯୋଗରେ ପ୍ରେମିକ ଗିରଫ

ଦେବଗଡ, ୧।୨ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାର ଜଣେ ନାବାଳିକା ପ୍ରେମିକାଙ୍କୁ ଉଦ୍ଧାର କରାଯାଇଥିବା ବେଳେ ବଳାତ୍କାର ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ଦେବଗଡ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri