Posted inଜାତୀୟ

ମଙ୍ଗଳରେ ଜଳ ଥିବା ସ୍ଥାନ ଚିହ୍ନଟ

ନୂଆଦିଲ୍ଲୀ,୨୪।୮: ପୃଥିବୀର ନିକଟତମ ଗ୍ରହ ମଙ୍ଗଳରେ ଏକଦା ଜଳ ରହିଥିବା ସମ୍ପର୍କରେ ପୂର୍ବରୁ ସୂଚନା ମିଳିଥିଲା। ତେବେ ଏହି ଜଳ ରହିଥିବା ନିର୍ଦ୍ଦିଷ୍ଟ ସ୍ଥାନର ମ୍ୟାପ୍‌ ପ୍ରଥମ ଥର ପାଇଁ ୟୁରୋପୀୟ ମହାକାଶ ସଂସ୍ଥା (ଇଏସ୍‌ଏ) ପ୍ରକାଶ କରିଛି। ଫଳରେ ଭବିଷ୍ୟତରେ ମଙ୍ଗଳକୁ ମାନବ ମିଶନ ବେଳେ ଜଳ ଖୋଜି ପାଇବା ସହଜ ହୋଇପାରିବ। ମଙ୍ଗଳ ପୃଷ୍ଠରେ ପୂର୍ବରୁ ଜଳରାଶି ଥିଲା। ତେବେ ୧୦୦ କୋଟିରୁ ଊର୍ଦ୍ଧ୍ୱ ବର୍ଷର ବିବର୍ତ୍ତନ ଫଳରେ ତାହା ବିଲୁପ୍ତ ହୋଇଯାଇଛି। ରାସାୟନିକ ଓ ବର୍ଣ୍ଣକ୍ରମୀୟ ବିଶ୍ଳେଷଣରୁ ଲାଲ୍‌ ଗ୍ରହରେ ଏକଦା ନଦୀ ଓ ହ୍ରଦ ଥିବା ସ୍ପଷ୍ଟ ହୋଇଛି। ମଙ୍ଗଳ ପୃଷ୍ଠରେ ମଣିଷ ପାଦ ଦେବା ପୂର୍ବରୁ ଏହି ମ୍ୟାପ୍‌ ସେଠାରେ ଜଳ ଉତ୍ସ ସନ୍ଧାନରେ ସହାୟକ ହୋଇପାରିବ ବୋଲି କୁହାଯାଉଛି। ଜଳ ବ୍ୟତୀତ ସେଠାରେ ବିଭିନ୍ନ ଖଣିଜ ପଦାର୍ଥ ଥିବା ସ୍ଥାନ ମଧ୍ୟ ଚିହ୍ନଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ପ୍ରଦାୟିକ ସଦ୍‌ଭାବ ପାଇଁ ବିବାହ ନିମନ୍ତ୍ରଣ କାର୍ଡରେ ସୀତାରାମଙ୍କ ଫଟୋ ଛାପିଲେ ମୁସଲମାନ୍‌ ପରିବାର

ଲକ୍ଷ୍ନୌ,୨୫।୪: ଦେଶରେ ସାମ୍ପ୍ରଦାୟିକ ସଦ୍‌ଭାବ ପାଇଁ ଉତ୍ତରପ୍ରଦେଶର ଏକ ମୁସଲମାନ୍‌ ପରିବାର ସଦସ୍ୟ ଏବେ ବେଶ୍‌ ଚର୍ଚ୍ଚାରେ ରହିଛନ୍ତି। ଶାହାଜାହାନ୍‌ପୁର ଚିଲୁଓ୍ବା ଗାଁରେ ବାସ କରୁଥିବା...

ଦିଲ୍ଲୀ ଲୋକଙ୍କ ଜୀବନ ପାଇଁ ଲଢ଼ିବା ମୋ ଅପରାଧ

ନୂଆଦିଲ୍ଲୀ,୨୫।୬: ଦିଲ୍ଲୀର ୨ କୋଟି ଲୋକଙ୍କ ଜୀବନ ପାଇଁ ସଂଗ୍ରାମ କରିବା ମୋ ଅପରାଧ। ତୁମେ ଯେତେବେଳେ ନିର୍ବାଚନ ରାଲିରେ ମାତିଥିଲ, ମୁଁ ସେତେବେଳେ ଅକ୍ସିଜେନ...

ଧାରା ୩୭୦କୁ ନେଇ ଦ୍ୱନ୍ଦ୍ୱରେ କଂଗ୍ରେସ: ମୋଦି ସରକାରଙ୍କ ପ୍ରଶଂସା କରିବ ନା ସମାଲୋଚନା

ନୂଆଦିଲ୍ଲୀ,୬।୮: ସୋମବାର ଜମ୍ମୁ-କଶ୍ମୀରରେ ଧାରା ୩୭୦ ଓ ୩୫ଏ ଉଚ୍ଛେଦ କରାଯିବା ପରେ ଏହା ମୋଦି ସରକାରଙ୍କ ଏକ ଐତିହାସିକ ପଦକ୍ଷେପ ବୋଲି ଆଲୋଚନା ହୋଇଥିଲା।...

ପରିବେଶ ସୁରକ୍ଷା ପାଇଁ ମଣିପୁର ସରକାରଙ୍କୁ ଶହେ କୋଟି ଜମା କରିବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୩।୭: ପରିବେଶ ସୁରକ୍ଷା ପାଇଁ ସୁପ୍ରିମ୍‌କୋର୍ଟ ମଣିପୁର ସରକାରଙ୍କୁ ଶହେ କୋଟି ଜମା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ସଂରକ୍ଷଣ ଏବଂ ପୁନର୍ସ୍ଥାପନା...

ବିନା ଅନ୍‌ଲାଇନ୍‌ ରେଜିଷ୍ଟ୍ରେଶନ୍‌ରେ ବି ୧୮ରୁ ୪୪ ବର୍ଷ ବୟସ୍କ ନେଇପାରିବେ ଟିକା

ନୂଆଦିଲ୍ଲୀ,୨୪।୫: କରୋନା ଭାକ୍ସିନକୁ ନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ତ୍ତମାନ ୧୮ରୁ ୪୪ବର୍ଷର ଲୋକମାନେ ଅନ୍‌ଲାଇନ୍‌ରେ ରେଜିଷ୍ଟ୍ରେସନ୍‌ ନ କରି...

ମାଙ୍କଡ଼ ନେଇଗଲେ କରୋନା ରକ୍ତ ନମୁନା

ନୂଆଦିଲ୍ଲୀ,୩୦ା୫: ଉତ୍ତରପ୍ରଦେଶର ମିରଟ ମେଡିକାଲ କଲେଜ ପରିସରରେ ଦଳେ ମାଙ୍କଡ ଲାବରେଟୋରି ଟେକ୍‌ନିସିଆନ୍‌ଙ୍କୁ ଆକ୍ରମଣ କରି ତାଙ୍କଠାରୁ ସନ୍ଦିଗ୍ଧ କୋଭିଡ୍‌-୧୯ ସଂକ୍ରମିତଙ୍କ ରକ୍ତ ନମୁନା ଛଡ଼ାଇନେଇ...

ବଡ଼ ଘର ବଡ଼ ଗୁମର କଥା: ରାତିଅଧରେ ଫାଟକ ପିଟିଲେ ଲାଲୁଙ୍କ ବୋହୂ ଐଶ୍ଚର୍ଯ୍ୟା; ଫିଟିଲାନି ଫାଟକ

ପାଟନା,୩୦।୯: ବିହାର ଆର୍‌ଜେଡି ପ୍ରମୁଖ ଲାଲୁ ଯାଦବଙ୍କ ଘର ଝଗଡ଼ା ଏବେ ପଦାକୁ ଆସିଛି। ଘରୋଇ କନ୍ଦଳକୁ ନେଇ ବୋହୂ ଐଶ୍ଚର୍ଯ୍ୟା ରାୟ ତାଙ୍କ ପିତାଙ୍କୁ...

ଜୁଲାଇ ୧୮ରୁ ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ,୩୦।୬: ସଂସଦର ମୌସୁମୀ ଅଧିବେଶନ ପାଇଁ ଗୁରୁବାର ତାରିଖ ଘୋଷଣା କରାଯାଇଛି। ଜୁଲାଇ ୧୮ରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବ ବୋଲି କୁହାଯାଉଛି। ଏହା...

Advertisement
Archives

Model This Week