ନିରାଶ କଲେ ଦୂତି: ପ୍ରଥମ ରାଉଣ୍ଡରୁ ବିଦା

ବର୍ମିହାମ,୨।୮: ନିରାଶ କଲେ ଓଡ଼ିଶାର ଧାବିକା ଦୂତୀ ଚାନ୍ଦ। ମଙ୍ଗଳବାର ରାଜ୍ୟଗୋଷ୍ଠୀ କ୍ରୀଡ଼ାର ମହିଳା ୧୦୦ ମିଟର ଦୌଡ଼ରେ ଭାଗନେଇଥିଲେ ହେଁ ସେମି ଫାଇନାଲ ଲାଗି ଯୋଗ୍ୟତା ଅର୍ଜନ କରିପାରିନାହାନ୍ତି। ଦୂତିଙ୍କୁ ୧୦୦ ମିଟର ଅତିକ୍ରମ କରିବା ଲାଗି ୧୧.୫୫ ସେକେଣ୍ଡ ସମୟ ଲାଗିଥିଲା। ଏଣୁ ସେ ଚତୁର୍ଥ ସ୍ଥାନରେ ରହି ଅଭିଯାନ ଶେଷ କରିଛନ୍ତି। ସେହିଭଳି ଦୂତି ୨୫ ଖେଳାଳିଙ୍କ ମଧ୍ୟରେ ୨୪ତମ ସ୍ଥାନରେ ରହି ନିରାଶ କରିଛନ୍ତି। ଏହି ପ୍ରତିଯୋଗିତାରେ ଶୀର୍ଷ ସ୍ଥାନରେ ନାଇଜେରିଆର ଖେଳାଳି(୧୦.୯୯ ସେକେଣ୍ଡ) ରହିଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri