ସ୍ପୁଟନିକ ସିଙ୍ଗଲ ଡୋଜ ଭ୍ୟାକ୍ସିନକୁ ମଞ୍ଜୁରୀ ଦେଲା ଆର୍ଜେଣ୍ଟିନା

ବୁନୋସ ଏରିସ,୬ ।୧୨: କରୋନା ମହାମାରୀକୁ ଦୂରେଇ ଦେବାକୁ ଆର୍ଜେଣ୍ଟିନା ରୁଷିଆ ଦ୍ୱାରା ପ୍ରସ୍ତୁତ ସ୍ପୁଟନିକ ଲାଇଟ୍ ଭ୍ୟାକ୍ସିନକୁ ବ୍ୟବହାର ଲାଗି ମଞ୍ଜୁରୀ ପ୍ରଦାନ କରିଛି । ଏହାପରେ ଏହାକୁ ବୁଷ୍ଟର ଶଟ୍ କିମ୍ବା ଭ୍ୟାକ୍ସିନ ଡୋଜ ଭାବେ ବ୍ୟବହାର କରାଯାଇ ପାରିବ । ରଷିଆନ୍ ଡାଇରେକ୍ଟ ଇନଭେଷ୍ଟମେଣ୍ଟ ଫଣ୍ଡ(ଆର୍‌ଡିଆଇଏଫ୍‌) ପକ୍ଷରୁ କୁହାଯାଇଛି କି ଆର୍ଜେଣ୍ଟିନାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସ୍ପୁଟନିକ ଲାଇଟ ଟିକାକୁ ଏକ ସ୍ୱତନ୍ତ୍ର ଏବଂ ବୁଷ୍ଟର ସଟ୍ ଭାବେ ବ୍ୟବହାର କରିବାକୁ ଅନୁମୋଦନ କରିଛି । ସ୍ପୁଟନିକ ଲାଇଟ ଭ୍ୟାକ୍ସିନ ହ୍ୟୁମାନ୍ ଏଣ୍ଡୋଭାଇରସ ଷ୍ଟେରିଓଟାଇପ ୨୬ ଉପରେ ଆଧାରିତ । ସୂଚନାଯୋଗ୍ୟ, ଆର୍ଜେଣ୍ଟିନା ବିଶ୍ୱର ପ୍ରଥମ ଦେଶ ଭାବେ ୨୦୨୦ ଡିସେମ୍ବରରେ ସ୍ପୁଟନିକ-ଭି ଭ୍ୟାକ୍ସିନକୁ ବ୍ୟବହାର ପାଇଁ ମଞ୍ଜୁରୀ ପ୍ରଦାନ କରିଛି । ଦ ନ୍ୟାଶନାଲ ଆଡମିନିଷ୍ଟ୍ରେଶନ ଅଫ୍ ଡ୍ରଗ୍ସ ଆଣ୍ଡ ମେଡିକାଲ ଡିଭାଇସେସ୍ ଆଜେଣ୍ଟିନାରେ ବିନା କୌଣସି ଟ୍ରାଏଲରେ ରୁଷିଆରେ ଏକ କ୍ଲିନିକାଲ ଡାଟା ଆଧାରରେ ଏହାକୁ ମଞ୍ଜୁରୀ ପ୍ରଦାନ କରିଛି । ଏପଟେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମର ପୁଟିନ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ)ଠାରୁ ସ୍ପୁଟନିକ ଭି ଟିକାର ବ୍ୟବହାର ପାଇଁ ମଞ୍ଜୁରୀ ମିଳିବ ବୋଲି ଆଶା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri