ଆମେରିକାର ଆକାଶରେ ପୁଣି ଗୁପ୍ତଚର ବେଲୁନ…

ଓ୍ବାଶିଂଟନ,୨୦।୨ : ଆମେରିକାର ଆକାଶରେ ପୁଣି ଥରେ ଏକ ଗୁପ୍ତଚର ବେଲୁନ ଦେଖାଦେଇଛି। ଖବର ଅନୁଯାୟୀ, ଏହି ବେଲୁନ ହାୱାଇ ରାଜ୍ୟର ହନୋଲୁଲୁ ପ୍ରଦେଶର ପୂର୍ବ ଅଞ୍ଚଳରେ ଦେଖିବାକୁ ମିଳିଛି। ଉଲ୍ଲେଖନୀୟ କଥା ହେଉଛି, ଯେଉଁଠାରେ ଏହି ବିଶାଳ ବେଲୁନ ଦେଖାଯାଇଛି, ସେହି ଅଞ୍ଚଳରେ ଅନେକ ବାଣିଜି୍ୟକ ବିମାନ ଉଡୁଛି। ଏଭଳି ପରିସ୍ଥିତିରେ ଏହି ବେଲୁନ ଏହି ବିମାନ ଉଡ଼ାଣ ପାଇଁ ବିପଦ ହୋଇ ରହିଥାଏ। ଏହି ବେଲୁନ ୪୦ ହଜାରରୁ ୫୦ ହଜାର ଫୁଟ ଉଚ୍ଚରେ ଉଡୁଥିବାର ବାଣିଜି୍ୟକ ବିମାନର କେତେକ ପାଇଲଟ ଏହି ବିଶାଳ ବେଲୁନ ଦେଖିଥିବା କହିଛନ୍ତି।

ଏହି ବେଲୁନ କେଉଁଠୁ ଆସିଛି ଏବଂ ଲୋକଙ୍କ ପାଇଁ କୌଣସି ବିପଦ ଅଛି କି ନାହିଁ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆଇଏସଆଇର ପୂର୍ବତନ ମୁଖ୍ୟ ନେଲେ ସ୍ବେଚ୍ଛାକୃତ ଅବସର, ସେନାମୁଖ୍ୟ ନିଯୁକ୍ତି ନେଇ ଅସନ୍ତୁଷ୍ଟ…

ଇସଲାମାବାଦ,୨୯।୧୧ : ଆଇଏସଆଇର ପୂର୍ବତନ ମୁଖ୍ୟ ତଥା ପାକିସ୍ତାନର ଜଣେ ବରିଷ୍ଠ ଲ୍ୟୁଟନାଟ ଜେନେରାଲ ଫୈଜ ହମିଦ ମଙ୍ଗଳବାର ତାଙ୍କ ଅବସର ନେଇ ଏକ ବଡ଼...

ସବୁଠାରୁ ଅଧିକ ଗଭିରତାରେ ମିଳିଲା ଆମେରିକା ଯୁଦ୍ଧ ଜାହାଜର କିଛି ଅଂଶ, ୭୮ ବର୍ଷ ପୂର୍ବରୁ ବୁଡିଥିଲା ଜାହାଜ

ୱାଶିଂଟନ,୨୭ ।୬: ଫିଲିପିନ ସାଗରରେ ସମୁଦ୍ର ବୁଡାଳିଙ୍କୁ ବୁଡିଯାଇଥିବା ଜାହାଜର କିଛି ଅଂଶ ମିଳିଛି । ଜାହାଜ ‘ୟୁଏସଏସ ସୌମୁଅଲ ବି ରବର୍ଟସ’ର କିଛି ଭଙ୍ଗା...

ପୁଟିନଙ୍କ ନ୍ୟୁକ୍ଲିୟ ଫୋର୍ସ ଆଲର୍ଟ ରଖିବା ନିର୍ଦ୍ଦେଶକୁ ଅଯୌକ୍ତିକ କହିଲା ନାଟୋ

ନୂଆଦିଲ୍ଲୀ,୨୮ ।୨: ରୁଷିଆ ଦ୍ୱାରା ୟୁକ୍ରେନ୍ ଉପରେ ହୋଇଥିବା ଆକ୍ରମଣରେ ଏବେ ଶହ ଶହ ସାଧାରଣ ଜନତାଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି । ଏବେ ଏହି...

ଭାରତ ଏବଂ ପାକିସ୍ତାନ ମଧ୍ୟ ଅଧିକ ମ୍ୟାଚ୍‌ ଆୟୋଜନ ହେଉ: ମେହମୁଦ୍‌ କ୍ୟୁରେସି

ଇସଲମାବାଦ୍‌, ୧୯।୬: ବିଶ୍ୱକପରେ ଭାରତଠାରୁ ପରାସ୍ତ ହେବା ପରେ ପାକିସ୍ତାନରେ ହଡକମ୍ପ ସୃଷ୍ଟି ହୋଇଛି। ଏନେଇ ପ୍ରତିକ୍ରିୟା ଦେଇଛନ୍ତି ପାକିସ୍ତାନ ବୈଦେଶିକ ମନ୍ତ୍ରୀ ଶାହ ମେହମୁଦ...

କରୋନା ପାଇଁ ପ୍ରଭାବିତ ହେଉଛି ଏଚ୍‌ଆଇଭି ଚିକିତ୍ସା

ଓ୍ବାଶିଂଟନ,୭।୭: ସାରା ବିଶ୍ୱରେ ୨୦୧୯ ଶେଷ ବେଳକୁ ପାଖାପାଖି ୩ କୋଟି ୮୦ ଲକ୍ଷ ଲୋକ ଏଚ୍‌ଆଇଭି(ହ୍ୟୁମାନ ଇମ୍ୟୁନୋଡେଫିସିଏନ୍ସି ଭାଇରସ) ଦ୍ୱାରା ସଂକ୍ରମିତ ହୋଇଥିଲେ। ସୋମବାର...

ଜାତିସଂଘରେ ପୁଣି କଶ୍ମୀର ପ୍ରସଙ୍ଗ ଉଠାଇଲା ପାକ୍‌

ଜାତିସଂଘ,୧୧ା୯(ପି.ଟି.): ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ପାକିସ୍ତାନ ପୁଣିଥରେ କଶ୍ମୀର ପ୍ରସଙ୍ଗ ଉଠାଇଛି। ଭାରତ ଜମ୍ମୁ-କଶ୍ମୀରର ସ୍ବତନ୍ତ୍ର ମାନ୍ୟତା ପ୍ରତ୍ୟାହାର କରିବା ପରେ ୟୁଏନ୍‌ଏସ୍‌ସି ଉପତ୍ୟକା...

ପୁରୁଷଙ୍କ ଗର୍ଭରେ ଶିଶୁ, ଏପରି କିପରି ହୁଏ, ଜାଣନ୍ତୁ…

ଲଣ୍ଡନ,୮।୬: ମହିଳାଙ୍କ ଗର୍ଭରେ ଶିଶୁ ସୃଷ୍ଟି ପାଇଁ ପ୍ରକୃତି ସମସ୍ତ ପ୍ରକାର ସୁବିଧା ସୁଯୋଗ ଖଞ୍ଜି ଦେଇଛି। ତେବେ ପୁରୁଷଙ୍କ ଶରୀରରେ ଏଭଳି ସ୍ଥିତି ସୃଷ୍ଟି...

ମୂଳ ଭାରତୀୟ କୃଷ୍ଣା ଏମଏଲକେଙ୍କୁ ସ୍ବତନ୍ତ୍ର ଗ୍ରାଣ୍ଡ ପରେଡ଼ ସମ୍ମାନ…

ଓ୍ବାଶିଂଟନ,୧୭।୧ : ମାର୍ଟିନ ଲୁଥର୍‌ କିଙ୍ଗ ଗ୍ରାଣ୍ଡ ପ୍ୟାରେଡ ସ୍ବତନ୍ତ୍ର ସମ୍ମାନରେ ଆମେରିକୀୟ ତଥା ମୂଳ ଭାରତୀ କୃଷ୍ଣ ଭାଭିଲାଙ୍କୁ ସମ୍ମାନିତ କରାଯାଇଛି। କୃଷ୍ଣ ଭାଭିଲା...

Advertisement
Archives

Model This Week