Posted inଫୁରସତ

ମଣିଷ ହାତରୁ ଏପରି କଦଳୀ ଖାଉଛି ଗୁଣ୍ଡୁଚିମୂଷା

ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ପ୍ରାୟତଃ ଗୁଣ୍ଡୁଚିମୂଷା ମଣିଷଙ୍କୁ ଦେଖି କିମ୍ବା ତାଙ୍କ ଆଭାସ ପାଇ ଦୌଡ଼ି ପଳାନ୍ତି। ମାତ୍ର ଏଥିରେ ଏକ ଗୁଣ୍ଡୁଚିମୂଷା ମଣିଷ ହାତରୁ କଦଳୀ ଖାଉଥିବା ଦେଖିବାକୁ ମିଳୁଛି।

ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ରିଟୁଇଟ କରିଛନ୍ତି। ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ବିଶ୍ୱ ସିଂହ ଦିବସ: ସୁରକ୍ଷା ପାଇଁ ସଚେତନତା ଜରୁରୀ

ପ୍ରତିବର୍ଷ ଅଗଷ୍ଟ ୧୦ରେ ପାଳନ କରାଯାଇଆସୁଛି ‘ବିଶ୍ୱ ସିଂହ ଦିବସ’। ଜଙ୍ଗଲର ରାଜା କୁହାଯାଉଥିବା ସିଂହର ସୁରକ୍ଷା, ବଂଶ ବୃଦ୍ଧି ଏବଂ ସେମାନଙ୍କର ହ୍ରାସ ପାଉଥିବା ବାସସ୍ଥଳୀ…

୧୨ ତାରିଖରେ ମହାକାଶରେ ଦେଖାଯିବ ୪ ବିରଳ ଦୃଶ୍ୟ, ସୂର୍ଯ୍ୟୋଦୟ ପୂର୍ବରୁ…

ଓ୍ବାଶିଂଟନ,୧୦ା୮: ଆସନ୍ତା ୧୨ ତାରିଖରେ ୨୪ ଘଣ୍ଟା ମଧ୍ୟରେ ମହାକାଶରେ ୪ଟି ଅଲଗା ବିରଳ ମହାକାଶୀୟ ଦୃଶ୍ୟ ଦେଖିବାକୁ ମିଳିବ। ଯଦିଓ ଏହିସବୁ ଘଟଣା ନିଜସ୍ବ କ୍ୟାଲେଣ୍ଡର…

୨୨୦ କୋଟି ଖର୍ଚ୍ଚ କରି ଯୁବକ ହେଲେ କୁକୁର, କାରଣ ଜାଣିଲେ ଉଡିଜିବ ହୋସ୍‌: ଦେଖନ୍ତୁ Video

ନୂଆଦିଲ୍ଲୀ, ୮।୮: ସୋସିଆଲ ମିଡିଆରେ ଏକ ଭିଡିଓ ଦ୍ରୁତଗତିରେ ଭାଇରାଲ ହେଉଛି, ଯାହାକୁ ଦେଖି ଲୋକେ ବିଭିନ୍ନ ପ୍ରକାରର କଥା କହୁଛନ୍ତି। ଭାଇରାଲ ପୋଷ୍ଟରେ ଦାବି କରାଯାଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri