Posted inଖେଳ

ଏସ୍‌ଆର ଚେସ୍‌: ତନ୍ମୟ ଚାମ୍ପିୟନ

ଭୁବନେଶ୍ୱର, ୨୬।୧(କ୍ରୀଡ଼ା ପ୍ରତିନିଧି): ଏସ୍‌ଆର ଚେସ୍‌ ସେଣ୍ଟର ଆନୁକୂଲ୍ୟରେ ଆୟୋଜିତ ୨୬ତମ ଅନ୍‌ଲାଇନ୍‌ ଚେସ୍‌ ଚାମ୍ପିୟନଶିପ୍‌ରେ ତନ୍ମୟ ତ୍ରିପାଠୀ ଚାମ୍ପିୟନ ହୋଇଛନ୍ତି। ୫ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ ଭୁବନେଶ୍ୱର ଷ୍ଟୁଆର୍ଟ ସ୍କୁଲର ତନ୍ମୟ ୪.୫ ପଏଣ୍ଟ ପାଇ ତୃତୀୟ ଥର ପାଇଁ ଏହି ଗୌରବ ଅର୍ଜନ କରିଛନ୍ତି। ଡିପିଏସ କଳିଙ୍ଗାର ପ୍ରତୀକ ଚୌରାସିଆ ୪ ପଏଣ୍ଟ ସହ ରନର୍ସଅପ୍‌ ହୋଇଛନ୍ତି। ଆସାମର ଜ୍ୟୋତ୍ସବ ତାଲିକଦାର (୪) ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ବିଭିନ୍ନ ବୟସ ବର୍ଗରେ ଦକ୍ଷିଣ ଆଫ୍ରିକାର ଡେଭିନ ଚ୍ବାଲ୍‌ (୩.୫), ଧୀର ଚାଓ୍ବାଲ (୨.୫), ପଞ୍ଜାବର ସାର୍ଥକ ସିଙ୍ଘଲ(୩), ହାଇଦ୍ରାବାଦର ଶିବାଂଶ ମିଶ୍ର (୩), ଆଦିତ୍ୟ ବିକ୍ରମ ମିଶ୍ର (୨.୫) ଶ୍ରେଷ୍ଠ ପ୍ରଦର୍ଶନ କରି ପୁରସ୍କୃତ ହୋଇଛନ୍ତି। ଏସ୍‌ଆର୍‌ ଚେସ୍‌ ସେଣ୍ଟରର ସମ୍ପାଦକ ସତ୍ୟରଞ୍ଜନ ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି ପ୍ରତିଯୋଗିତାର ପରିଚାଳନାରେ ଡ. ମାନସ ରଞ୍ଜନ ମିଶ୍ର ଓ ସତ୍ୟଜିତ ପଟ୍ଟନାୟକ ସହାୟତା କରିଥିଲେ। ଏଥିରେ ବିଭିନ୍ନ ଦେଶ ଓ ରାଜ୍ୟର ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…

ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri