ପୁଣି ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ): ଲେଡି ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳି ବେହେରା ଶୁକ୍ରବାର ପୁଣି ଇଡିରେ ହାଜର ହୋଇଛନ୍ତି। ଏହା ପୂର୍ବରୁ ଅର୍ଥାତ୍‌ ଗତ ବୁଧବାର ମଧ୍ୟ ଶ୍ରଦ୍ଧାଞ୍ଜଳିଙ୍କୁ ୧୪ ଘଣ୍ଟା ଜୋରା କରିଥିଲା ଇଡି। ଏହା ପରେ ରାତି ୧୦ଟାରେ ତାଙ୍କୁ ଛାଡ଼ି ଦେଇଥିଲା। କାହାଠାରୁ କେତେ ଟଙ୍କା ଆଦାୟ କରାଯାଉଥିଲା, ଏଥିରେ କେଉଁମାନେ ସଂପୃକ୍ତ ଏମିତି ଅନେକ ପ୍ରଶ୍ନ ତାଙ୍କୁ ପଚରାଯାଇଥିଲା। ଆଜି ମଧ୍ୟ ଶ୍ରଦ୍ଧାଞ୍ଜଳିକୁ ଇଡି ଅନେକ ପ୍ରଶ୍ନ ପଚାରିବ ବୋଲି ଆଶଙ୍କା କରାଯାଉଛି। କାରଣ ପୂର୍ବରୁ ଏହି ମାମଲାରେ ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା, ଅମୀୟକାନ୍ତ ଦାଶ ଏବଂ ଗଙ୍ଗାଧର ସାମଲ ଏବଂ ଖଗେଶ୍ୱରଙ୍କୁ ଜେରା କରିସାରିଛି ଇଡି। ଏମାନଙ୍କଠାରୁ ଇଡି ଅଧିକାରୀମାନେ କିଛି ଅଧିକ ତଥ୍ୟ ହାସଲ କରିଥାଇପାରନ୍ତି। ତେଣୁ ଆଜି ପୁଣି ଥରେ ଶ୍ରଦ୍ଧାଞ୍ଜଳିଙ୍କୁ ଜେରା ହେବ। ଆଉ କିଛି ସତ କଥା ପଦାକୁ ଆସିପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଅଦୃଶ୍ୟ ସହ ବିପଜ୍ଜନକ’: ଆଇନଗତ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା(AI)ର ବ୍ୟବହାର ବିରୁଦ୍ଧରେ ଚେତାବନୀ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୭: ସୁପ୍ରିମକୋର୍ଟ ନକଲି ଉଦାହରଣ ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ଦ୍ୱାରା ସୃଷ୍ଟି ହୋଇଥିବା ମାମଲା ଉପରେ ଆଧାରିତ ଏକ ଜାତୀୟ କମ୍ପାନୀ ଆଇନ ଟ୍ରିବ୍ୟୁନାଲ (NCLT)…

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…

ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ । ବିଇଓ ଗୁରୁବାର ଦିନ…

ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…

ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର…

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

କଂଗ୍ରେସ ସହ ବିଲୟ ହେବ କି NCP-SP: ଶରଦ ପାଓ୍ବାର ଦେଲେ ବଡ଼ ବୟାନ

ପୁଣେ,୨।୭: ମହାରାଷ୍ଟ୍ର ରାଜନୀତି ସମ୍ପର୍କରେ ଏକ ବଡ଼ ଖବର ଆସିଛି। ଶରଦ ପାୱାର କଂଗ୍ରେସ ସହିତ NCP-SP ର ମିଶ୍ରଣ ସମ୍ପର୍କରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି।…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୨ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri