ଶ୍ରଦ୍ଧାଞ୍ଜଳିଙ୍କୁ ମିଳିଲାନି ଆଗୁଆ ଜାମିନ

ଭୁବନେଶ୍ୱର,୧୭।୧(ବ୍ୟୁରୋ): ବହୁ ଚର୍ଚ୍ଚିତ ମହିଳା ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାର ଇଡି (ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ତଦନ୍ତ ଜାରି ରଖିଛି। ତେବେ ଏହି ମାମଲାରେ ଅର୍ଚ୍ଚନାଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳିଙ୍କ ଆଗୁଆ ଜାମିନ ଆବେଦନକୁ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଫଳରେ ତାଙ୍କ ଅଢୁଆ ବଢିବାରେ ଲାଗିଛି।
ଭୁବନେଶ୍ୱର ସେସନ୍ସ କୋର୍ଟରେ ଇଡି ପକ୍ଷରୁ ଅର୍ଚ୍ଚନା ନାଗ, ସ୍ବାମୀ ଜଗବନ୍ଧୁ ଚାନ୍ଦ, ସହଯୋଗୀ ଖଗେଶ୍ୱର ପାତ୍ର ଏବଂ ଶ୍ରଦ୍ଧାଞ୍ଜଳି ବେହେରାଙ୍କ ନାଁରେ ଚାର୍ଜସିଟ ଦାଖଲ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପାଭେଲଙ୍କ ମୃତ୍ୟୁ ତଦନ୍ତ ପାଇଁ ରାୟଗଡ଼ାରେ କେନ୍ଦ୍ରୀୟ ଗୁଇନ୍ଦା ବିଭାଗର ତନାଘନା

ରାୟଗଡ଼ା ଅଫିସ,୨୯ା୧୨: ପାଭେଲ ଏବଂ ବିଦାନୋଭଙ୍କ ମୃତ୍ୟୁ ରହସ୍ୟର ଗୁମର ଖୋଲିବାକୁ ରାୟଗଡ଼ାରେ ପହଞ୍ଚିଛି କେନ୍ଦ୍ରୀୟ ଗୁଇନ୍ଦା ସଂସ୍ଥା। ସୂଚନା ଅନୁସାରେ, ଗୁରୁବାର ସକାଳେ ହୋଟେଲ...

ଶ୍ରମିକ ନେତା ସୌରିବନ୍ଧୁ କରଙ୍କ ପରଲୋକ

ଭୁବନେଶ୍ୱର,୧୪ା୪ (ବ୍ୟୁରୋ): ବିଶିଷ୍ଟ ଟ୍ରେଡ୍‌ ୟୁନିୟନ ନେତା ତଥା ଲେଖକ ସୌରିବନ୍ଧୁ କରଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ୭୨ ବର୍ଷ ହୋଇଥିଲା। ସେ...

ରାଜ୍ୟକୁ କେନ୍ଦ୍ରର ପରାମର୍ଶ: ଦରମାରେ ଖର୍ଚ୍ଚ ନ କରି ଜଙ୍ଗଲ ସୃଷ୍ଟି କର, କାମ୍ପା ପାଣ୍ଠିରେ ରାଜ୍ୟକୁ ମିଳିଲା ୫୯୩୪ କୋଟି

ଭୁବନେଶ୍ୱର, ୨୯।୮ (ବ୍ୟୁରୋ)-କ୍ଷତିପୂରକ ବନୀକରଣ ପାଣ୍ଠି ପରିଚାଳନା ଓ ଯୋଜନା(କାମ୍ପା) ପାଇଁ ଜାତୀୟ କ୍ଷତିପୂରକ ବନୀକରଣ ଜମା ରାଶିରୁ କେନ୍ଦ୍ର ସରକାର ଓଡିଶା ଅଂଶଧନ ୫୯୩୩.୯୮...

ଅପରାଧ ସମ୍ପର୍କରେ ସୂଚନା ଦେଲେ ମିଳିବ ପୁରସ୍କାର

ଭୁବନେଶ୍ୱର,୧୪।୩(ବ୍ୟୁରୋ): ରାଜ୍ୟରେ ଥିବା ହାର୍ଡକୋର ଅପରାଧୀ ମାନଙ୍କୁ ସାବାଡ କରିବାକୁ ଏସ୍‌ଟିଏଫ୍‌ ଆରମ୍ଭ କରିଛି ଭିନ୍ନ ପ୍ରୟାସ। ଏଥର ଏସ୍‌ଟିଏଫ୍‌କୁ ଅପରାଧୀ ଏବଂ ଅପରାଧ ସମ୍ପର୍କରେ...

ଭାଜପାରେ ଯୋଗଦେଲେ ଅନ୍ୟ ଦଳର କର୍ମୀ

ଧର୍ମଶାଳା,୧୧।୧୧ (ଡି.ଏନ.ଏ.): ଧର୍ମଶାଳା ବ୍ଲକ ସାହାଣୀଢ଼ିହ ପଞ୍ଚାୟତ ଚାରଗୋଠ ଗ୍ରାମରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ଧର୍ମଶାଳା ଭାଜପା ନେତ୍ରୀ ସ୍ମୃତିରେଖା ପହୀଙ୍କ...

ଝାଡ଼ାବାନ୍ତି ପ୍ରଭାବିତ ଗ୍ରାମରେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଦଶମନ୍ତପୁର, ୨୩ା୭(ଡି.ଏନ୍‌.ଏ.): କୋରାପୁଟ ଜିଲା ଦଶମନ୍ତପୁରରେ ଝାଡ଼ାବାନ୍ତି ବ୍ୟାପୀ ସ୍ବାସ୍ଥ୍ୟ ବିଭାଗର ନିଦ ହଜାଇଦେଇଛି। ଏହି ମହାମାରୀ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ୧୪...

ଏଣିକି ମଦ ପିଇ ଗାଡ଼ି ଚଳାଇଲେ ସିଧା କୋର୍ଟଚାଲାଣ

ଭୁବନେଶ୍ୱର,୭।୫(ବ୍ୟୁରୋ): ମଦ ପିଇ ଗାଡ଼ି ଚଳାଇଲେ ପଡ଼ିବେ ଅସୁବିଧାରେ। କାରଣ ଏଣିକି ଜରିମାନା ନୁହେଁ ବରଂ ଚାଳକମାନଙ୍କୁ ଅଟକ ରଖି କୋର୍ଟଚାଲାଣ କରାଯିବ। ଦରକାର ପଡ଼ିଲେ...

ମଣିଷ ପଣିଆ ଦେଖାଇଲେ ଭୁବନେଶ୍ୱରର ଘର ମାଲିକ: ଛାଡ଼ କଲେ ମାସକର ଭଡ଼ା

ଭୁବନେଶ୍ୱର,୨୯ା୩ (ବ୍ୟୁରୋ): କରୋନା ପାଇଁ ସରକାର ସାରାଦେଶରେ ୨୧ ଦିନ ପାଇଁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ସମୟରେ ଘରୋଇ କମ୍ପାନୀ ଏବଂ ଅନ୍ୟ ସଂସ୍ଥାଗୁଡିକ...

Advertisement
Archives

Model This Week