Posted inରାଜ୍ୟ

ବାତ୍ୟା ବେଳେ ସେଲ୍‌ଫି ନେବାକୁ ବାହାରକୁ ଯାଆନ୍ତୁ ନାହିଁ, ଆମ୍ବ-ନଡ଼ିଆ ନ ଗୋଟାଇ ଲୋଭ ସମ୍ବରଣ କରନ୍ତୁ: ଏସ୍‌ଆରସି

ଭୁବନେଶ୍ୱର,୨୫।୫(ବ୍ୟୁରୋ): ମାଡ଼ି ଆସୁଛି ବାତ୍ୟା ‘ୟାସ୍‌’। ଏହାର ବିଶେଷ ପ୍ରଭାବ ଭଦ୍ରକ ଓ ବାଲେଶ୍ୱର ଜିଲାରେ ପଡ଼ିବ। ବାତ୍ୟା ସମୟରେ ସର୍ବାଧିକ ୧୮୫ କିମି ପବନ ବହିବାର ସମ୍ଭାବନା ରହିଛି। ଏହି ସମୟରେ ସେଲ୍‌ଫି ନେବାକୁ ବାହାରକୁ ଯାଆନ୍ତୁ ନାହିଁ ବୋଲି ଯୁବବର୍ଗଙ୍କୁ ଏସ୍‌ଆର୍‌ସି ପ୍ରଦୀପ ଜେନା ନିବେଦନ କରିଛନ୍ତି। ବାତ୍ୟା ପବନ ବେଳେ ସାମାନ୍ୟ ଖୁସି ପାଇଁ ନିଜ ଜୀବନକୁ ବିପଦରେ ପକାନ୍ତୁ ନାହିଁ ବୋଲି ସେ କହିଛନ୍ତି। ଏଥିସହ ମା’ ଓ ମାଉସୀମାନେ ପବନ ବେଳେ ଆମ୍ବ, ପଣସ, ନଡ଼ିଆ ଆଦି ଗୋଟାଇବା ଲାଗି ଏସ୍‌ଆର୍‌ସି ବାରଣ କରିବା ସହ ସେଗୁଡ଼ିକ ଅପେକ୍ଷା ଜୀବନ ମୂଲ୍ୟବାନ, ଲୋଭ ସମ୍ବରଣ କରନ୍ତୁ ବୋଲି ସେ ମଧ୍ୟ କହିଛନ୍ତି।

ପ୍ରକାଶ ଯେ, ସମ୍ଭାବ୍ୟ ବାତ୍ୟାର ଉଦ୍ଧାର କାର୍ଯ୍ୟରେ ୪ହଜାର କର୍ମଚାରୀ ନିୟୋଜିତ ହୋଇଛନ୍ତି। ହେଲେ କରୋନା ଭୟ ଯୋଗୁ କିଛି ସ୍ଥାନରେ ଉଦ୍ଧାର କାର୍ଯ୍ୟ ସାମାନ୍ୟ ବିଳମ୍ବ ହେଉଛନ୍ତି। ଲୋକମାନେ ସ୍ଥାନାନ୍ତର ପାଇଁ ଅରାଜି ହେଉଥିବା ଲକ୍ଷ୍ୟ କରାଯାଉଛି। ତେବେ ସେମାନଙ୍କୁ ବୁଝାଇ ପ୍ରଶାସନ ସୁରକ୍ଷିତ ସ୍ଥାନକୁ ନେଉଥିବା ନଜର ଆସିଛି। ଏହାଛଡ଼ା ଆସନ୍ନ ପ୍ରସବା ଏବଂ ଦିବ୍ୟାଙ୍ଗମାନଙ୍କ ପ୍ରତି ବିଶେଷ ଯତ୍ନ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ହେବା ପରେ ଦିଲ୍ଲୀରେ ମୋଦିଙ୍କୁ ସାକ୍ଷାତ କଲେ ବିଜୟ, ୨୦ ମିନିଟରେ କଲେ…..

ନୂଆଦିଲ୍ଲୀ,୨୭।୫: ଜୋସେଫ ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିଥିଲେ। ଏଠାରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ଏହା ତାମିଲନାଡୁରେ…

ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ

ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…

ସାର୍ଟିଫିକେଟ ପାଇଁ ଯାଉଥିବା ବେଳେ ବାଇକକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ଚନ୍ଦନଙ୍କ ଜୀବନ

ଗଜପତି,୨୭।୫(ଗିରିଧାରୀ ପରିଛା) : ଚାଉଳ ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହେଲା ବାଇକ । ଦୁର୍ଘଟଣାରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଚାଳକ ଆହତ…

୨ ମାସରୁ ଊର୍ଦ୍ଧ୍ୱ ହେବ ଭତ୍ତା ପାଇନାହାନ୍ତି ହିତାଧିକାରୀ, ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ବିଡିଓଙ୍କୁ କଲେ ଗୁହାରି

ଥୁଆମୂଳ ରାମପୁର,୨୭ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସାମାଜିକ ସୁରକ୍ଷା ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନେ ଚରମ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ୨ ମାସରୁ…

ମର୍ମନ୍ତୁଦ ଦୁର୍ଘଟଣା; କାମସାରି ଘରକୁ ଫେରୁଥିବା ବେଳେ ଓଲଟିଲା ପିକଅପ୍ ଭ୍ୟାନ, ୨…

ରାଜନଗର, ୨୭ା୫ (ଭାସ୍କର ରାଉତରାୟ): ରାଜନଗର ବ୍ଲକ ରାଜନଗର ଗୁପ୍ତି ମୁଖ୍ୟ ରାସ୍ତାର ହାତୀନା ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଦୁଇ…

ରାଜ୍ ପ୍ରସାଦ ରାୟଗଡ଼ାର ନୂଆ ଏସ୍ପି; ଦାୟିତ୍ବ ଗ୍ରହଣ କରୁକରୁ କହିଦେଲେ ଏହି କଥା, ଛାନିଆ…

ଗୁଣପୁର,୨୭।୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାର ନୂତନ ଏସପି ଭାବେ ରାଜ୍ ପ୍ରସାଦ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି । ପୂର୍ବତନ ଏସପି ସ୍ୱାତି ଏସ କୁମାରଙ୍କ ଠାରୁ…

କର୍ନାଟକରେ ସତ୍ତା ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଶେଷ! କାଲି ଏହି ସମୟରେ ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଆଗାମୀ ଦୁଇ ଦିନ ମଧ୍ୟରେ କ୍ଷମତା ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ତୀବ୍ର ହେଉଥିବା ବେଳେ, କଂଗ୍ରେସ ବିଧାୟକ ଆର.ଭି. ଦେଶପାଣ୍ଡେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ…

ବେଆଇନ ଗୋହତ୍ୟା ରୋକିବାକୁ ଜିଲାପାଳ, ଥାନାଧିକାରୀଙ୍କୁ ସ୍ମାରକପତ୍ର

ବନ୍ତ,୨୭ା୫(କିଶୋର କୁମାର ସେଠୀ): ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ-ଉଲ-ଜୁହା (ବକ୍ରିଦ) ପର୍ବ ପାଳନ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ ଗୋହତ୍ୟା ଏବଂ ଗୋ-ଚାଲାଣକୁ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri